ଲାଞ୍ଜିଗଡ ଠାରେ ବ୍ଲକ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ପ୍ରସ୍ତୁତି: ସହଯୋଗ କାମନା କଲେ ବିଡିଓ
ଲାଞ୍ଜିଗଡ,୨୭।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ପଞ୍ଚାୟତ ସମିତି ସଭାଗୃହଠାରେ ଲାଞ୍ଜିଗଡ ବଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ପାଇଁ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । କଳା ସଂସ୍କୃତି ଐତିହ…
ମୃତ ଚାଷୀଙ୍କ ପରିବାରଙ୍କୁ ୧ ଲକ୍ଷ ଟଙ୍କା ସହାୟତା ଦେଲେ ଅଭିନେତ୍ରୀ ରାଣୀ ପଣ୍ଡା
ସାକ୍ଷୀଗୋପାଳ,୨୭।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ୪ଦିନ ତଳେ ମତ୍ୟୁବରଣ କରିଥିବା ସ୍ଥାନୀୟ ଡୁଙ୍ଗର ଗ୍ରାମର ମୃତ ଚାଷୀ ପୂର୍ଣଚନ୍ଦ୍ର ଦଳେଇଙ୍କ ପରିବାର ଲୋକଙ୍କୁ ଅଭିନେତ୍ରୀ ରାଣୀ ପଣ୍ଡା ଶୁକ୍ରବାର ଆର୍ଥିକ ସହାୟତାର ଯୋଗାଇ ଦେଇଛନ୍ତି। ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବା…
ମନମୋହନଙ୍କ ବିୟୋଗରେ କଂଗ୍ରେସର ଶୋକ
କେନ୍ଦୁଝର,୨୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଗୁରୁବାର ରାତିରେ ନୂଆଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମନମୋହନଙ୍କ ବିୟୋଗରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପ୍ରକାଶ କରାଯାଇଛି।…
୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ
ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ ବଣ୍ଟନ କରାଯାଇଛି। ମନ୍ତ୍ରୀଙ୍କୁ ଜିଲା ଦାୟିତ୍ୱ ମିଳିବା ପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…
ବସୁଧା ଯୋଜନାରେ ଚାଲିଥିବା ପାଇପ୍ ଲାଇନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ
ଗଞ୍ଜାମ,୨୭ା୧୨(ବିଦ୍ୟାଧର ସାହୁ): ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ବସୁଧା ଯୋଜନାରେ ସହରର ବିଭିନ୍ନ ଓ୍ବାର୍ଡରେ ରାସ୍ତା ଖୋଳା ଯାଇ ପାଇପ୍ ଲାଇନ କାମ ଚାଲିଛି l ଉକ୍ତ ପାଇପ୍ ଲାଇନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ଜେସିବି ସାହାଯ୍ୟରେ…
ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ ୨ଜଣକୁ ଗିରଫ କରିଛି। ଅଭିଯୁକ୍ତ ଜଣେ ହେଲେ ଆଶିଷ ସିଂ ଏବଂ ଅନ୍ୟ ଜଣେ…
କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ହେବ ଯାଞ୍ଚ: କଟକ ଜିଲାପାଳ
