ଆମ ଜିଲା ଖବର

ରାମେଶ୍ୱର ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ସୁନାମଧନ୍ୟ ନୃତ୍ୟଶିଳ୍ପୀଙ୍କ ସମେତ ୩ ମୃତ

ଗୁଣପୁର,୨୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ଶେଫାଳୀ ପାହାଡ଼ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏଥିରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଓଡିଶୀ ନୃତ୍ୟଗୁରୁ ସସ୍ମିତା ପଣ୍ଡା । ରାୟଗଡା ଜିଲା ତଥା…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ ଜିଲାରେ ଦମନ କରାଯାଇ ପାରୁନାହିଁ ବୋଲି ଶୁକ୍ରବାର ବରଗଡ଼ ସାମ୍ବାଦିକ ସଂଘ ସଭାକକ୍ଷରେ…

ସାର ବିକ୍ରିରେ ଅନିୟମିତତା: ୬ ଡିଲରଙ୍କ ଲାଇସେନ୍ସ ରଦ୍ଦ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟ ଜୋରସୋର୍‌ରେ ଚାଲିଥିଲାବେଳେ ସାରର କୃତ୍ରିମ ସଙ୍କଟ ଏବଂ କଳାବଜାର ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ପାଇବା ପରେ କୃଷି ବିଭାଗ ଆକ୍ସନ ମୋଡରେ ବାହାରିଛି। କୃଷି ବିଭାଗର ଏକ ଏନଫୋର୍ସମେଣ୍ଟ ଟିମ୍‌…

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ ସ୍ବତନ୍ତ୍ର ନୀତିକାନ୍ତି ଓ ପୂଜାର୍ଚ୍ଚନା କରାଯାଇଥିଲା। ଅପରାହ୍ନରେ ହରିବୋଲ ହୁଳହୁଳି ଜୟ ଜଗନ୍ନାଥ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ ରଥ ଯାତ୍ରା ଆରମ୍ଭ ହୋଇଥିଲା। ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳାଙ୍କ ମୃତ୍ୟୁ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ଜାତୀୟ ମାନବାଧିକାର କମିଶନ।…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଆଉ ୪…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ ଧରି ଦାରୁବ୍ରହ୍ମ ଶ୍ରୀଜଗନ୍ନାଥ ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶୁକ୍ରବାର ଅପରାହ୍ନ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର ଦୁର୍ଗା ଚଳିତ ବର୍ଷର ଗନ୍ଧର୍ବ କଳା”ସମ୍ମାନରେ ସମ୍ମାନିତ ହୋଇଛନ୍ତି। ଶୁକ୍ରବାର ଭୁବନେଶ୍ୱରର ଭଞ୍ଜ…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ ବାହୁଡ଼ି ମୂଳ ମନ୍ଦିରକୁ ଫେରିବା ସହ ଚଳିତ ବର୍ଷର ଗୁଣ୍ଡିଚା ରଥଯାତ୍ରାର ସମାପନ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍ ଧକ୍କାରେ ତାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିନାହିଁ। ଭଟଲି ବାହୁଡ଼ା ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?