ଆମ ଜିଲା ଖବର

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗୋଟିଏ ବାଇକ୍‌ରେ ବସିଥିବା ଦେଉଣ୍ଡି (ରାମପଡ଼ା)ର ଈଶ୍ୱରୀ ସିଂ (୫୫)ଙ୍କ…

ଜାଲ୍‌ ଜାତି ପ୍ରମାଣପତ୍ର ବାତିଲ ଦାବି : ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ରାସ୍ତାରୋକୋ

ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇ ଏକ ନିର୍ଦ୍ଦିଷ୍ଟ ଜାତିକୁ ଆଦିବାସୀ ତାଲିକାରୁ ହଟାଇବାକୁ ଦାବି କରାଯାଇଛି। ଆଦିବାସୀ କଲ୍ୟାଣ ସଂଘ ସଦସ୍ୟମାନେ…

ମଙ୍ଗଳବାରଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ,୧୬।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ମଙ୍ଗଳବାରଠୁ ଆରମ୍ଭ ହେବାକୁ ଯାଉଛି। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେପ୍ଟେମ୍ବର ୨୧ ଓ ୨୨ ତାରିଖରେ NGRI…

ଜଙ୍ଗଲରେ ଚଢାଉ, ୨୨ କୋଟି ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲେ ଅବକାରୀ, ପୋଲିସ

ଦିଗପହଣ୍ଡି,୧୬। ୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଏସ.ଗୋପାଳପୁର ପଞ୍ଚାୟତ ଗୋଠବଣିଆ ଜଙ୍ଗଲରେ ବେଆଇନ ଭାବେ ରୋପଣ କରାଯାଇଥିବା ଗଞ୍ଜେଇ ଗଛଗୁଡ଼ିକୁ ସୋମବାର ଅବକାରୀ ଏବଂ ପୋଲିସ ଟିମ ଚଢ଼ାଉ କରି ନଷ୍ଟ କରିଦେଇଛନ୍ତି। ଏଥିସହ ସେଗୁଡିକୁ ଜାଳି…

ଗ୍ରାମର ବିଭିନ୍ନ ସମସ୍ୟା ନେଇ ଆଞ୍ଚଳିକ ବିକାଶ ପରିଷଦର ରାସ୍ତାରୋକୋ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି): ଗ୍ରାମର ବିଭିନ୍ନ ସମସ୍ୟା ନେଇ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁରଠାରେ ସୋମବାର ଗୁଣୁପୁର ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଭବାନୀପାଟଣା-ଥୁଆମୂଳ ରାମପୁର ମୁଖ୍ୟ ରାସ୍ତା ଅବରୋଧ କରାଯାଇଥିଲା। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ଗ୍ରାମରେ…

ଆନ୍ଧ୍ରକୁ ଧାନ ଚାଲାଣ ସନ୍ଦେହ: ତହସିଲଦାର ଅଟକାଇଲେ ୪ ଧାନ ବୋଝେଇ ଗାଡ଼ି

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ତହସିଲଦାର ଅନୀତା କୁମାରୀ ସାହୁଙ୍କ ନେତୃତ୍ୱରେ ସୋମବାର ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ଦିଗପହଣ୍ଡି- ଚିକିଟି ମୁଖ୍ୟରାସ୍ତାର କଲ୍ୟାଣପୁର ନିକଟରୁ ୪ଟି ଧାନବୋଝେଇ ଗାଡ଼ି ଜବତ କରି ଦିଗପହଣ୍ଡି ଥାନାକୁ ହସ୍ତାନ୍ତର କରିଥିଲେ। ଆନ୍ଧ୍ରକୁ ଧାନ ଚାଲାଣ ହେଉଥିବା…

ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତା: ରୌପ୍ୟ ହାସଲକରି ଗଞ୍ଜାମ ପାଇଁ ଆଣିଲେ ଗୌରବ ଆଣିଲେ….

