ଆମ ଜିଲା ଖବର

୨ ବାଇକ ସହ ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଗୁରୁବାର ସକାଳେ ପୋଡ଼ା ମାରି ଗ୍ରାମ ନିକଟ ରାସ୍ତାରୁ ୨ ବାଇକ ସହ ୯୦ କେଜି ୫୬୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ୪ ଜଣ…

ଭାଇରାଲ ପରେ ଥାନା ଅଧିକାରୀଙ୍କ ଉପରେ ଆକ୍ସନ: ବଦଳିଲେ…

କଟକ,୧୯।୧୨: ଦଳିତ ଯୁବକଙ୍କୁ ରାସ୍ତା ଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଯିବା ଘଟଣାର ଫଟୋ ଭାଇରାଲ ପରେ ଥାନା ଅଧିକାରୀଙ୍କୁ ମହଙ୍ଗା ପଡିଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ବୈଦେଶ୍ୱର ଥାନା ଅଧିକାରୀ ପ୍ରିୟଦର୍ଶନ ସେଠୀଙ୍କୁ ଏସ୍‌ପିଙ୍କ ଅଫିସକୁ ବଦଳି କରାଯାଇଛି।…

ଟାଙ୍ଗୀ, ଚିଲିକା ଅଞ୍ଚଳରେ ଭୂମିକମ୍ପ, ଘରେ ସୃଷ୍ଟି ହେଲା ଫାଟ

ନିରାକାରପୁର, ୧୯।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଓ ଚିଲିକା ଅଞ୍ଚଳରେ ଭୂମିକମ୍ପ ଝଟକା। ଗୁରୁବାର ଅପରାହ୍ନ ୪.୫୧ରେ ୧ରୁ ଦୁଇ ସେକେଣ୍ଡ ଭୂମିକମ୍ପ ଅନୁଭୂତ ହୋଇଛି। ଫଳରେ କିଛ ଘରେ ଫାଟ ସୃଷ୍ଟି ହେବା ସହିତ ଜିନିଷ…

ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା: ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଲା, ଥାନାରେ ଏତଲା

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍‌ ବିଭାଗର ଚରମ ଅବହେଳା ଯୋଗୁ ଦିଗପହଣ୍ଡି ବ୍ଳକ କରପଡ଼ା ଗ୍ରାମ ବଡ଼ ସାହିର ରବି ବେହେରା (୧୫) ନାମକ ଜଣେ ମାଟ୍ରିକ୍‌ ଛାତ୍ରଙ୍କ ୨ ହାତ କଟିଯାଇଥିବା ଖବର ସାମ୍ନାକୁ ଆସିଛି। ଏନେଇ ଛାତ୍ରଙ୍କ ବାପା…

ଅଭ୍ୟାସ ବେଳେ ଭୟଙ୍କର ବିସ୍ଫୋରଣ: ରାଜସ୍ଥାନରେ ଓଡ଼ିଆ ଯବାନ ଶହୀଦ

ଭୁବନେଶ୍ୱର,୧୯।୧୨: ରାଜସ୍ଥାନରେ ଶହୀଦ ହେଲେ ଓଡ଼ିଆ ଯବାନ। ପୋଖରାନରେ ଫାୟାରିଂ ଅଭ୍ୟାସ ବେଳେ ଟ୍ୟାଙ୍କ୍‌ରେ ବିସ୍ଫୋରଣ ଘଟି ଜଣେ ଓଡିଆ ଯବାନ ଶହୀଦ ହୋଇଛନ୍ତି। ସେ ହେଲେ କୋରାପୁଟ ଜିଲା ବୈପାରୀଗୁଡା ଥାନା ଅନ୍ତର୍ଗତ କେନ୍ଦୁଗୁଡା ପଞ୍ଚାୟତ ବଡାଗୁଡା ଗ୍ରାମର ଈଶ୍ୱର…

ଗ୍ୟାସ ଟାଙ୍କି ଫାଟି ଚିକେନ୍‌ ଦୋକାନୀ ଗୁରୁତର

ବାଲିଗୁଡା,୧୯।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଚିକେନ୍‌ ଦୋକାନ ଭିତରେ ଗ୍ୟାସ ଟାଙ୍କି ଫାଟି ଜଣେ ଗୁରୁତର। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡ଼ା ଗ୍ରାମରେ। ସୂଚନା ମୁତାବକ ପ୍ରତ୍ୟେକ ଦିନ ଭଳି…

