ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ
ଯାଜପୁର,୧୬/୧୨ ନିଜର ସେବା କାର୍ଯ୍ୟକୁ ନେଇ ଓଡ଼ିଶାରେ ପରିଚିତ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନର ନିଆରା କାର୍ଯ୍ୟକ୍ରମ। ସଦସ୍ୟଙ୍କ ବଡ଼ ଭଉଣୀଙ୍କ ଏକାଦଶାହ କ୍ରିୟା ଅବସରରେ ଯାଜପୁର ଜିଲ୍ଲା ସ୍ଥିତ ଯାଜପୁର ରୋଡରେ ଥିବା ଅନାଥାଶ୍ରମରେ ଅନ୍ନଦାନ, ଗୋସେବା, ବୃଦ୍ଧାଶ୍ରମରେ…
ଶସ୍ୟ ସଂରକ୍ଷଣ ପାଇଁ ଏବେ ବି ବଞ୍ଚିଛି ଗୋଲାଘର
କେନ୍ଦ୍ରାପଡ଼ା,୧୬ା୧୨ (ଜଗନ୍ନାଥ ଧଳ): ଓଳିଆ, ଘୁମ, ଖଣି, ଅମାର ଆଦି ଶସ୍ୟ ସଂରକ୍ଷଣ ବ୍ୟବସ୍ଥା ସମ୍ପ୍ରତି ସ୍ବାଭାବିକ ଜୀବନଯାତ୍ରାରୁ ଉଭେଇ ଗଲାଣି। ମାତ୍ର କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ଅଞ୍ଚଳରେ ଏବେବି ଗୋଲାଘର ଉପରେ ଚାଷୀ ଭରସା ରଖିଛନ୍ତି। ସାଧାରଣରେ ଏହି ଶସ୍ୟାଗାର…
ମହାନଦୀ ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ ସମାଗମ
ମହାକାଳପଡ଼ା,୧୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ଶୀତ ଋତୁ ଆଗମନରେ ମହାନଦୀ ଅବବାହିକା ପଠାରେ ବିଭିନ୍ନ ପ୍ରଜାତିର ପକ୍ଷୀ ଦଳ ଦଳ ହୋଇ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ବିଶେଷକରି ଶୀତ ବଢ଼ିବା ପରେ ଉପକୂଳ ଅଞ୍ଚଳର ନଦୀ ପାର୍ଶ୍ୱ ଲୁଣା ହେନ୍ତାଳ ଜଙ୍ଗଲରେ…
ଦେବାଶିଷଙ୍କ ବଡ଼ ବୟାନ: ବିଜେଡି ଛାଡ଼ି କେହି…
କଟକ, ୧୬ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଆଉ କୌଣସି ନେତା ଦଳ ଛାଡ଼ି ଯିବେନାହିଁ। ଯିଏ ଯିବାର ଥିଲା ସେମାନେ ଗଲେଣି, ଯେଉଁମାନେ ଅଛୁ ଆଉ କେହି ଯିବୁ ନାହୁଁ ବୋଲି ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ କହିଛନ୍ତି। ଦୁଇ ଜଣ ରାଜ୍ୟ…
ଲୁହା ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ, ମଦ୍ୟପାନ କରି ଦ୍ରୁତଗତିରେ ଚଳାଉଥିଲେ ଚାଳକ
ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ଜହନପଲ୍ଲୀଠାରେ ଏକ ଲୁହା ବୋଝେଇ ଟ୍ରାକ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କେବଳ ଚାଳକ ରହିଥିବାବେଳେ ସେ ଅଳ୍ପକେ ବଡ଼ ଅଘଟଣରୁ ବର୍ତ୍ତି ଯାଇଥିବା…
ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ନୀତି