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲର ୮ମ ଶ୍ରେଣୀ ଛାତ୍ର ଶୁଭାଶିଷ ରଥ ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ଭାଗନେଇ ରୌପ୍ୟ ପଦକ ହାସଲ କରିଛନ୍ତି। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଭାରୋତ୍ତଳନ କକ୍ଷରେ ରବିବାର…

ନିରାକାରପୁର ବଜାରରେ ଅଗ୍ନିକାଣ୍ଡ, ଜଳିଗଲା ୩ ଦୋକାନ

ନିରାକାରପୁର,୧୬।୧୨(ମାନସ ଚନ୍ଦ୍ର ପଟ୍ଟନାୟକ) :ସୋମବାର ନିରାକାରପୁର ବଜାର ଭିତରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ନବୀନ ବେହେରା(ବାରମଜା ଭେରାଟି ଦୋକାନ ), ଭୀମ ସେନାପତି(ମଟର ଗ୍ୟାରେଜ), ହାପି ମାଝିଙ୍କ(ପରିବା ଦୋକାନ), ଜଳିପୋଡି ପାଉଁଶ ହୋଇଯାଇଛି। ଏଥିରେ ଲକ୍ଷାଧିକ ତାଙ୍କର ଜିନିଷ…

ନବୋଦୟ ପରୀକ୍ଷାରେ ବିଶ୍ୱଜିତ ଗଞ୍ଜାମ ଜିଲା ଟପ୍ପର

ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଚଳିତ ବର୍ଷ ୨୦୨୪/୨୫ ନବୋଦୟ ପରୀକ୍ଷାରେ ଜିଲା ଟପ୍ପର ହୋଇଛନ୍ତି ବିଶ୍ୱଜିତ ଦାସ୍‌। ଗଞ୍ଜାମ ବ୍ଲକ ଅନ୍ତର୍ଗତ କଳାଯମୁନା ପ୍ରାଥମିକ ବିଦ୍ୟାଳୟ ପଞ୍ଚମ ଶ୍ରେଣୀ ଛାତ୍ର ବିଶ୍ୱଜିତ ଦାଶ ୨୦୨୪/୨୫ ବର୍ଷ ପାଇଁ ତିନୋଟି ବିଭିନ୍ନ ପରୀକ୍ଷାରେ ସଫଳତାର…

ବିଭିନ୍ନ କ୍ରୀଡାରେ ଭାଗନେଲେ ଛାତ୍ରୀଛାତ୍ର

ଥୁଆମୂଳ ରାମପୁର,୧୬।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାର ଦ୍ବାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଣପୁର ଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ସୋମବାର ଅନୁଷ୍ଠିତ…

ମନ୍ଦିରରୁ ଠେକିନେଲେ ମା’ କନକଦୁର୍ଗାଙ୍କ ମୂର୍ତ୍ତି

କବିସୂର୍ଯ୍ୟନଗର,୧୬ା୧୨(କୃପାସିନ୍ଧୁ ସ୍ବାଇଁ): ଚୋରଙ୍କ ଟାର୍ଗେଟରେ ଗଞ୍ଜାମ ଜିଲାର ଦେବାଦେବୀ ମନ୍ଦିର। ବିଭିନ୍ନ ମନ୍ଦିରରୁ ଦେବାଦେବୀଙ୍କ ସୁନାରୁପା ଅଳଙ୍କାର ଚୋରି ଘଟଣା ଘଟୁଥିଲା। ଏବେ ମନ୍ଦିରରୁ ଦେବାଦେବୀଙ୍କ ମୂର୍ତ୍ତି ଚୋରି ହେଲାଣି। ଏପରି ଘଟଣା ଘଟିଛି କବିସୂର୍ଯ୍ୟନଗରରେ। ରବିବାର ରାତିରେ ଆଠଗଡ଼ପାଟଣା କନକଦୁର୍ଗା…

ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ

ବଲାଙ୍ଗୀର,୧୬।୧୨:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୋଲିସକୁ ବଡ଼ଧରଣର ସଫଳତା ମିଳିଛି। ବଲାଙ୍ଗୀର ଜିଲା ଛତରଦାଣ୍ଡି ସଂରକ୍ଷଣ ଜଙ୍ଗଲ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜବତ ହୋଇଛି। ଉତ୍ତରାଞ୍ଚଳ ପୋଲିସ ଆଇଜି ହିମାଂଶୁ କୁମାର ଲାଲ ବଲାଙ୍ଗୀର ରିଜର୍ଭ ପୋଲିସ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?