ଆମ ଜିଲା ଖବର

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମୃତ ଛାତ୍ରୀଙ୍କ ଘର ଉମରକୋଟ ବ୍ଲକର…

ସଙ୍ଗୀତ ଶିକ୍ଷାର ମହତ୍ତ୍ୱ , ସଂସ୍କାର ଗଠନରେ ଏହାର ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଭଞ୍ଜନଗର,୨୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଭଞ୍ଜନଗର ସଙ୍କୁଳ ପକ୍ଷରୁ ଆୟୋଜିତ ଦୁଇଦିନିଆ ସଙ୍ଗୀତ କର୍ମଶାଳା ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ସଙ୍କୁଳ ପ୍ରମୁଖ ପ୍ରସନ୍ନ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ସମାରୋହରେ…

ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା। ପରେ ଭଞ୍ଜନଗର ବ୍ଲକ ଛକସ୍ଥିତ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ ୩୩ କେଭି ବିଦ୍ୟୁତ ଲାଇନ୍ ସ୍ୱାଭାବିକ ଥିବାବେଳେ ୧୧ କେଭି ବିଦ୍ୟୁତ ସେବା…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ ସରକାରଙ୍କ ପକ୍ଷରୁ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ୧୪ା୭ା୨୦୨୬ରେ ଏକ ଗାଇଡଲାଇନ୍‌…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ ଏବଂ ଆଳତୀ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଶ୍ରୀଜୀଉଙ୍କୁ ସୁନା ବେଶରେ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପ୍ରତିଯୋଗିତାରେ…

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବ୍ରହ୍ମପୁରଠାରେ ଶନିବାର ଅନୁଷ୍ଠିତ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କ୍ଲଷ୍ଟରସ୍ତରୀୟ ପ୍ରତିଯୋଗିତାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସଙ୍ଗୀତ ଓ ନୃତ୍ୟରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଏହି ପ୍ରତିଯୋଗିତାର…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ ଦିନ ସମାରୋହରେ ପାଳିତ ହୋଇଯାଇଛି। ବୈଦ୍ୟରାଜ ସଦାନନ୍ଦ ପୁଟେଲ ତିନି ବିଗ୍ରହଙ୍କ ଛେରାପହଁରା…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି ଦିବ୍ୟ ବେଶରେ ଦର୍ଶନ କରି ସହରର ଶ୍ରଦ୍ଧାଳୁମାନେ ଭାବବିହ୍ୱଳ ହୋଇପଡ଼ିଥିଲେ। ଶନିବାର ମଧ୍ୟାହ୍ନରେ…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ ଶନିବାର ସାରେ ମହଣ ମହଣ ସୁନା ଓ ରୂପା ଅଳଙ୍କାରରେ ସୁସଜ୍ଜିତ ହୋଇ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଛି ଶ୍ରୀକ୍ଷେତ୍ରକୁ। ଏନେଇ ରାସ୍ତାରେ ଅସମ୍ଭାଳ…

ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଟଣା ହେଲା ରଥ, ସହସ୍ରାଧିକ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୨୫ା୭(ଅଶେଷ ନାଥ ମିଶ୍ର): ପୂର୍ବ ପ୍ରଚଳିତ ପରମ୍ପରା ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଅର୍ଥାତ୍ ଆଷାଢ଼ ଶୁକ୍ଳ ହରିଶୟନ ଏକାଦଶୀ ତିଥିରେ ଶନିବାର ମହାପ୍ରଭୁଙ୍କ ରଥଟଣା ଅନୁଷ୍ଠିତ ହୋଇଯାଇଛି। ପୁରୀର ପବିତ୍ର ଗୁଣ୍ଡିଚା ଯାତ୍ରା ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?