ଆମ ଜିଲା ଖବର

ଆଇଡି ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ୨ ମାଓବାଦୀଙ୍କୁ ବାନ୍ଧିଲା ସୁକ୍‌ମା ପୋଲିସ

ମାଲକାନଗିରି,୧ା୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ମାଓବାଦୀଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋଡି ମୁକା ଓ ସୋଡି ଭୀମା। ସୂଚନାଯୋଗ୍ୟ, କୁନ୍ଦେଡ ଗ୍ରାମ ନିକଟରେ ମାଓବାଦୀମାନେ ଥିବା ଖବର ପାଇ ଜଗରଗୁଣ୍ଡା ଥାନା ୧୬୫ ସିଆର୍‌ପିଏଫ୍‌ ବାହିନୀର…

ଯୁଗ୍ମ ନିର୍ଦ୍ଦେଶକ ଭାବେ ପଦୋନ୍ନତି ପାଇଲେ କେନ୍ଦୁଝର ମାଟିର ପୁଅ ସଞ୍ଜୀବ କୁମାର

କେନ୍ଦୁଝର,୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ମାଟିର ପୁଅ ତଥା ସଫଳତାପୂର୍ବକ କେନ୍ଦୁଝର ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବେ ଦୀର୍ଘ ବର୍ଷ ଦାୟିତ୍ୱ ସମ୍ପନ୍ନ କରିଥିବା ସଞ୍ଜୀବ କୁମାର ବାରିକ ଓଡ଼ିଶା ସୂଚନା ସେବା କ୍ୟାଡରରେ ଯୁଗ୍ମ ନିର୍ଦ୍ଦେଶକ ଭାବେ…

କାର୍ଯ୍ୟରେ ଯୋଗଦାନ ପରେ ପ୍ରକଳ୍ପ ପରିଦର୍ଶନ କଲେ ପ୍ରକଳ୍ପ ପ୍ରଶାସକ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂତନ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର ବୁଧବାର କାର୍ଯ୍ୟରେ ଯୋଗଦାନ କରିବା ପରେ ତାଙ୍କୁ ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ ସମେତ ଅନ୍ୟ କର୍ମଚାରୀମାନେ ସ୍ବାଗତ…

ସ୍ବାବଲମ୍ବୀ ଲକ୍ଷ୍ୟରେ ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା

ପଞ୍ଚଲିଙ୍ଗେଶ୍ୱର,୧ା୧(ଲେଲିନ କୁମାର ଦେ): ବାଲେଶ୍ୱର ଜିଲା ଔପଦା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ପଞ୍ଚାୟତର ସନ୍ତରାଗଡ଼ିଆ ଏବଂ ଆଖପାଖ ଗ୍ରାମର ୩୦ରୁ ଊର୍ଦ୍ଧ୍ୱ ମହିଳା ବିଗତ ଦେଢ଼ବର୍ଷ ଧରି ସଭିଏଁ ପ୍ରତ୍ୟେକ ମାସ ୧ଶହ ଟଙ୍କା ଲେଖାଏ ବସୁଧା ଉତ୍ପାଦିକା ଗୋଷ୍ଠୀ ନାମରେ…

ବୀଭତ୍ସ ହତ୍ୟା: ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ, ପଣାଖୁଣ୍ଟିରେ ବଳିଦେଲେ ପିଶାଚ ଯୁବକ

ପରଜଙ୍ଗ,୧ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ଗାଁ ଚୌପାଢ଼ିରେ ଥିବା ଠାକୁରାଣୀଙ୍କ ପଣାଖୁଣ୍ଟିରେ ବଳି ଦେଇଛନ୍ତି ପିଶାଚ ଯୁବକ। ମୃତ ଯୁବକ ଜଣଙ୍କ ବସୋଇ ଗାଁର ରାକେଶ…

ବାଲିଗୁଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଭାବେ କାର୍ଯ୍ୟରେ ଯୋଗଦେଲେ ଗଦାଧର ପାତ୍ର, କହିଲେ ଜନଜାତି…

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ବାଲିଗୁଡ଼ା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ନୂଆ ପ୍ରକଳ୍ପ ପ୍ରଶାସକ ଭାବେ ଗଦାଧର ପାତ୍ର ନୂତନ ବର୍ଷ ବୁଧବାରରେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶ ପ୍ରକାରେ…