ଐତିହାସିକ ନିଷ୍ପତ୍ତି: ଶିମିଳିପାଳରେ ବାଘ ଜଗିବେ ସଶସ୍ତ୍ରବଳ

ଭୁବନେଶ୍ୱର,୧୯।୧୨: ମୟୂରଭଞ୍ଜ ଜିଲାର ଶିମିଳିପାଳ ଟାଇଗର ରିଜର୍ଭରେ ସୁରକ୍ଷା ବ୍ୟବସ୍ଥାକୁ ଦୃଢ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ ନେଇଛନ୍ତି ସରକାର। ଶିକାର ତଥା ବନ୍ୟଜନ୍ତୁ ଅପରାଧରୁ ଏହି ଅଞ୍ଚଳକୁ ସୁରକ୍ଷିତ ରଖିବା ପାଇଁ ଏକ ୧୩୧ ସଦସ୍ୟ ବିଶିଷ୍ଟ ସଶସ୍ତ୍ର…

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଯାଇ ସାକ୍ଷାତ କରିଛନ୍ତି କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ।…

ଉତ୍ସବ ପାଳନ ପାଇଁ ପ୍ରସ୍ତୁତ ଆରମ୍ଭ: ସ୍ଥାନୀୟ କଳାକାରଙ୍କୁ ମିଳିବ ସୁଯୋଗ

କର୍ଲାମୁଣ୍ଡା:୧୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଆସନ୍ତା ଜାନୁୟାରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ଏକ ପ୍ରସ୍ତୁତ ବୈଠକ ଅନୁଷ୍ଠିତ ହୋଇଥିଲା।…

ମୁରୁସୁଆଁ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା: କାର୍ଯ୍ୟାନୁଷ୍ଠାନ ଭୟରେ ଆଜି ଖୋଲିଲେ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଅଙ୍ଗନଓ୍ବାଡ଼ି କେନ୍ଦ୍ରର ତାଲା ଗୁରୁବାର ଖୋଲାଯାଇଛି। ପ୍ରଶାସନ ତଥା ପୋଲିସର ତାଗିଦ ପରେ ତାଲା ପକାଇ ଥିବା ବ୍ୟକ୍ତି ଆଜି କେନ୍ଦ୍ରର ତାଲା ଖୋଲିଥିବା ଜଣାପଡ଼ିଛି। ଫଳରେ କେନ୍ଦ୍ରର…

ଅଟକାଇ ନିର୍ଧୂମ ପିଟିଲେ, ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ ପୋଲିସ

କଟକ,୧୯।୧୨: ପୋଲିସ ବାବୁଙ୍କ ଦବଙ୍ଗଗିରି। ଯୁବକଙ୍କୁ ଅଟକାଇ ନିର୍ଧୂମ ପିଟିଲେ। ପରେ ଗୋଇଠା ମାରି ରାସ୍ତାଉପରେ ପକାଇ ପିଠି ଉପରେ ଚପଲ ମାଡ଼ି ଚଢ଼ିଗଲେ। ପୋଲିସ ଗୋଡ଼ ଦେଇ ଚଢ଼ିବା ସମୟର ଫଟୋ ସୋସିଶାଲ ମିଡିଆରେ ଭାଇରାଲ ହେଉଛି। ଏପରି ଘଟଣା…

 ପାଖରେ ନାହିଁ ଅର୍ଥ, ଝିଅର ଚିକିତ୍ସା ପାଇଁ  ସହାୟତା ନିବେଦନ କଲେ ମା’

ଛତ୍ରପୁର,୧୯।୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ବିଜ୍ଞାପିତ ଅଞ୍ଚଳ ପରିଷଦର ବାସିନ୍ଦା ପ୍ରିୟଙ୍କା ଗୌଡ଼ଙ୍କ ଝିଅ ଶ୍ରୀୟା ଦୀର୍ଘ ୧୦ ବର୍ଷ ହେବ ମସ୍ତିଷ୍କ ବିକୃତି ରୋଗରେ ପୀଡିତ ଅଛନ୍ତି । ଏଣୁ ସରକାରୀ ଆର୍ଥିକ ସାହାଯ୍ୟ ପ୍ରଦାନ ପାଇଁ ଜିଲାପାଳଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?