ଆମ ଜିଲା ଖବର

ମଣ୍ଡିରୁ ଉଠୁନି ଧାନ,ତାତିଲେ ଚାଷୀ

ବରଗଡ଼,୩୧।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଅସମାହିତ ହୋଇ ରହିଛି। ଚାଷୀମାନେ ମଣ୍ଡିକୁ ଧାନ ଆଣୁଥିଲେ ମଧ୍ୟ ବିଭିନ୍ନ ଆଳ ଦେଖାଇ ଚାଷୀଙ୍କ ଧାନ ଉଠାଯାଉନାହିଁ। କେତେବେଳେ ଟୋକନ କଟକଣା ତ ଆଉ କେବେ ଧାନର ଗୁଣମାନ ଆଳ କରାଯାଉଛି। ଅନ୍ୟପଟେ…

ନିମନ୍ତ୍ରିତ ଅତିଥି ହୋଇ ଆସିଛ ନୀରବରେ ବସ…ବିଧାୟିକା ଉପାସନାଙ୍କୁ ମୁହଁତୋଡ ଜବାବ ଦେଲେ ସରପଞ୍ଚ

ବ୍ରହ୍ମଗିରି,୩୧ା୧୨(ସ୍ବାଧୀନ ଚମ୍ପତ୍ତିରାୟ):ବ୍ରହ୍ମଗିରି ବ୍ଲକ୍‌ରେ ସୋମବାର ଏକ ଅପ୍ରୀତିକର ପରିସ୍ଥିତ ଦେଖିବାକୁ ମିଳିଛି, ଯାହା ବ୍ରହ୍ମଗିରିରେ ପ୍ରଥମ ଘଟଣା। ପଞ୍ଚାୟତ ସମିତି ବୈଠକରେ ଜନ ପ୍ରତିନିଧିମାନେ ୨ ଗୋଷ୍ଠୀ ପରସ୍ପର ଆକ୍ଷେପ ପ୍ରତିଆକ୍ଷେପ ଯୋଗୁ ଆରମ୍ଭରୁ ଶେଷ ଯାଏ ହୋହଲ୍ଲା ହୋଇଥିଲା। ପ୍ରକାଶଥାଉକି,…

କ୍ଲବ୍‌, ହୋଟେଲରେ ଜମିବ ମେଲୋଡି

ବ୍ରହ୍ମପୁର,୩୧ା୧୨(ସ୍ମୃତି ରଞ୍ଜନ ମହାଲିକ): ୨୦୨୪କୁ ବିଦାୟ ଦେଇ ମଙ୍ଗଳବାର ରାତି ୧୨ଟାରେ ନୂତନ ବର୍ଷ ୨୦୨୫କୁ ସ୍ବାଗତ ଜଣାଇବା ପାଇଁ ଉତ୍କଣ୍ଠା ବଢ଼ିଛି। ବ୍ରହ୍ମପୁର ମହାନଗରବାସୀ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ବେିଭିନ୍ନ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସହରରେ ଜିରୋ…

ପୁନର୍ବାର ପ୍ରତିମୂର୍ତ୍ତି ଉନ୍ମୋଚନ ଯୋଜନା ବାତିଲ

ପାରାଦୀପ,୩୧।୧୨(ଶରତ ରାଉତ):ପାରାଦୀପ ନୂଆବଜାର ଖଣ୍ଡିଆପାର୍କଠାରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଘଟଣାକୁ ନେଇ ସୋମବାର ପାରାଦୀପ ରାଜନୀତି ଉଷ୍ମ ହୋଇଛି। ସକାଳୁ ସା ପର୍ଯ୍ୟନ୍ତ ପ୍ରତିମୂର୍ତ୍ତିକୁ ପୁନର୍ବାର ଉଦ୍‌ଘାଟନ କରାଯିବ ବୋଲି ପ୍ରସ୍ତୁତି ହୋଇଥିଲା। ଏପରିକି…

ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ: କଂସ ରାଜୁତିରେ ଦୁଲୁକିବ ନଗର

ପାଟଣାଗଡ଼ ୩୧।୧୨ (ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ଗଙ୍ଗାଧର ପାର୍କ ଠାରେ ସୋମବାର ରାତିରେ ଧନୁଯାତ୍ରା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗିର ଅତିରିକ୍ତ ଜିଲାପାଳ ବିଜୟାନନ୍ଦ ସେଠୀ ଯୋଗଦେଇ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି…

ଚିକିତ୍ସା ସେବାରୁ ରାଜନୈତିକ ସଫଳତା ପାଇଛି: ଫକିର

କେନ୍ଦୁଝର ଜିଲା ତେଲକୋଇ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରଥମ ଥର ପାଇଁ ଡା. ଫକିର ମୋହନ ନାଏକ (୫୦) ବିଧାୟକ ହୋଇଛନ୍ତି। ଭାଜପା ଟିକେଟରୁ ଲଢ଼ି ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ମାଧବ ସର୍ଦ୍ଦାରଙ୍କୁ ୯, ୪୩୯ ଭୋଟରେ ପରାସ୍ତ…

