କଟକ ଏସ୍ସିବି ପାଇଁ ବଜେଟ୍ରେ ହଜାରେ କୋଟି
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ରାଜ୍ୟରେ କୃଷି, ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯାଇଛି। ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ…
୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ରାଜ୍ୟରେ ୨୫ ଲକ୍ଷ ଲକ୍ଷପତି ଦିଦି’ କରିବାକୁ ବଜେଟ୍ରେ ବ୍ୟୟବରାଦ ହୋଇଛି।…
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ, ସମସ୍ୟା ଦେଖି କହିଲେ…
କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାପାଳ ପି.ଅନ୍ବେଷା ରେଡ୍ଡୀ କେସିଙ୍ଗା ବ୍ଲକର ବିଭିନ୍ନ ଗ୍ରାମ ଗୁରୁବାର ପରିଦର୍ଶନ କରିଛନ୍ତି। ପ୍ରଥମେ ବେଳଖଣ୍ଡି ଗ୍ରାମର ଜଳମଗ୍ନ ବା ବୁଡି ଅଞ୍ଚଳ ପରିଦର୍ଶନ କରିଥିଲେ। ବିଜଖମାନ ଓ ଫଳସାପଡ଼ା ଗ୍ରାମର ପ୍ରାଇମେରୀ ସ୍କୁଲ ପରିଦର୍ଶନ କରି…
ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ‘ଯଶୋଦା’
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟ୍ରେ ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’ ଅଣାଯାଇଛି। ଅନାଥ…
ବଜେଟରେ କୃଷି ଏବଂ କୃଷକଙ୍କୁ ବଡ଼ ଗୁରୁତ୍ୱ: କୃଷି ପାଇଁ ଏତିକି କୋଟି ଟଙ୍କା ବ୍ୟୟବରାଦ
ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଉପସ୍ଥାପନ କରାଯାଇଛି। ୨୦୨୩-୨୪…
ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଆହତ
କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ଜଂଘିରା ସେକସନ ହୁଣ୍ଡା ଗ୍ରାମରେ ବୁଧବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ମହେଶ୍ୱର ଜୁଆଙ୍ଗ। ଝୁମୁକାପଶି ଗ୍ରାମରେ ଅନ୍ୟ ଜଣଙ୍କୁ…
ଗାଁ ପୋଖରୀରେ ବୁଡ଼ି ଭାଇ ଭଉଣୀ ମୃତ, ଅନ୍ୟ ଜଣେ ଶିଶୁ ଜୀବିତ
ଖଲ୍ଲିକୋଟ,୨୫।୭(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଦପଲ୍ଲୀ ପଞ୍ଚାୟତର ମରେଇନୂଆଁ ଗାଁ’ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୋଖରୀରେ ଗାଧୋଉଥିବା ସମୟରେ ପୋଖରୀ ରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶିଶୁ ଅଳ୍ପକେ…
ଶୌଚ ହେବାକୁ ଯାଇ ଦଳିଦେଲା ହାତୀ, ଚାଲିଗଲା ଜଣଙ୍କ ଜୀବନ
ବଣାଇ,୨୫ା୭(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇ ବନଖଣ୍ଡ ତାମଡା ରେଞ୍ଜ ଅଧୀନସ୍ଥ ଜାମୁଦର ଗ୍ରାମରେ ଘଟିଛି ଏକ ଅଘଟଣ। ଶୌଚ ହେବାକୁ ଯାଇଥିବା ବ୍ୟକ୍ତି ହାତୀ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଜଣାଯାଇଛି। ଜାମୁଦର ଗ୍ରାମର କୁଦୁରାଇ ମୁଣ୍ଡାରି (୫୦)…
ସପରିବାର ଆତ୍ମାହୁତି ଦେବାକୁ ଧମକ ଦେଇଥିଲେ ଗୀତାଞ୍ଜଳି, ବନପାଳ ଭାବେ ନିଯୁକ୍ତି ଦେଲା ବନବିଭାଗ
ଅମରପାଲି,୨୫ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢି ଗ୍ରାମର ଗୀତାଞ୍ଜଳି ସାହୁଙ୍କୁ କୋର୍ଟ ଆଦେଶ ଦେଇଥିଲେ ମଧ୍ୟ ନିଯୁକ୍ତି ଦିଆ ଯାଉ ନ ଥିବାରୁ ସେ ସପରିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଦେବାକୁ ରାଷ୍ଟ୍ରପତିଙ୍କୁ ଚିଠି ଲେଖିଥିଲେ।…
ଦୁର୍ଘଟଣାରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ଦୁର୍ଘଟଣାଗ୍ରସ୍ତ କାରରୁ ଅଢେଇ ଲକ୍ଷ ଟଙ୍କା ଗାଏବ୍
ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭଟଲି ରୋଡ଼ ସାଇମନ୍ଦିର ବ୍ରିଜ ନିକଟରେ ବୁଧବାର ଏକ କାର୍ ଦୁର୍ଘଟଣା ହୋଇଥିଲା । ଦୁର୍ଘଟଣାରେ ବରଗଡ ଖୁଣ୍ଟପାଲି କଲେଜ ଅଧ୍ୟକ୍ଷ ମନୋଜ କୁମାର ଆଚାର୍ଯ୍ୟଙ୍କ ମୃତ୍ୟୁ ହୋଇଥିଲା। ତେବେ ଦୁର୍ଘଟଣାଗ୍ରସ୍ତ ଉକ୍ତ କାରରୁ ଅଢେଇ ଲକ୍ଷ…
ଘରେ ଶୋଇଥିବା ବେଳେ ଭଉଣୀ-ଭାଇଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ
ବଲାଙ୍ଗୀର,୨୫ା୭: ବଲାଙ୍ଗୀର ଜିଲା ସଇଁତଳା ଥାନା ଜାମପଦର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ରାତିରେ ମା’-ବାପାଙ୍କ ସହ ଶୋଇଥିବା ବେଳେ ଭଉଣୀ-ଭାଇ ଅସୁସ୍ଥ ହୋଇପଡ଼ିଥିଲେ। ଉଭୟଙ୍କୁ ସଇଁତଳାରୁ ଭୀମଭୋଇ ମେଡିକାଲକୁ ଅଣାଯାଇଥିଲା। ତେବେ ଚିକିତ୍ସା ଚାଲିଥିବା ବେଳେ ମେଡିକାଲରେ ଡାକ୍ତର…
ବ୍ଲକ ଅଧ୍ୟକ୍ଷାଙ୍କ ସ୍ବାମୀଙ୍କ ଦାଦାଗିରି: ସହକାରୀ ଯନ୍ତ୍ରୀଙ୍କୁ ହତ୍ୟା ଧମକ, ଥାନାରେ ମାମଲା
ଦେବଗଡ଼,୨୫ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ କୁମାର ମାଝିଙ୍କୁ ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ରଙ୍କ ସ୍ବାମୀ ତନୁଚନ୍ଦ୍ର ପାତ୍ର ଧକ୍କା ମାରିବା ସହ ଜୀବନରେ ମାରିଦେବାକୁ ଧମକ ଦେଇଥିବା ଅଭିଯୋଗ ହୋଇଛି…
Archives


