ଆମ ଜିଲା ଖବର

ମନ୍ଥରଗତିରେ ଚାଲିଛି ଅଞ୍ଚଳର ବିକାଶ କାର୍ଯ୍ୟ, ଏକାଠି ହୋଇ କାର୍ଯ୍ୟ କରିବାକୁ ପରାମର୍ଶ

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହଠାରେ ସମିତିର ନବମ ଅଧିବେଶନ ବୈଠକ ସମିତିର ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବୈଠକ ଆରମ୍ଭ ପୂର୍ବରୁ ବୈଠକ ସମ୍ପର୍କରେ ବିଡିଓ ପ୍ରୀତିରଞ୍ଜନ ରଥ…

ପରିସ୍ରା କରିବାକୁ ଉଠିଥିଲେ ଯୁବକ, ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ

କେନ୍ଦୁଝର,୩୦ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ଲୋକେ ଭୟ ଓ ଆତଙ୍କିତ ହୋଇପଡ଼ିଛନ୍ତି। ରବିବାର ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ରେଭେନ୍ସାପୁର (ଖ) ନିକଟ ଚମକପୂର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…

ଚାନ୍ଦିପୋଷ ସଡ଼କ ଦୁର୍ଘଟଣା ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି

ବଣାଇଁ,୩୦ା୧୨: ସୁନ୍ଦରଗଡ଼ ଜିଲା ଦେଇ ଯାଇଥିବା ୧୪୩ ନମ୍ବର ଜାତୀୟ ରାଜପଥର ଚାନ୍ଦିପୋଷ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ୪ ଜଣଙ୍କ ମଧ୍ୟରୁ ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ଗତକାଲି ମୃତ୍ୟୁସଂଖ୍ୟା ଦୁଇ ଥିବାବେଳେ ଆଜି ପୁଣି ଜଣଙ୍କର ମୃତ୍ୟୁ…

ବୀମା କ୍ଷତି ପଞ୍ଜୀକରଣ ଲାଗି ଅବଧି ବଢ଼ାଇଲେ ସରକାର, ଏହି ଦିନ ପର୍ଯ୍ୟନ୍ତ କରିପାରିବେ ଆବେଦନ

ଛତ୍ରପୁର,୩୦ା୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଚାଷୀମାନଙ୍କର ଫସଲ କ୍ଷୟକ୍ଷତି ହୋଇଛି। ଯେଉଁ ଚାଷୀଗଣ ବୀମାଭୁକ୍ତ ଓ ପ୍ରିମିୟମ ରାଶି ପ୍ରଦାନ କରିଛନ୍ତି ସେମାନେ ୨୯ ତାରିଖ ସୁଦ୍ଧା ପଞ୍ଜୀକରଣ କରିବାକୁ ଦିନ ଧାର୍ଯ୍ୟ ହୋଇଥିଲା। ବହୁ ଚାଷୀ…

ଉତ୍ପାତ ମଚାଉଛି ନରହନ୍ତା ଦନ୍ତା

ବଣାଇଁ,୩୦।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ବାଙ୍କୀ ରେଞ୍ଜ ଅଞ୍ଚଳରେ ଘୁରି ବୁଲୁଛି ରେଡିଓକଲାର ଲାଗିଥିବା ନରହନ୍ତା ଦନ୍ତା। ଦୁଇଦିନ ତଳେ ବଣାଇଁ ବନଖଣ୍ଡର ବରସୁଆଁ ରେଞ୍ଜରେ ଥିବା ଦନ୍ତା ରବିବାର କେ.ବଲାଙ୍ଗ ସେକ୍ସନର କରେଇଚୁଆଁ ଗାଁରେ ପଶି ତାଣ୍ଡବ…

ଖାଲି ଧାନ ନୁହେଁ, ପନିପରିବା ଚାଷ ବି ହୋଇଛି କ୍ଷତି : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩୦।୧୨: ଗ୍ରାଉଣ୍ଡ ଜିରୋରୁ ଅଦିନିଆ ବର୍ଷାରେ ନଷ୍ଟ ହୋଇଥିବା ଧାନ ଫସଲର କ୍ଷୟକ୍ଷତି ଅନୁଧ୍ୟାନ ପରେ ସୋମବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇ ଧାନ ବ୍ୟତିତ ପନିପରିବା, କପା ଓ ଚିନାବାଦାମ ଚାଷ ମଧ୍ୟ କ୍ଷତି ହୋଇଥିବା…

