ଆମ ଜିଲା ଖବର

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ ପରିଚାଳିତ ହେବ। ଏସ୍‌ସିବି କର୍ତ୍ତୃପକ୍ଷ ଖୁବ୍‌ଶୀଘ୍ର ଏଭଳି ପଦକ୍ଷେପ ନେବାକୁ ଯାଉଛନ୍ତି। ଅପରପକ୍ଷରେ ଭେଷଜ…

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ ବେଶ୍‌ ଉତ୍ସାହିତ ଅଛନ୍ତି। ଏହି ଦିନରେ ଲୋକମାନେ ବିଭିନ୍ନ ସ୍ଥାନକୁ ଯାଇ ବୁଲାବୁଲି କରିବା…

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ରମ୍ଭା ନିକଟ ହରିପୁର ବୁରୁଡିର ପ୍ରଶାନ୍ତି…

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬ ଜଣ ମୁକୁଳିଛନ୍ତି। ପ୍ରତି ବଦଳରେ ଅନ୍ୟ ୬ ଜଣ ନାବିକ ଜାହାଜରେ ପ୍ରବେଶ କରିଛନ୍ତି।…

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌ କରାଯାଇ ତାକୁ ଶିମିଳିପାଳ ଅଭୟାରଣ୍ୟ ଫେରାଇ ଅଣାଯିବା ନେଇ ଏକ ସ୍ବତନ୍ତ୍ର ଟିମ୍‌ ପକ୍ଷରୁ…

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର କରିବା ଘଟଣାକୁ ନିନ୍ଦା କରିଛନ୍ତି ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସ। ଏ…

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି ଓଡ଼ିଆ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନ୍ନାଥ’ କହି ଅଭିନନ୍ଦନ ଜଣାଇଥିଲେ। ତାଙ୍କ ସହ…

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଚିକିଟି ଜଳସେଚନ ବିଭାଜନ କାର୍ଯ୍ୟାଳୟ, ବ୍ରହ୍ମପୁର ଆନୁକୂଲ୍ୟରେ ଆୟୋଜିତ ସମାରୋହରେ ଦିଗପହଣ୍ଡି…

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର ଅମିତ ବାଘ ଓ ନବରଙ୍ଗପୁର ସହର ଗାନ୍ଧୀନଗର ସାହିର ତ୍ରିଲୋଚନ ଯାନୀ। ସୂଚନାନୁଯାୟୀ, ତ୍ରିଲୋଚନ…

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ ରାୟଗଡ଼ାରେ ପ୍ରଧାନମନ୍ତ୍ରୀଙ୍କ ଏକ ଲାଇଭ୍‌ କାର୍ଯ୍ୟକ୍ରମରେ ମଧ୍ୟ ଯୋଡ଼ି ହେବେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହେବା…

ରାତ୍ର ଜଗୁଆଳିଙ୍କ ଭରସାରେ ଅବକାରୀ ଥାନା: ଖବର ପ୍ରକାଶ ପରେ ମଧ୍ୟ ଅବକାରୀ ବିଭାଗର ଭାଙ୍ଗୁନି ନିଦ

ଥୁଆମୂଳ ରାମପୁର,୨୨।୧୧(ଦୁର୍ଗା କୀର୍ତ୍ତି) କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଥିବା ଅବକାରୀ ଅଫିସ ବାହାର ଓ ଭିତର ଗେଟ ପ୍ରାୟ ଅଧିକାଂଶ ମାସ ହେବ ତାଲା ଝୁଲୁଛି। ଏଠାରେ ସମୁଦାୟ ୫ ଜଣ କର୍ମଚାରୀ ନିଯୁକ୍ତି ଥିବାବେଳେ ଦୁଇ ଜଣ…

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ ୧୩ଜଣ ମାଓବାଦୀ ରବିବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ବିଜାପୁର ଜିଲା ବାସାଗୁଡ଼ା ଥାନା ସାରକେଗୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?