ଆମ ଜିଲା ଖବର

ଯାତ୍ରାରେ ଅଶ୍ଳୀଳ ନୃତ୍ୟ: ସାହୁ ଭାଉଜଙ୍କ ବିରୋଧରେ ପୋଲିସ ରୁଜୁ କଲା ମାମଲା

ମାଲକାନଗିରି, ୩୦ା୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦର ବ୍ଲକ କତାମେଟାରେ ଶନିବାର ଶ୍ରୀକ୍ଷେତ୍ର ଅପେରା ଯାତ୍ରା କରୁଥିବା ବେଳେ ଜଣେ ତରୁଣୀଙ୍କ ଅଶ୍ଳୀଳ ନୃତ୍ୟକୁ ଆଧାରକରି ତାଙ୍କ ନାମରେ ମାଲକାନଗିରି ପୋଲିସ ନିଜ ଆଡୁ ମାମଲା ନଂ(୭୨୧/୨୪)ରୁଜୁ କରିଛି। ସେହିପରି ବିଜେଡି…

ବିକ୍ରି ହୋଇପାରୁନି ଧାନ, ପାଠପଢା ଛାଡ଼ି ଧାରଣାରେ ବସିଲେ ମାଟ୍ରିକ ଛାତ୍ର

ବରଗଡ଼,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ କୃଷିପ୍ରଧାନ ଜିଲା। କୃଷି ହିଁ ଜିଲାବାସୀଙ୍କ ଜୀବନ ଜୀବିକା। କୃଷିକ୍ଷେତ୍ରରେ ବାଧା ଉପୁଜିଲେ ଜିଲାବାସୀଙ୍କ ଜନଜୀବନ ମଧ୍ୟ ପ୍ରଭାବିତ ହୋଇଥାଏ। ଏଭଳି ଏକ ନିଚ୍ଛକ ଦୃଶ୍ୟ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ଦେଖିବାକୁ ମିଳିଛି। ସୋହେଲା…

ଟ୍ରଲର ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୩୦।୧୨( ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ନିକଟରେ ଏକ (ଓଡି-ଜିର-୯-ଭି-୮୯୬୯)୧୬ଚିକିଆ ଟ୍ରଲର ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି।ମୃତକ ଜଣଙ୍କ ହେଲେ ତେଲେକୋଇ ବ୍ଲକ ଅନ୍ତର୍ଗତ ରେକୁଟି ଗ୍ରାମର ବିତ୍ୟାନନ୍ଦ ଦେହୁରୀଙ୍କ…

ଦିଲ୍ଲୀ ସାଧାରଣତନ୍ତ୍ର ଦିବସରେ ଅଭିନୟ ପାଇଁ ମନୋନୀତ ହେଲେ ବୃନ୍ଦାବନ ସାଂକୃତିକ ଅନୁଷ୍ଠାନର କଳାକାର

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଷାଠିଏ ଜଣ କଳାକାର କେନ୍ଦ୍ର ସଂସ୍କୃତି ବିଭାଗ ଓ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ସାଧାରଣ ତନ୍ତ୍ର ଦିବସରେ କର୍ତ୍ତବ୍ୟ ପଥ…

କିଶାନ ମଜଦୂର ସଭା ପକ୍ଷରୁ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କୁ ଦେଲେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ସର୍ବ ଭାରତୀୟ କୃଷକ ଓ କୃଷି ସଙ୍ଗଠନ ଅଖିଳ ଭାରତ କିଶାନ ମଜଦୂର ସଭା(ଏଆଇକେଏମ୍‌ଏସ୍‌) ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଫସଲ କ୍ଷତିପୂରଣ ଦାବିରେ ରବିବାର ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ତହସିଲଦାର ଅନୀତା…

ଜାନୁଆରୀ ୭ରେ ହେବ ପ୍ରସିଦ୍ଧ ଶୁଲିଆ ଯାତ୍ରା

ବଲାଙ୍ଗୀର,୩୦।୧୨(ସୁନିଲ କୁମାର ମହାନ୍ତି): ଜାନୁୟାରୀ ୭ ତାରିଖ ଦିନ ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକସ୍ଥିତ ଖଇରଗୁଡା ଗାଁ ପ୍ରସିଦ୍ଧ ବଡଖଳା ଠାରେ ପାରମ୍ପରିକ ରୀତିନୀତିରେ ଶୁଲିଆ ଯାତ୍ରା ଅନୁଷ୍ଠିତ ହେବ। ସୋମବାର ଏସଂକ୍ରାନ୍ତରେ ଜିଲା…

ମଦ ବିକ୍ରି ସମ୍ପୂର୍ଣ ବନ୍ଦ କରିବାକୁ ଅଣ୍ଟାଭିଡ଼ିଲେ ମହିଳା, ଜିଲା ପ୍ରଶାସନକୁ ଦେଲେ ଅଭିଯୋଗ ପତ୍ର

