ଆମ ଜିଲା ଖବର

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ ନେତୃତ୍ବରେ ଉଦଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ କଳାହାଣ୍ଡି ଜିଲାପାଳ ସଚିନ ପାୱାର ପ୍ରକାଶଙ୍କ…

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା ବାଲାତ୍କରୀ ରା‌ଜେନ୍ଦ୍ର ବାରିକ (୩୧) ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୫…

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟା ହେଉଛି ନିର୍ମାଣ ଶ୍ରମିକ। ଏଣୁ ସରକାର ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ ପ୍ରକାର…

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪% ରହିଥିଲା। ତେଣୁ ଆଗାମୀ ଜିଲା ପରିଷଦ ନିର୍ବାଚନରେ ଅଧିକରୁ ଅଧିକ ଆସନ ଓ ଭୋଟ…

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ଏଥିରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ…

ରାସ୍ତା ନିର୍ମାଣକୁ ନେଇ ଭାଜପା-କଂଗ୍ରେସ ମୁହାଁମୁହିଁ

ତିହିଡି, ୨୪।୧୨(ସଞ୍ଜିତ ବଳ): ତିହିଡି ବ୍ଲକ ଭଟପଡା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ମଙ୍ଗଳବାର ଏକ ରାସ୍ତା ନିର୍ମାଣକୁ ନେଇ ଭାଜପା ଓ କଂଗେସ କର୍ମୀ ମୁହାଁମୁହିଁ ହୋଇଛନ୍ତି l ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହେବାରୁ ତିହିଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗଣ୍ଡଗୋଳକୁ…

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ନୂଆବର୍ଷରେ ନୂଆ ପିସିସି ସଭାପତି ଚୟନ ହେବ ବୋଲି ମୋକିମ ପ୍ରକାଶ କରିଛନ୍ତି।…

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା ଉଦ୍ଧାର ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ପାରାଙ୍କ ଗୋଡ଼ରେ ଲାଗିଥିବା ବେଲ୍ଟରେ ବିଦେଶୀ ଭାଷା…

ଦିନକ ପରେ ବଡଦିନ: ନିରାଶ କରୁଛି ବର୍ଷା 

ଦାରିଙ୍ଗବାଡି,୨୪/୧୨( ଅରୁଣ ସାହୁ)-ବଡଦିନ ପାଇଁ ଚାରିଆଡେ ଉତ୍ସବମୁଖର। ଏହି ସମୟରେ ଦାରିଙ୍ଗବାଡି ବର୍ଷାରେ ଭିଜିଛି। ଲଘୁଚାପଜନିତ ପ୍ରଭାବରେ ସୋମବାର ବିଳମ୍ବିତ ରାତିରେ ବର୍ଷା ହୋଇଥିବା ବେଳେ ମଙ୍ଗଳବାର କୋହଲା ପବନ ବୋହିବା ସହ ଦିନରେ ଶୀତର ପ୍ରକୋପ ବୃଦ୍ଧି ପାଇଛି ରାତିରେ…

କାମ କରିବାକୁ ଯାଇଥିବା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା,୨୪।୧୨(ବୀର କିଶୋର ଦାଶ): ଚଣ୍ଡିଖୋଲ ନିକଟସ୍ଥ ମାଙ୍କଡପାଳ ଗ୍ରାମକୁ ଦିନ ମଜୁରିଆ ଭାବେ କାମ କରିବାକୁ ଯାଇଥିବା ମହିଳାଙ୍କ ରବିବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝର ଜିଲା ପାଟଣା ଥାନା ଡିଆନାଳି ଗ୍ରାମର ବାବୁଲା ମୁଣ୍ଡାଙ୍କ…

ସରକାରୀ କ୍ୱାର୍ଟର୍ସରେ ଝୁଲିପଡ଼ିଲେ ଫାର୍ମାସିଷ୍ଟ

ଗଜପତି,୨୪/୧୨(ଗିରିଧାରୀ ପରିଛା):ଗଜପତି ଜିଲା ନୂଆଗଡ଼ ବ୍ଲକ ଖଜୁରୀପଦାସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଷ୍ଟାଫ କ୍ୱାର୍ଟର୍ସରୁ ଜଣେ ୧୦୮ ଆମ୍ବୁଲାନ୍ସ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଗଣେଶ ବେହେରା ବୋଲି ଜଣାପଡିଛି।ଆଜି ସକାଳେ ସହକର୍ମୀମାନେ ଗଣେଶ…

ମାଳଦ୍ୱୀପରେ ଫସିଛନ୍ତି ଖଲ୍ଲିକୋଟର ୧୧ ଶ୍ରମିକ

ଛତ୍ରପୁର,୨୪ା୧୨ (ଦିଲୀପ ସାମଲ):ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକର ୧୧ ଜଣ ଦାଦନ ଶ୍ରମିକ ପେଟ ପୋଷିବା ପାଇଁ ସୁଦୂର ମାଳଦ୍ୱୀପକୁ ଯାଇ ସେଠାରେ ଫସିି ରହିଛନ୍ତି। ସେମାନେ ସେଠାରେ ଏକ କମ୍ପାନୀରେ ପ୍ରାୟ ୮ ମାସ ହେଲା ଶ୍ରମିକ ଭାବେ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?