ଜନ୍ମ ପ୍ରମାଣ ପତ୍ର କରିବାକୁ ଲାଞ୍ଚ ନେଉଥିଲେ ସୁପର ଭାଇଜର, ଧରିଲା ଭିଜିଲାନ୍ସ
ଥୁଆମୂଳ ରାମପୁର,୨ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ମହୁଲପାଟଣା ସ୍ବାସ୍ଥ୍ୟ ଉପକେନ୍ଦ୍ର ହେଲ୍ଥ ୱାର୍କର ଓ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର (ଭାଇଟାଲ ଷ୍ଟାର୍ଟସ୍ଟିକ) କ୍ଲର୍କ ଭାବେ ଦାୟିତ୍ୱରେ ଥିବା…
କୁକୁଡ଼ାଫାର୍ମ ଛାତରୁ ଖସି ଶ୍ରମିକ ମୃତ
ଦିଗପହଣ୍ଡି,୨।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା କଇଠଖଣ୍ଡି ପଞ୍ଚାୟତ ଚକାତେନ୍ତୁଳି ଗ୍ରାମ ନିକଟରେ ଥିବା କୁକୁଡ଼ା ଫାର୍ମ ଛାତରୁ ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ଶ୍ରମିକ ଜଣକ ହେଲେ ପଶ୍ଚିମବଙ୍ଗ ବାଙ୍କୁଡ଼ା ଜିଲା ବିଷ୍ଣୁପୁର ଥାନା…
ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀ ମୃତ
ଦିଗପହଣ୍ଡି,୨।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ପାଟପୁର ସେକ୍ସନ ଗଙ୍ଗାପୁର ପଞ୍ଚାୟତ ପ୍ରଥମ ଢେପାଗୁଡ଼ା ଗାଁ ନିକଟ ଆଖୁବାଡରେ ଖଞ୍ଜା ଯାଇଥିବା ବିଦ୍ୟୁତ ତାର ଫାସରେ ଲାଗି ଏକ ମାଈ ହାତୀର ମୃତ୍ୟୁଘଟିଛି। ଗୁରୁବାର ଭୋରରେ…
ମାଙ୍କଡ ଆତଙ୍କ: ଆକ୍ରମଣରେ ୧୫ରୁ ଊଦ୍ଧର୍ବ ଆହତ
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ କିଛିଦିନ ହେଲା ମାଙ୍କଡ ଆତଙ୍କ ଦେଖାଦେଇଛି। ସହରସ୍ଥିତ ଗୋଦାମପଡ଼ାର ମାଙ୍କଡ ଆକ୍ରମଣରେ ୧୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଛନ୍ତି। ସେମାନଙ୍କୁ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ପାଇ…
ପରକୀୟାପ୍ରୀତି: ସ୍ବାମୀଙ୍କ ତୀରମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା
କେନ୍ଦୁଝର,୨।୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପରକୀୟା ପ୍ରୀତିକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ତୀରମାଡ଼ କରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାଣ୍ଡିଭଙ୍ଗା ଗାଁରେ ଏଭଳି ଏକ ଅଭାବନୀୟ ଘଟଣା…
ଖସିଲା ପାରଦ: ବଢ଼ିଲା ଶୀତ, କାଲୁଆ ମାରିଯାଉଛି ଦେହହାତ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଯାଇଥିଲା। ପୁଣି ଏବେ ପାଗ ଶୁଖିଲା ରହିବା ସହ…