କୋରାପୁଟ,୩୦।୧୨(ଅମିତାଭ ବେହେରା ): କୋରାପୁଟ ଜିଲାର ଜୟପୁର ବ୍ଲକର ଟାଙ୍କୁଆ ପଞ୍ଚାୟତରେ ସମ୍ପୂର୍ଣ ମଦ ବନ୍ଦ କରିବା ପାଇଁ ଅଣ୍ଟା ଭିଡିଛନ୍ତି ମହିଳା। ସୋମବାର ଜିଲାସ୍ତରୀୟ ଅଭିଯୋଗ ଶୁଣାଣିକୁ ଆସିଥିବା ସ୍ବୟଂ ସହାୟକ ଦଳର ମହିଳାମାନେ ଆରକ୍ଷୀ ଅଧିକ୍ଷକଙ୍କୁ ଘେରି ନିବେଦନ…

ବାଘଛାଲ ବିକ୍ରି ପାଇଁ ଚାଲିଥିଲା ଡିଲ୍‌ ମାଡ଼ିବସିଲେ….

ହେଉଥିବା ବେଳେ ମାଡ଼ି ବସିଲେ ପୋଲିସ ଓ ବନ କର୍ମ ଚାରି: ୨ଗିରଫ॥ ପାଟଣା,୩୦।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହରପଡ଼ା ସେକ୍ସନ ଓସ୍ତଯୋଡ଼ି ରାସ୍ତାରେ ସୋମବାର ପୂର୍ବାହ୍ନରେ ଏକ କଲାରା ପତରିଆ ବାଘଛାଲ ବିକ୍ରିପାଇଁ ଡିଲ ଚାଲିଥିବା ବେଳେ…

ନନ୍ଦନକାନନରେ କାଲି ଖୁସି, ଆଜି ଦୁଃଖ: ଆଖି ବୁଜିଲା ସିମ୍ପାଞ୍ଜି

ଭୁବନେଶ୍ୱର,୩୦।୧୨: ବାରଙ୍ଗସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରୁ ସୋମବାର ଏକ ଦୁଃଖଦ ଘଟଣା ସାମ୍‌ନାକୁ ଆସିଛି। ବୟସାଧିକ କାରଣରୁ ଜୁଲୁ ନାମକ ସିମ୍ପାଞ୍ଜିର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ଜୁଲୁକୁ ୩୬ ବର୍ଷ ହୋଇଥିଲା। ୧୯୮୮ରେ ସିଙ୍ଗାପୁରରେ ଜୁଲୁ ଜନ୍ମ ନେଇଥିଲା। ୧୯୯୪ରେ…

ନିର୍ବାଚନ ପରେ ପ୍ରଥମ ଥର ହିଞ୍ଜିଳି ଗସ୍ତରେ ନବୀନ: ଫସଲ ହାନି ନେଇ ଚାଷୀଙ୍କ ସହ କଲେ ଆଲୋଚନା

ହିଞ୍ଜିଳିକାଟୁ,୩୦।୧୨(ଦ୍ବିତୀକୃଷ୍ଣ ପଣ୍ଡା): ରାଜ୍ୟ ବିରୋଧୀ ଦଳ ନେତା ତଥା ହିଞ୍ଜିଳି ବିଧାୟକ ନବୀନ ପଟ୍ଟନାୟକ ସୋମବାର ନିଜ ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ସାଧାରଣ ନିର୍ବାଚନ ପରେ ନବୀନ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲା ତଥା ହିଞ୍ଜିଳି ଗସ୍ତ କରିଛନ୍ତି। ଗସ୍ତ…

ପୁଣି ତେଜିଲା ପ୍ରାଥମିକ କୃଷି ସମବାୟ ସମିତି କର୍ମଚାରୀଙ୍କ ଆନ୍ଦୋଳନ

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆସିକା କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନରେ କାର୍ଯ୍ୟରତ ପ୍ରାଥମିକ କୃଷି ସମବାୟ ସମିତି କର୍ମଚାରୀ ବିଭିନ୍ନ ଦାବି ନେଇ ସୋମବାର ବିକ୍ଷୋଭ ପ୍ରଦର୍ଶନ କରି ଧାରଣାରେ ବସିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ, ଗ୍ରାମାଞ୍ଚଳର ତୃଣମୂଳସ୍ତରରେ ଲୋକଙ୍କ…

ରାସ୍ତାରେ ହାଇଓ୍ବାର ବ୍ରେକ୍‌ ଫେଲ୍‌, ଉପସ୍ଥିତି ବୁଦ୍ଧି ଖଟାଇଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): ବାଲି ବୋଝେଇ ଏକ ହାଇଓ୍ବା ରାଜପଥ ଉପରେ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଯାଇଛି। ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ବଡ଼ ଧରଣର ବିପଦ ଟଳି ଯାଇଛି। ପ୍ରକାଶ ଯେ, ୫୯ ନଂ ଜାତୀୟ ରାଜପଥରେ ବାଲିଗୁଡ଼ାରୁ ହାଇଓ୍ବା ନଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?