ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ
ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…
ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ
କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି। ପ୍ରଥମେ ଲଇତରା ପଞ୍ଚାୟତର ଜୋଲକୋ, ଦେଣ୍ଡୋଗୁଡ଼ା ଲଇତରା, କରଲାଭା ଶିରୋଲ ପଞ୍ଚାୟତର ଶିରୋଲ, ଡୁମେରମୁଣ୍ଡା,…
କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ
ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ଙ୍କ…
ନାମାଙ୍କନପତ୍ର ଦାଖଲ କଲେ ଅପରାଜିତା
ଖୋର୍ଦ୍ଧା,୨ା୫: ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଗୁରୁବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ହଜାର ହଜାର ସମର୍ଥକଙ୍କ ସହ ଆସି ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ନାମାଙ୍କନ ଭରିଛନ୍ତି।
ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା
ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ ମା’ଙ୍କ…
ନାମାଙ୍କନ ଦାଖଲ ବେଳେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ
ଖୋର୍ଦ୍ଧା,୨ା୫: ଗୁରୁବାର ନାମାଙ୍କନପତ୍ର ଦାଖଲ ବେଳେ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟରେ ମୁହାଁମୁହିଁ ହୋଇଛନ୍ତି ଏମ୍ପି ତଥା ଭାଜପା ଲୋକ ସଭା ପ୍ରାର୍ଥିନୀ ଅପରାଜିତା ଷଡ଼ଙ୍ଗୀ ଏବଂ ବିଜେଡିର ଲୋକ ସଭା ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ସମର୍ଥକ। ଉଭୟଙ୍କ ସମର୍ଥକମାନେ ଜୋର୍ଦାର ହୋ-ହଲ୍ଲା…
ପୁଣି ଏକ ମାଈ ହାତୀର ଜୀବନ ଗଲା
କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ ମୃତ୍ୟୁବରଣ କରିଥିବା ଡିଏଫ୍ଓ ଧନରାଜ ଏଚ୍ଡି ସୂଚନା ଦେଇଛନ୍ତି। ଗତକାଲି ପୂର୍ବାହ୍ନ ୧୧ ଟାରୁ…
ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ
ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର ମିଶ୍ର। ହଜାର ହଜାର ସମର୍ଥକଙ୍କ ସହ ବୌଦ୍ଧ ସହରର ରାମେଶ୍ୱର ମନ୍ଦିରରୁ ବିରାଟ ପଟୁଆରରେ…
ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ
ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ ନେଇ ପ୍ରଶାସନ ପାଖରେ କୌଣସି ସୂଚନା ନାହିଁ । ସୂଚନାନୁସାରେ, ଏହି ହେଲିକପ୍ଟରଟି ACE…
ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ
କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି, ସୌଭାଗ୍ୟକ୍ରମେ ତାଙ୍କ ସ୍ବାମୀ ରକ୍ଷା ପାଇଯାଇଛନ୍ତି। ମୃତ ମହିଳାଙ୍କ ଘର ଗତିରାଉତ ପାଟଣାରେ ବୋଲି…
ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍ବ ଯାତ୍ରୀ
ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଅନ୍ୟ ଏକ ଗାଡିକୁ ପଛପଟୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍। ଏହି ବଡ ଦୁର୍ଘଟଣାରୁ…
ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର
ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ଝଡ଼ ତୋଫାନ ଯୋଗୁ ବିଦ୍ୟୁତ ଖୁଣ୍ଟଗୁଡିକ ଉପୁଡି ପଡିବା ସହ ବାଉଁଶୁଳି…
Archives