ଭୁବନେଶ୍ୱରରେ ପହଞ୍ଚିଲେ ନୂଆ ରାଜ୍ୟପାଳ: ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨ା୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଉପସ୍ଥିତ ରହି ନୂଆ ରାଜ୍ୟପାଳଙ୍କୁ…
ଦୁଇଦିନ ହେଲା ଆମରଣ ଅନଶନରେ ଚାଷୀ, ଶୁଣିଲେନି ବିଡିଓ-ତହସିଲଦାରଙ୍କ କଥା
କେସିଙ୍ଗା,୨ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ତୁଣ୍ଡଳା ଗ୍ରାମର ଜଣେ ଚାଷୀ ଧାନର କଟ୍ନି ଛଟ୍ନିକୁ ବିରୋଧ କରି ତୁଣ୍ଡଳା ପ୍ୟାକ୍ସ ଆଗରେ ଦୁଇ ଦିନ ହେଲା ଆମରଣ ଅନଶନ କରିଛନ୍ତି। ତୁଣ୍ଡଳା ଗ୍ରାମର ଜଣେ ଶ୍ରେଷ୍ଠ ଚାଷୀ ହେଲେ…
କେନ୍ଦୁଝର-ସମ୍ବଲପୁର ଜିଲାପାଳଙ୍କୁ ମାନବାଧିକାର କମିଶନଙ୍କ ନୋଟିସ୍
କେନ୍ଦୁଝର,୨ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଡ୍ୟାମ୍ ଆଖପାଖ ଅଞ୍ଚଳରେ ରହୁଥିବା ଲୋକଙ୍କ ସୁରକ୍ଷାକୁ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଓ ସମ୍ବଲପୁର ଜିଲାପାଳଙ୍କୁ ପଦକ୍ଷେପ ଗ୍ରହଣ କରିବାକୁ ଆଦେଶ କରିଛନ୍ତି। ବରିଷ୍ଠ ଆଇନଜୀବୀ ତଥା ମାନବାଧିକର କର୍ମୀ ରାଧାକାନ୍ତ ତ୍ରିପାଠୀଙ୍କ ଏକ…
ଘର ଭାଙ୍ଗୁଥିବାବେଳେ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ, ଚାପି ହୋଇଗଲେ
ବାଲିଗୁଡ଼ା,୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ତୁମୁଡ଼ିବନ୍ଧର ରାମପୁର ଛକରେ ଘର କାନ୍ଥ ପଡ଼ି କିରିକୁଟି ଗ୍ରାମର ଶ୍ରମିକ ମାନେଶ୍ୱର ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…
ଓଡ଼ିଶାରେ ପହଞ୍ଚିଲା ଡବଲ ଡେକର ବସ୍, ଏଥିରେ ରହିଛି ଏସବୁ ସୁବିଧା
ବ୍ରହ୍ମପୁର,୨ା୧: ଡବଲ ଡେକର ଇଲେକ୍ଟ୍ରିକ୍ ବସ୍ ମହାରାଷ୍ଟ୍ରରୁ ଆସି ଗୁରୁବାର ବ୍ରହ୍ମପୁରରେ ପହଞ୍ଚିଛି। ଏହି ଡବଲ ଡେକରର ଡିଜାଇନରେ ଓଡିଶାର କଳା ଏବଂ ସଂସ୍କୃତି ରହିଛି। ଏହାଦ୍ୱାରା ଟ୍ବିନ୍ ସିଟି ଏବଂ ପୁରୀରେ ଅଧିକ ଆରାମଦାୟକ ଯାତ୍ରା କରିବାକୁ ସକ୍ଷମ ହେବେ…
ଶୀତରେ ଥରୁଛି ଜି.ଉଦୟଗିରି ସହର, ସର୍ବନିମ୍ନ ତାପମାତ୍ରା ରହିଛି…
ଜି.ଉଦୟଗିରି,୨ା୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି.ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଚିହ୍ନଟ ହୋଇଛି। ପ୍ରବଳ ଶୀତରେ ଥରୁଛି ସହର। ଗୁରୁବାର ଜି.ଉଦୟଗିରି ସହରର ସର୍ବନିମ୍ନ ତାପମାତ୍ରା ୪.୮ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ବୋଲି ଜି.ଉଦୟଗିରି କୃଷି ଗବେଷଣା କେନ୍ଦ୍ର…

