ଆମ ଜିଲା ଖବର

ଟ୍ୟାଙ୍କର ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ବାନେର ଛକ ନିକଟରେ ଗତ ୨୯ ତାରିଖରେ ଜଣେ ବାଇକ୍‌ଆରୋହୀଙ୍କୁ ଟ୍ୟାଙ୍କର ଧକ୍କା ଦେଇଥିଲା। ଏଥିରେ ବାଇକ୍‌ଆରୋହୀ ଜଣକ ଗୁରୁତର ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ରାୟପୁରର ଏକ ଘରୋଇ…

ସମ୍ବଲପୁରରେ ଆରମ୍ଭ ହେଲା ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା, ପ୍ରବଳ ଉତ୍ତେଜନା

ସମ୍ବଲପୁର,୨ା୧(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗର ନିଗମ ପକ୍ଷରୁ ସହରରେ ପୁନର୍ବାର ଆରମ୍ଭ ହୋଇଛି ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା। ଗୁରୁବାର ସକାଳ ୬ଟାରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୂତାପଡ଼ା ଛକରୁ ଧନକଉଡ଼ା ପର୍ଯ୍ୟନ୍ତ ଚାଲିଥିବା ଜବରଦଖଲ ଭୟରେ ମୋତିଝରଣ ଛକରେ ଉଚ୍ଛେଦକାରୀ…

ଦୁର୍ଦ୍ଦିନରେ ମେଷ ପାଳକ, ମିଳୁନି ସରକାରୀ ପ୍ରୋତ୍ସାହନ

ମହାକାଳପଡ଼ା,୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ):ଗୃହପାଳିତ ପ୍ରାଣୀ ଛେଳି, ମେଣ୍ଢା, କୁକୁଡ଼ା, ଘୁଷୁରି, ଗାଈ ଫାର୍ମ ନିର୍ମାଣ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଅର୍ଥ ବ୍ୟୟବରାଦ କରୁଛନ୍ତି। ହେଲେ ଗଁାର ଗରିବ ମେଷ ପାଳକଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ। ଧାର ଉଦ୍ଧାର କରି…

ରାସ୍ତାକଡ଼ରେ ପଡିଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ: ଝୁଣିଖାଉଛି କାଉ

ପୁରୁଷୋତ୍ତମପୁର,୨।୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର ଦାମୋଦରପୁର ଗ୍ରାମ ନିକଟସ୍ଥ ରାସ୍ତାକଡରେ ଥିବା ଏକ ପଡିଆରେ ନବଜାତ ଶିଶୁକନ୍ୟାର ମୃତଦେହ ପଡ଼ିଥିବାବେଳେ ଏହାକୁ କାଉ ଖୁମ୍ପି ଖାଉଥିବାର ଏକ ହୃଦୟବିଦାରକ ଭଳି ଘଟଣା ଗୁରବାର ସକାଳେ…

୪ ଦଶନ୍ଧି ପରେ ପୂରଣ ହେବ ସ୍ବପ୍ନ! ବ୍ରାହ୍ମଣୀଗାଁରେ ବ୍ଲକ ସ୍ଥାପନ ହେବା ଆଶା ବୃଦ୍ଧି

ଦାରିଙ୍ଗବାଡି, ୨।୧ (ଅରୁଣ ସାହୁ):ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ସରକାର ଗଠନ କରିଛି। ସରକାରଙ୍କ ନୂଆ ନୂଆ ଯୋଜନା ପ୍ରସ୍ତୁତି ହେଉଛି, ଯାହାକି ଗରୀବ ଶ୍ରେଣୀର ଲୋକଙ୍କ ପାଇଁ ଅନେକ ଫାଇଦା ଦେବ। ନୂଆ ସରକାରଙ୍କ ଉପରେ ଲୋକଙ୍କ ଆସ୍ଥା ପ୍ରକଟ…

ଜଙ୍ଗଲ ନ କାଟିବାକୁ କମ୍ପାନୀ ଅଧିକାରୀଙ୍କ ଗୋଡ଼ ଧରିଲେ ଦିଲୀପ

ଛେଣ୍ଡିପଦା,୨ା୧ (ଅଜିତ ଧଳ):ଜଙ୍ଗଲ ବିଭାଗକୁ ଜୀବନ ବିଭାଗ ନାମରେ ନାମିତ କରିବା ଏବଂ ଜଙ୍ଗଲ କଟା ନ ଯିବା ଦାବିରେ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଉଦୟପୁର ଅଞ୍ଚଳର ଦିଲୀପ କୁମାର ସାହୁ ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ସଂରକ୍ଷିତ ଜଙ୍ଗଲରେ…