ନୂଆବର୍ଷରେ ବାବା ଆଖଣ୍ଡଳମଣିକୁ ଦର୍ଶନ କଲେ ଶ୍ରଦ୍ଧାଳୁ

ଧୂଷୁରୀ,୧ା୧(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ନୂଆବର୍ଷ ଉପଲକ୍ଷେ ଶ୍ରଦ୍ଧାଳୁମାନଙ୍କର ଭିଡ଼ ପରିଲକ୍ଷିତ ହୋଇଥିଲା। ଭୋର୍‌ ୪.୩୦ରେ ମନ୍ଦିର ପହଡ଼ ଖୋଲିବା ପରେ ପ୍ରଭୁଙ୍କ ପାଖରେ ମଙ୍ଗଳ ଆଳତି କରାଯାଇଥିଲା। ପରେ ବାଲ୍ୟଭୋଗ ସହ ଘର୍ଷଣ ଲାଗି ହୋଇଥିଲା।…

ବଜାରରେ ଜଳିଗଲା ଚଳନ୍ତା ଗାଡ଼ି

ଲୋଇସିଂହା ୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତା କନ୍ଦାଜୁରୀ ସାପ୍ତାହିକ ବଜାର ନିକଟରେ ବୁଧବାର ମଧ୍ୟାହ୍ନରେ ଏକ ଚଳନ୍ତା ଗାଡ଼ିରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି । ଯାନ୍ତ୍ରିକ ତ୍ରୁଟି ଯୋଗୁ ଗାଡ଼ିରେ ନିଆଁ…

ବିଧାୟକଙ୍କ ନବବର୍ଷ ଶୁଭେଚ୍ଛା ପୋଷ୍ଟର ଚିରିଦେଲେ ଦୁର୍ବୁତ୍ତ

ପାଟଣା,୧।୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନବବର୍ଷ ଶୁଭେଚ୍ଛା ବାର୍ତ୍ତା ସମ୍ବଳିତ ପୋଷ୍ଟର ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଲାଗିଥିଲା। ମଙ୍ଗଳବାର ରାତିରେ କେହି ଦୁର୍ବୃତ୍ତ ଚିରି ଦେଇଛନ୍ତି। ଯାହାକୁ ନେଇ ସ୍ଥାନୀୟ…

ନୂଆବର୍ଷରେ ବଡ଼ ଅଘଟଣ: ଜଳିପୋଡ଼ି ଛାରଖାର ହେଲା…

କଟକ,୧।୧: କଟକ ଜିଲା ନିଆଳି ମାଧବ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟଇଛି। ନିଆଁରେ ୧୨ ବଖରା ଘର ଜଳି ଯାଇଛି। ନିଆଳି ଥାନା ଅନ୍ତଗର୍ତ ମାଧବ ପଞ୍ଚାୟତ ପ୍ରଧାନ ସାହିରେ ୧୨ଟି ପରିବାରର ଘର ପୋଡି ପାଉଁଶ ହୋଇଯାଇଛି । ଶଟସର୍କିଟ…

ପୁରୀରେ ଅସମ୍ଭାଳ ଭିଡ଼: ଠେଲାପେଲାର ଭାଙ୍ଗିଲେ ବ୍ୟାରିକେଡ୍‌

ଭୁବନେଶ୍ୱର,୧।୧(ଅଜିତ୍ କୁମାର ମହାନ୍ତି): ନୂଆବର୍ଷରେ ପୁରୀରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି। ଲକ୍ଷାଧିକ ଭକ୍ତଙ୍କ ସମାଗମ ଯୋଗୁ ଠେଲାପେଲା ସ୍ଥିତି ସୃଷ୍ଟି ହୋଇଛି। ଲୋକେ ସିଂହଦ୍ବାର ସମ୍ମୁଖ ବ୍ୟାରିକେଡ ଭାଙ୍ଗିଛନ୍ତି । ପୋଲିସକୁ ଧକ୍କା ଦେଇ ଶ୍ରୀମନ୍ଦିରକୁ ଧସେଇ ପଶିଛନ୍ତି। ମହାପ୍ରଭୁଙ୍କ…

ନୂଆବର୍ଷରେ ଅଘଟଣ: ଦୁନିଆକୁ ଜାଣିବା ପୂର୍ବରୁ ଲିଭିଗଲା ଜୀବନ ଦୀପ

କଟକ,୧।୧: କୁନି ଝିଅ ଉପରେ ମାଡ଼ିଗଲା ହାଇୱା। ଏଭଳି ଅଭାବନୀୟ ଘଟଣା ଘଟିଛି ଯୋବ୍ରା ବ୍ୟାରେଜ ନିକଟରେ। ବାଇକ୍‌କୁ ହାଇୱା ଧକ୍କା ଦେବା ଫଳରେ ଏଭଳି ଘଟଣା ଘଟିଛି। କୁନି ଝିଅଟି ମଉସା ସହ ବାଇକେ୍‌ର ଯିବା ବେଳେ ହାଇୱା ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?