ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ
ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା ସମବାୟସମିତି ପାଟଣା ଓ ରାଜନଗରରେ ସୋମବାର ଧାନ ମଣ୍ଡି ଖୋଲିଛି। ସୋମବାର ପାଟଣା ମୁଖ୍ୟାଳୟ…
ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର
ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର ସୂଚନା ଦେଇଛନ୍ତି। ଓଡ଼ିଶାର ପାରାଦୀପ ଏବଂ ଗୋପାଳପୁରରେ ୨ଟି ଡପଲର ରାଡାର ରହିଛି। ବର୍ତ୍ତମାନ…
ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ
ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ ତଥା ଜାତୀୟ ରାଇଫଲ ସଂଘର ସଭାପତି କଳିକେଶ ନାରାୟଣ ସିଂହଦେଓ ଯୋଗଦେଇ ଚୟନ ହୋଇଥିବା…
କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍ ଲାଇନ୍ରୁ ମିଳିଲା ମୃତଦେହ
ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍ରେ କଟି ରବିବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଉଛନ୍ତି ପରଜଙ୍ଗ ଥାନା ଡିହଡୋଳ…
୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍: ମାଡ଼ିବସିଲା ବନ ବିଭାଗ
ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ ଧରାପଡିଛନ୍ତି ଏକ ଗ୍ୟାଙ୍ଗ। ବଜ୍ରକାପ୍ତା ଚୋରା ଚାଲାଣ ହେଉଥିବା ନେଇ ଟିଟିଲାଗଡ଼ ବନାଞ୍ଚଳ ଅଧିକାରୀ…
ପାଟଣାଗଡ଼ ପାର୍ସଲ ବୋମା ମାମଲା: ଆଜି ସାକ୍ଷୀ ଦେବେ କି ଅରୁଣ ବୋଥ୍ରା
ବଲାଙ୍ଗୀର,୨୩ା୧୨: ବଲାଙ୍ଗୀର ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ ବୋମା ମାମଲାରେ ସୋମବାର ପାଟଣାଗଡ଼ ଏଡିଜେ କୋର୍ଟରେ ସାକ୍ଷ୍ୟ ଗହଣ କରାଯିବ। ଏହି ଘଟଣାରେ ତତ୍କାଳୀନ କ୍ରାଇମ୍ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସାକ୍ଷୀ ଦେଇପାରନ୍ତି। ବୋଥ୍ରା ଉକ୍ତ ଘଟଣାର ସମସ୍ତ ଭିଡିଓ ଡିସ୍ପ୍ଲେ କରିପାରନ୍ତି…
ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର
ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ ପ୍ରଭାବିତ ହୋଇଛନ୍ତି। ଗଞ୍ଜାମ ଜିଲାର ବିଜୁ ଜନତା ଦଳ ପକ୍ଷରୁ କ୍ଷତିପୂରଣ ଓ ବିଭିନ୍ନ…
ବ୍ରାଉନସୁଗାର ଧରିବାକୁ ଆସି ଅବକାରୀ ଟିମ୍ ହଟହଟା, ଗାଡ଼ି ଚାବି ଛଡ଼ାଇ ନେବା ସହ ମୁଲତାନୀ ମାଟିକୁ କହିଲେ…
ଜଳେଶ୍ୱର,୨୩ା୧୨(ନବୀନ ସାହୁ): ବ୍ରାଉନସୁଗାର ଧରିବାକୁ ଆସି ଜଳେଶ୍ୱର ଅବକାରୀ ଟିମ୍କୁ ହଟହଟା ହେବାକୁ ପଡ଼ିଛି। କମର୍ଦ୍ଦା ବଜାର ନିକଟରେ ବ୍ରାଉନସୁଗାର କାରବାର ଚାଲିଥିବା ଅଭିଯୋଗ ଅନୁଯାୟୀ, ଅବକାରୀ ଟିମ୍ ଚଢ଼ାଉ କରିଥିଲା। ବ୍ରାଉନସୁଗାର ଜବତ କରିଥିବା ଅବକାରୀ ଟିମ୍ କହୁଥିବା ବେଳେ…
ଗର୍ଜିଲେ ତାରା: ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ଅସମ୍ଭାଳ ହେବ ସ୍ଥିତି
କୋରାପୁଟ,୨୩ା୧୨: କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ରାଜ୍ୟ ସରକାରଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ତାରା କହିଛନ୍ତି, ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ। ଏପରିକି କୋରାପୁଟ…
ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର
କେସିଙ୍ଗା,୨୩ା୧୨: କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢ଼ାଡଙ୍ଗର ଲୋକ ମହୋତ୍ସବ ପ୍ରଥମ ଦିବସରେ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପଡ଼ିଆରେ ରବିବାର ଅନୁଷ୍ଠିତ ବୁଢ଼ାଡଙ୍ଗର ଲୋକ ମହୋତ୍ସବରେ ଢୋଲ ନିଶାନରେ ମଞ୍ଚ ଦୁଲୁକିଥିଲା। ସକାଳୁ ଅନୁଷ୍ଠାନ ପରିସରରେ ପତାକା…
ବାର୍ହା ମାଂସ ଜବତ କଲା ବନ ବିଭାଗ, ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ଯୋଗିଆପଲ୍ଲୀ ଗ୍ରାମର ନୀଳାମ୍ବର ମଳିକଙ୍କଠାରୁ ଲୋମଯୁକ୍ତ ପ୍ରାୟ ୨ କେଜି ବାର୍ହା ମାଂସକୁ ବନକର୍ମଚାରୀବୃନ୍ଦ ଜବତ କରିଛନ୍ତି। ନୂଆପଡ଼ା ବନପାଳ ଇ.ଗଣେଶ, ବନରକ୍ଷୀ ବିରଞ୍ଚି କୁମାର ବିଶି, ପାରା…
ଦାଉ ସାଧିଲା ଅଦିନିଆ ବର୍ଷା: ବର୍ଷକର ଆହାର ଚିନ୍ତାରେ ଚାଷୀ
ନିରାକାରପୁର/ଜଟଣୀ/ ବାଣପୁର, ୨୩ା୧୨ (ମାନସ ଚନ୍ଦ୍ର ପଟ୍ଟନାୟକ/ ରବୀନ୍ଦ୍ରନାଥ ମହାକୁଡ଼/ ଦିଲୀପ ସ୍ବାଇଁ) ଲଘୁଚାପଜନିତ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାରେ ଧାନଚାଷ କ୍ଷତିଗ୍ରସ୍ତ ହୋଇଛି। ଯେଉଁ ସମୟରେ ଚାଷୀ ତା’ର ଅମଳ ଧାନକୁ କାଟି ମଣ୍ଡିରେ ନେଇ ବିକ୍ରି କରିଥାନ୍ତା, ସେହି…