ଖସିଲା ପାରଦ, ବଢ଼ିଲା ଶୀତ:୧୦ ଡିଗ୍ରୀ ତଳେ ପାରଦ

ଦାରିଙ୍ଗବାଡି,୨।୧(ଅରୁଣ ସାହୁ): ପୁଣି ବାହୁଡ଼ିଲା ଶୀତ। ଲଘୁଚାପ ଜନିତ ବର୍ଷା କିଛିଦିନ ଲାଗିରହିଥିଲା। ଫଳରେ ଦିନରେ କୋହଲା ପାଗ ସହ ରାତିରେ ତାପମାତ୍ରା ବୃଦ୍ଧି ପାଇ ୧୮ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଯାଇଥିଲା। ପୁଣି ଏବେ ପାଗ ଶୁଖିଲା ରହିବା ସହ…

ଅନ୍ତେବାସୀଙ୍କ ଗହଣରେ ନବବର୍ଷ ପାଳିଲେ ଜିଲାପାଳ: ପାଠ ପଢ଼ି ଭଲ ମଣିଷ ହେବାକୁ ଆହ୍ବାନ

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ):ନୂଆ ଆଶା ଓ ଅଭିଳାଷକୁ ନେଇ ସୁନେଲି ସ୍ବପ୍ନ ଦେଖୁଥିବା ଶିଶୁ ଯତ୍ନ ଅନୁଷ୍ଠାନର କୁନି କୁନି ଶିଶୁମାନଙ୍କ ସହିତ ବୁଧବାର ନବବର୍ଷ ପାଳନ କରିଛନ୍ତି କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ ଓ ଅନ୍ୟ ଜିଲା ଅଧିକାରୀ।…

କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଭେଟି: ନିୟମିତ ହେଲେ ୯୨୯ ଶିକ୍ଷୟିତ୍ରୀଶିକ୍ଷକ

ଭବାନୀପାଟଣା, ୨ା୧(ଉତ୍ତମ କୁମାର ଦାଶ):ପ୍ରାଥମିକ ଶିକ୍ଷାକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ କରି କୋମଳମତି ପିଲାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ୨୦୧୮ରେ ସରକାର କଳାହାଣ୍ଡି ଜିଲାରେ ୧୦୧୬ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ। ଏହା ଦ୍ୱାରା ଗ୍ରାମାଞ୍ଚଳରେ ଶିକ୍ଷାଦାନର ସଫଳ ରୂପାୟନ…

ବାସହୀନଙ୍କ ଆଶୀର୍ବାଦ ନେଲେ କଂସ ଅଭିନେତା

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସର୍ଲା ଗ୍ରାମର ଭୁବନେଶ୍ୱର ପ୍ରଧାନ ଏଥର କଂସ ଅଭିନୟ କରିବେ। ତେବେ ଧନୁଯାତ୍ରାକୁ ଆଉମାତ୍ର ୨ଦିନ ବାକି ରହି ଥିବାବେଳେ ବୁଧବାର ପୂର୍ବାହ୍ନ ପ୍ରାୟ ୧୦ଟାରେ କଂସ ଅଭିନେତା ଭୁବନେଶ୍ୱର ସସ୍ତ୍ରୀକ…

ଆସୁଛି ଧନୁଯାତ୍ରା, ଚଳଚଞ୍ଚଳ ବରଗଡ଼

ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩ତାରିଖ ଶୁକ୍ରବାର ଦିନରୁ ଏହି ମହୋତ୍ସବ ଆରମ୍ଭ ହୋଇ ୧୩ତାରିଖ ପର୍ଯ୍ୟନ୍ତ ଚାଲିବ। ଶୁକ୍ରବାର ଦିନ ୨ଟାରେ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ସାଂସ୍କୃତିକ ଶୋଭାଯାତ୍ରା…

ସ୍କୁଟିକୁ ପିଟିଲା ବାଇକ୍‌, ୩ ଗୁରୁତର

ମୋହନା ୧ା୧(ମନ୍ମଥ ମିଶ୍ର)- ଗଜପତି ଜିଲା ମୋହନାସ୍ଥିତ କଣ୍ଟେଇକୋଳି ଗାଁ ନିକଟରେ ବୁଧବାର ସ୍କୁଟି ସହ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଗୌରୀ ଶବର (୨୧) ଓ ଅପସରା ଶବର(୧୫) ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?