କଟକ,୨୭।୧୨: କଟକ ଧବଳେଶ୍ୱର ସରକାରୀ ଜମି ବିକ୍ରିର ଯାଞ୍ଚ ହେବ ବୋଲି ଶୁକ୍ରବାର କଟକ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏପରିକି ଘଟଣାସ୍ଥଳକୁ ଅଧିକାରୀ ଯାଇ ଯାଞ୍ଚ କରିବେ ବୋଲି ସେ କହିଛନ୍ତି। ଯଦି କୌଣସି…
ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି ପୋଡିଦେଲେ ଦୁର୍ବୃତ୍ତ
ଫୁଲବାଣୀ, ୨୭ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସର୍କିଟ ହାଉସରେ ଫୁଲବାଣୀ ବିଧାୟକଙ୍କ ଗାଡି.େରେକେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଘଟଣାର ପ୍ରକୃତ କାରଣ ଜଣା ପଡିନାହିଁ । କିଏ ଏବଂ କେଉଁ ପରିସ୍ଥିତିରେ ଏପରି କଲା ପୋଲିିସ ତାହାର ତନାଘନା…
ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ…
ଶଙ୍ଖ ଭବନରେ ନେତ୍ରୀ ହାତାହାତି ପରେ, ଆସିକାରେ ବିଜେଡି ଦୁଇ ଫାଳ ପ୍ରତିଷ୍ଠା ଦିବସରେ.. ଭୁବନେଶ୍ୱର,୨୭।୧୨: ଗଞ୍ଜାମ ଜିଲା ଆସିକାରେ ବିଜେଡି ଦୁଇ ଫାଳ । ଗୁରୁବାର ବିଜେଡିର ୨୮ ତମ ପ୍ରତିଷ୍ଠା ଦିବସ ଥିବାବେଳେ ଆସିକା ନିର୍ବାଚନମଣ୍ଡଳୀରେ ପୃଥକ ପୃଥକ…
ଚଳନ୍ତା ଟ୍ରେନ୍ରୁ ଖସିପଡ଼ିଲେ ମା’-ପୁଅ, ଆଉ ତା’ ପରେ…
ଢେଙ୍କାନାଳ,୨୭ା୧୨(ରତନ ନାୟାର): ଢେଙ୍କାନାଳ ଓଡ଼ାପଡ଼ା ବ୍ଲକ ଦାଣ୍ଡିମାଳ ଷ୍ଟେଶନ ନିକଟରେ ଶୁକ୍ରବାର ଚଳନ୍ତା ଟ୍ରେନରୁ ଖସିପଡ଼ି ମା-ପୁଅ ଗୁରୁତର ଭାବେ ଉଦ୍ଧାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ୮ଟା ୩୦ରେ ଭର୍ତ୍ତି ହୋଇଛନ୍ତି। ସୂଚନା ମୁତାବକ ସଦର ଥାନା ବାରଦା ଗ୍ରାମର…
୩୦ ଚାଷୀଙ୍କ ନିଶା ପାଲଟିଛି ଷ୍ଟ୍ରବେରୀ ଫଳାଇବା, ୨୫ ଏକର ଜମିରେ ଜାରି ରଖିଛନ୍ତି…
କୋରାପୁଟ,୨୭ା୧୨(ଅମିତାଭ ବେହେରା): କୋରାପୁଟ ଜିଲାର କୋଟିଆ ପଞ୍ଚାୟତରେ ଜିଲା ପ୍ରଶାସନର କୋରାପୁଟ ଆଇଟିଡିଏର ସହାୟତାରେ ପ୍ରଥମେ ପରୀକ୍ଷାମୂଳକ ଭାବେ ୫ ଏକର ଜମିରେ ବିଦେଶୀ ଫଳ ଷ୍ଟ୍ରବେରୀ ଚାଷ ଆରମ୍ଭ କରାଯାଇଥିଲା। ଏହାର ସଫଳତା ଅନୁକରଣ କରି ଜିଲାର ଦଶମନ୍ତପୁର ବ୍ଲକର…
ଏଫ୍ଏକ୍ୟୁ ମାନର ଧାନ କିଣାକୁ ନେଇ ଚିନ୍ତାରେ ଚାଷୀ, ମିଲର
ରାୟଗଡ଼ା,୨୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ଧାନମଣ୍ଡି ଆରମ୍ଭ ହୋଇ ୧୦ ଦିନ ବିତିଯାଇଥିଲେ ମଧ୍ୟ ସରକାର ଓ ମିଲରଙ୍କ ମଧ୍ୟରେ ଚାଲିଥିବା ଛକାପଞ୍ଝା ଯୋଗୁ ଧାନ ବିକ୍ରି କରିପାରୁନାହାନ୍ତି ଚାଷୀ। ଅନ୍ୟପଟେ ଦାଉ ସାଧୁଛି ଅଦିନିଆ ବର୍ଷା। ଗତ ୨…

