ଆମ ଜିଲା ଖବର

ବିକଶିତ ଭାରତ ପାଇଁ ସମସ୍ତେ ଧର୍ମପଦ ହେବା: ରାଜସ୍ବ ମନ୍ତ୍ରୀ

ବରଗଡ଼,୨୬।୧୨(ପ୍ରେମାନନ୍ଦ ଖମାରୀ):ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଏକଶହତମ ଜନ୍ମ ଜୟନ୍ତୀ ଅବସରରେ ବୁଧବାର ବରଗଡ଼ ବିଜୁ ପଟ୍ଟନାୟକ ଟାଉନ ହଲରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ…

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଯୋଗଦେଇ…

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ ଯୁବକ ଉଦ୍ଧାର କରି ଜରପଡ଼ା ପୋଲିସ ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ, ଛେଣ୍ଡିପଦା ବ୍ଲକ…

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରୁଥିବା ଅଭିଯୋଗ ହୋଇଛି। ପ୍ରତିବାଦରେ ବୁଧବାର ବ୍ରହ୍ମପୁର ସ୍ଥିତ ଏକ…

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି ସଫଳ ହୋଇଛନ୍ତି। ଯାହା ଜିଲା ପାଇଁ ଗର୍ବ ଓ ଗୌରବର ବିଷୟ। ଆଗକୁ ହେବାକୁ…

ଅଢେଇ ବର୍ଷର ବିସ୍ମୟ ବାଳକ: ପ୍ରାଞ୍ଜଳ ଭାବେ କରୁଛନ୍ତି ମନ୍ତ୍ରପାଠ ଓ କହୁଛନ୍ତି ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ନାମକୁ ପ୍ରାଞ୍ଜଳ ଭାବେ କହି ପାରନ୍ତି ସେ। ଆଉ ନିଜ ବିଚକ୍ଷଣ ବୁଦ୍ଧି…

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ ଦାଉ ସାଧିଛି ଅଦିନିଆ ବର୍ଷା। ଏହି ଅଦିନିଆ ବର୍ଷା ଯୋଗୁଁ ଗଞ୍ଜାମ ବ୍ଲକର ସମସ୍ତ…

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ ପର୍ଯ୍ୟନ୍ତ ୬୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ବ୍ଲକର ୨୨ ପଞ୍ଚାୟତରେ ୮୦ ପ୍ରତିଶତ…

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗାଁ ଗହଳିରେ ଥିବା କ୍ୟାଥଲିକ, ବାପିଷ୍ଟ , ସି.ଏନ.ଆଇ ଚର୍ଚ୍ଚ ଓ ଉପାସନା ଗୃହରେ…

ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ ସୁଶାସନ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ବିଦାୟୀ ରାଜ୍ୟପାଳ, କହିଲେ ମହାପ୍ରଭୁଙ୍କ ଯୋଗୁ ମୁଁ ଓଡ଼ିଶାର ସେବା…

ପୁରୀ,୨୫ା୧୨: ରାଜ୍ୟପାଳ ପଦରୁ ମଙ୍ଗଳବାର ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ମହାପ୍ରଭୁଙ୍କ କୃପାରୁ ମୋତେ ଓଡ଼ିଶାର ସେବା କରିବାର ସୁଯୋଗ ମିଳିଥିବାରୁ ନିଜକୁ ଭାଗ୍ୟବାନ ମନେ କରୁଛି।…

ଏମିତି ବି ଆସେ ମୃତ୍ୟୁ: ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ନିଶ୍ଚିନ୍ତକୋଇଲି, ୨୫ା୧୨(ଅଶୋକ କୁମାର ମହାପାତ୍ର): ସ୍ବାମୀଙ୍କ ଜୁଇ ନ ଲିଭୁଣୁ ଚାଲିଗଲା ସ୍ତ୍ରୀଙ୍କ ଜୀବନ। ଏପରି ଦୁଃଖଦ ଘଟଣା ଦେଖିବାକୁ ମିଳିଛି କଟକ ଜିଲା ମାହାଙ୍ଗା ବ୍ଲକ ଅଢଙ୍ଗ ମହେଶ୍ୱର ଗ୍ରାମରେ । ସ୍ଥାନୀୟ ଲୋକ ଏହାକୁ ଅତୁଟ ବନ୍ଧନ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?