ଆମ ଜିଲା ଖବର

ବିଲରେ ଗଜାହେଲା ପାଚିଲା ଧାନ

ପଟ୍ଟାମୁଣ୍ଡାଇ,୨୭ା୧୨ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଅଞ୍ଚଳର ୨ଟି ପାଟର ପାଚିଲା ଧାନ ଏବେ ପାଣିରେ ଲୋଟିଛି। ଲଗାଣବର୍ଷା ଉଜାଡ଼ି ଦେଇଛି ଭାତହାଣ୍ଡି। ବର୍ଷାରେ ଶହ ଶହ ଏକର ଚାଷ ଜମିରେ ଧାନ ପାଣିରେ ବୁଡ଼ି ଗଜା ହେବାକୁ ବସିଲାଣି। କଚଡ଼ା ସହ…

ଗାଡ଼ି ଶୋ’ ରୁମ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଏକାଧିକ ଗାଡ଼ି

ବ୍ରହ୍ମପୁର,୨୭ା୧୨: ବ୍ରହ୍ମପୁରର ଏକ ଇଲେକ୍ଟ୍ରି ଗାଡ଼ି ଶୋ’ ରୁମ୍‌ରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟାଉନ ଥାନା ରେଡ୍ଡୀ ଗ୍ୟାରେଜ ଛକ ନିକଟ ଶୋ’ ରୁମ୍‌ରେ ଶଟ୍‌ସର୍କିଟ୍‌ରୁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ଏକାଧିକ ଗାଡ଼ି ଜଳିପୋଡ଼ି…

ଚାଷୀ ଆତ୍ମହତ୍ୟା ଘଟଣା: ମୃତଙ୍କ ପରିବାରଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଛତ୍ରପୁର, ୨୭।୧୨(ସନ୍ତୋଷ ପାଢ଼ୀ): ଅଦିନିଆ ବର୍ଷାରେ ଧାନ ଫସଲ ବ୍ୟାପକ କ୍ଷୟକ୍ଷତି କ୍ଷତି ହେବାରୁ ଗଞ୍ଜାମ ଜ଼ିଲା ଛତ୍ରପୁର ବ୍ଲକ ବଡ଼ମାଧପୁର ପଂଚାୟତ ବରଙ୍ଗ ଗ୍ରାମର ଚାଷୀ ବନମାଳୀ ପେଣ୍ଠେଇ ନିଜ ଘର ପାଇଖାନାରେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିଲେ।…

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା ଏବଂ ତାଙ୍କ ଫୋନ୍‌ କେହି ଉଠାଉ ନ ଥିବାରୁ ତେନ୍ତୁଳିଖୁଣ୍ଟି ଥାନାର ତାଙ୍କ ସହକର୍ମୀ…

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ ଓ ପରିବା କ୍ଷେତରେ ବର୍ଷାଜଳ ଲହଡ଼ି ଭାଙ୍ଗୁଥିବା ଦେଖାଯାଇଛି। ଜମିରୁ ଜଳ ନିଷ୍କାସନ ବ୍ୟବସ୍ଥା…

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫…

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା ଚାଷୀ ମୁଣ୍ଡରେ ହାତଦେଇ ବସିଛି। ଗୁରୁବାର ସକାଳେ ବର୍ଷା ଛାଡିଥିଲେ ମଧ୍ୟ ଚାଷୀଙ୍କ ଦୁର୍ଦ୍ଦଶା…

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା ଗ୍ରାମର ଚାଷୀ ତୋଷନ ପ୍ରଧାନୀ, ଧର୍ମେନ୍ଦ୍ର ପ୍ରଧାନୀ, ଚିତ୍ତେଶ୍ୱରୀ ଶବର, ଭଜ ଶବର, କ୍ଷୀରସିନ୍ଧୁ…

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି ଘରେ ବୃଦ୍ଧ ପିତା ଇନ୍ଦ୍ର ଧରୁଆ, ସ୍ତ୍ରୀ ସରସ୍ବତୀ, ଦୁଇ ଝିଅ ବୈଦେହି ଓ…

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଅଦିନିଆ ବର୍ଷା ଜନିତ ଫସଲ ହାନି ହୋଇଥିଲେ ପ୍ରଧାନମନ୍ତ୍ରୀ…

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା। ଉଚ୍ଛେଦରେ ପ୍ରଭାବିତ ପରିବାର ଏବଂ ସ୍ଥାନୀୟ ଲୋକଙ୍କ ପ୍ରବଳ ବିରୋଧ ପରେ ଉଚ୍ଛେଦ ପ୍ରକ୍ରିୟା…

ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ପିତଳ କମାସାହିର ନଭ ଜେନା (୩୧) । ପ୍ରକାଶ ଯେ, ଯୁବକ ଜଣଙ୍କ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?