ଅଭିଯୋଗ ଶୁଣାଣିରେ ଗଣ୍ଡଗୋଳ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀଯନ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ତିହିଡ଼ି,୩୦ା୧୨(ସଞ୍ଜିତ ବଳ): ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀଯନ୍ତ୍ରୀଙ୍କୁ ଭଦ୍ରକ ଜିଲା ତିହିଡ଼ିର ଦହପାଣିଆ ଗ୍ରାମବାସୀ ସୋମବାର ଘେରାଉ କରିଛନ୍ତି। ରାସ୍ତାର ଶୋଚନୀୟ ଅବସ୍ଥା ପ୍ରତିବାଦରେ ସେମାନେ ପାଟିତୁଣ୍ଡ କରିବା ସହ ଏହି ପଦକ୍ଷେପ ନେଇଥିବା ଜଣାଯାଇଛି। ତିହିଡ଼ି ପଞ୍ଚାୟତ ସମିତି ସଭାଗୃହରେ…

୪୪ ବର୍ଷ ବିତିଥିଲେ ବି ପଡ଼ାବାସୀଙ୍କୁ ମିଳୁନି ସ୍ଥାୟୀ ପଟ୍ଟା, ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଦେଲେ ଧାରଣା

କର୍ଲାମୁଣ୍ଡା,୩୦ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ରେଗଡ଼ା କଲୋନୀ ପଡ଼ାବାସୀ ଧାରଣାରେ ବସିଥିବା ଦେଖିବାକୁ ମିଳିଛି। ସୂଚନା ମତେ ରେଗଡ଼ା କଲୋନୀ ପଡ଼ାବାସୀ କଲୋନୀପଡ଼ାରେ ବସବାସ କରିବାର ୪୪ବର୍ଷ ବିତିଯାଇଥିଲେ ମଧ୍ୟ ଏମାନେ ସ୍ଥାୟୀ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଫେବୃଆରୀରୁ ରାଜ୍ୟରେ ଆୟୁଷ୍ମାନ ଭାରତ

ଭୁବନେଶ୍ୱର,୩୦।୧୨: ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ରାଜ୍ୟବାସୀଙ୍କ ପାଇଁ ଏକ ବଡ଼ ବୟାନ ଦେଇଛନ୍ତି। ୨୦୨୫ ଫେବୃଆରୀ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମଧ୍ୟ ଲାଗୁ…

ନିଆରା ସଡ଼କ ସୁରକ୍ଷା ସଚେତନ: ଗୋଲାପ ଫୁଲ ଦେଇ ଗାଡ଼ିଚାଳକଙ୍କୁ କଲେ ସ୍ବାଗତ

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ପ୍ରାୟ ସମୟରେ ଛୋଟ ବଡ଼ ଦୁର୍ଘଟଣା ଦେଖାଯିବା ସହ ଅନେକ ଲୋକଙ୍କ ଅକାରଣରେ ଜୀବନ ଚାଲିଯାଉଛି। ଦ୍ରୁତଗତିରେ ଗାଡ଼ିଚାଳନା, ହେଲମେଟ୍‌ ଓ ସିଟ୍‌ ବେଲ୍ଟ…

ମଣ୍ଡିରୁ ଉଠୁନି ଧାନ, ଜିଲାପାଳଙ୍କ ଅଫିସ ଆଗରେ ଚାଷୀଙ୍କ ଧାରଣା

ବରଗଡ଼,୩୦ା୧୨(ପ୍ରେମାନନ୍ଦ ଖମାରୀ: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୫ସପ୍ତାହରୁ ଅଧିକ ସମୟ ବିତି ଯାଇଛି। କିନ୍ତୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଦେଖାଯାଇଥିବା ସମସ୍ୟା ଅସମାହିତ ହୋଇ ରହିଯାଇଛି। ଚାଷୀମାନେ ବିକ୍ରି ପାଇଁ ମଣ୍ଡିକୁ ଧାନ ଆଣୁଛନ୍ତି। କିନ୍ତୁ ମଣ୍ଡିରୁ…

ଯୁବକଙ୍କୁ ମାରି ବ୍ରିଜ୍‌ ଉପରେ ଫିଙ୍ଗିଦେଲେ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ବଲାଙ୍ଗୀର,୩୦ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର- ସମ୍ବଲପୁର ୨୬ ନମ୍ବର ଜାତୀୟ ରାଜପଥ ସତ୍ୟନାରାୟଣପଡ଼ା ଲକ୍ଷ୍ମୀ ଜୋର ବ୍ରିଜ୍‌ ଉପରୁ ଜଣେ ଯୁବକଙ୍କ ମୃତଦେହକୁ ଟାଉନ ଥାନା ପୋଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ସ୍ଥାନୀୟ ଗେଟସରୋବରପଡ଼ାର ଚିଣ୍ଟୁ କରଣ (୨୬)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?