ଆଗରୁ ବୁଲିଥିଲେ ଏବେ ଯିବାକୁ ପଡୁ ନ ଥାନ୍ତା: ପୂଜାରୀ

ଭୁବନେଶ୍ୱର, ୩୧ା୧୨(ସୁନିତ୍‌ ମିଶ୍ର): ଅଦିନିଆ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଚାଷ ନଷ୍ଟ ହୋଇଯାଇଛି। ଚାଷୀମାନେ ବହୁ କ୍ଷତି ସହିବା ଦେଖି ଉଭୟ ଶାସକ ଏବଂ ବିରୋଧୀ ଏବେ ଗ୍ରାଉଣ୍ଡ ଜିରୋକୁ ଧାଇଁଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସେଁପୁରରେ ଜମୁଛି ଧନୁଯାତ୍ରା ମହୋତ୍ସବ

ଭବାନୀପାଟଣା,୩୦ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସେଁପୁର ଦୁର୍ଗାମଣ୍ଡପ ପଡିଆରେ ଗୁରୁବାରଠାରୁ ଚାଲିଥିବା ଧନୁଯାତ୍ରା ମହୋତ୍ସବ ଜମିବାରେ ଲାଗିଛି। ଗ୍ରାମବାସୀଙ୍କ ସହଯୋଗରେ ଦୀର୍ଘ ୯ବର୍ଷ ହେଲା ମହୋତ୍ସବ ଆୟୋଜନ ହୋଇଆସୁଛି। କଂସ ଭୂମିକାରେ ବରଗଡ ଚିଚିଣ୍ଡାର…

ବଦଳିବ ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ : ୪୬ ପ୍ରକଳ୍ପ ଉନ୍ନତୀକରଣ ପାଇଁ ୪୪ କୋଟିର ପ୍ରସ୍ତାବ

ଭବାନୀପାଟଣା,୩୦ା୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାର ବିଭିନ୍ନ ବ୍ଲକରେ ଥିବା ମନ୍ଦିର, ପର୍ଯ୍ୟଟନୀ ସ୍ଥଳୀର ରୂପରେଖ ଖୁବ୍‌ଶୀଘ୍ର ବଦଳିବାକୁ ଯାଉଛି। ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଜିଲାରେ ଥିବା ୪୪ଟି ବିଭିନ୍ନ ଐତିହାସିକ ମନ୍ଦିର ଓ ପର୍ଯ୍ୟଟନୀ ସ୍ଥଳୀକୁ ଚୟନ କରାଯାଇ ଏହାର…

୫୦ ଟଙ୍କା ପାଇଁ ଲକ୍ଷେ ୨୦ ହଜାର ତଣ୍ଡ ଗଣିବେ ବିଦେଶୀ ମଦ ଦୋକାନୀ

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ୫୦ଟଙ୍କା ପାଇଁ ଜଣେ ମଦ ଦୋକାନୀ ଲକ୍ଷେ ୨୦ହଜାର ଟଙ୍କା ତଣ୍ଡ ଗଣିବେ। ଖାଉଟି ଅଦାଲତଙ୍କ ଦ୍ୱାରା ରବିବାର ପ୍ରକାଶ ପାଇଥିବା ଏଭଳି ରାୟ ନୂଆପଡ଼ା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ଜିଲା ସଦର ମହକୁମାସ୍ଥିତ ବିଜୁ…

କ୍ରିପ୍ଟୋ କରେନ୍ସି ନାଁରେ ୧ ଲକ୍ଷ ଠକେଇ

ବ୍ରହ୍ମପୁର,୩୦।୧୨(ସୁବାସ ଚନ୍ଦ୍ର ପାଢ଼ୀ): କ୍ରିପ୍ଟୋ କରେନ୍ସି ନାଁରେ ବ୍ରହ୍ମପୁରର ଜଣେ ଯୁବକଙ୍କଠାରୁ ଟଙ୍କା ଠକେଇ ହୋଇଛି। ସାଇବର ଠକ ପ୍ରାୟ ୧ ଲକ୍ଷ ଟଙ୍କା ଠକି ନେଇଥିବା ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି । ବ୍ରହ୍ମପୁର ହାତୀବନ୍ଧ ସାହିର ଜଣେ ଯୁବକ…

ଦିଲ୍ଲୀ ପ୍ୟାରେଡ଼ରେ ଯୋଗଦେବେ ସୁମେଶ

ଗଞ୍ଜାମ,୩୦ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ସିନିୟର୍‌ ଡିଭିଜନ ନାଭାଲ ଏନ୍‌ସିସି କ୍ୟାଡେଟ ସୁମେଶ ପଲାଇ ଦିଲ୍ଲୀ ଜନପଥରେ ଅନୁଷ୍ଠିତ ହେବାକୁ ଥିବା ୨୦୨୫ ପ୍ୟାରେଡ଼ରେ ଭାଗ ନେବା ନିମନ୍ତେ ସୋମବାର ସକାଳୁ ଭୁବନେଶ୍ୱରରୁ ବାହାରି ଦିଲ୍ଲୀ ଏନ୍‌ସିସି ମୁଖ୍ୟାଳୟରେ ପହଞ୍ଚତ୍ଛନ୍ତି। ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?