ପୁରୀ,୧୬ା୧୨(ଅଜିତ୍ କୁମାର ମହାନ୍ତି): ଧନୁ ସଂକ୍ରାନ୍ତିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହେବ। ଏହି ପହିଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଦୀର୍ଘ ୧ ମାସ ଧରି ଚାଲିିବ। ଏନେଇ ଶ୍ରୀମନ୍ଦିର…
୧ ଲକ୍ଷ କ୍ଷତିପୂରଣ ଦେବ ଏୟାର ଇଣ୍ଡିଆ
କଟକ,୧୬ା୧୨(କାର୍ତ୍ତିକ ସାହୁ): ବିମାନସେବା ଯୋଗାଉଥିବା ଏୟାର ଇଣ୍ଡିଆକୁ କଟକ ଖାଉଟି ଅଦାଲତ ୧ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ଆଦେଶ ଦେଇଛନ୍ତି। ଏଥିସହ ମାମଲା ପରିଚାଳନା ଖର୍ଚ୍ଚ ବାବଦକୁ ୨୦ ହଜାର ଟଙ୍କା ମଧ୍ୟ ଏୟାର ଇଣ୍ଡିଆ ପ୍ରଦାନ କରିବ। ଉପଯୁକ୍ତ…
ଇଲେକ୍ଟ୍ରିପୋଲ୍କୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟିଲା ଯାତ୍ରୀବାହୀ ବସ୍
ଖୋର୍ଦ୍ଧା,୧୬ା୧୨: ୫୭ ନଂ ରାଜପଥ ବାଘମାରୀ ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍ । ଛୋଟ ପିଲା ସମେତ ୭ରୁ ୮ଜଣ ଯାତ୍ରୀ ଆହତ ହୋଇ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି ହୋଇଥିବା ସ୍ଥାନୀୟ ଲୋକ କହିଛନ୍ତି। ସୂଚନାନୁଯାୟୀ, ଗଞ୍ଜାମ ସୋରଡ଼ାରୁ ଭୁବନେଶ୍ୱର ଅଭିମୁଖେ…
ପିଲାଛୁଆଙ୍କୁ ଧରି ରାଜରାସ୍ତାରେ ଖଣି ଠିକା ଶ୍ରମିକ, ଯାନବାହନ ଚଳାଚଳ ବନ୍ଦ
ବରଗଡ଼,୧୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଡୁଙ୍ଗୁରି ଚୂନପଥର ଖଣିର ଠିକା ଶ୍ରମିକମାନେ ସୋମବାର ସକାଳୁ ରାଜରାସ୍ତାକୁ ଓହ୍ଲାଇଛନ୍ତି। ୩ ଦଫା ଦାବି ନେଇ ପିଲାଛୁଆ ଧରି ସେମାନେ ବରଗଡ଼ ସହର ଉପକଣ୍ଠ ହଳଦୀପାଲି ଛକରେ ରାଜପଥ ଅବରୋଧ କରିଛନ୍ତି।…
ଇଜିପ୍ଟ ଅନ୍ତର୍ଜାତୀୟ ପ୍ରଦର୍ଶନୀରେ ଅଶ୍ୱିନୀ-ଅବନୀଙ୍କ କ୍ୟାରିକେଚର
ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ଇଜିପ୍ଟର ଗିଜା ପ୍ରାନ୍ତରେ ଅବସ୍ଥିତ ପ୍ରସିଦ୍ଧ ଅହମଦ ସୌକି ମ୍ୟୁଜିୟମର କର୍ମା ଇବନ୍ ହେନୀ ସଂସ୍କୃତି କେନ୍ଦ୍ରଠାରେ ଆୟୋଜିତ ‘ସାଦି ଇନ୍ ଦ ଆଏଜ୍ ଅଫ୍ ଦ ୱାର୍ଲଡ୍’ ଅନ୍ତର୍ଜାତୀୟ କ୍ୟାରିକେଚର ଏକ୍ଜିବିଶନ୍ରେ ଓଡ଼ିଶାର କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ…
ଧନୁ ସଂକ୍ରାନ୍ତି ପାଳନକୁ ନେଇ ଦ୍ୱନ୍ଦ୍ୱ
ପୁରୀ,୧୬ା୧୨(ଅଜିତ୍ କୁମାର ମହାନ୍ତି): ଚଳିତବର୍ଷ ପାଞ୍ଜି ଏବଂ କ୍ୟାଲେଣ୍ଡରରେ ଅନେକ ଗୁରୁତର ତ୍ରୁଟି ଓ ଦ୍ୱନ୍ଦ୍ୱ ରହିଛି। ଓଡ଼ିଶାରୁ ପ୍ରକାଶ ପାଉଥିବା ଏକାଧିକ ପାଞ୍ଜିର ଗଣନା ମଧ୍ୟରେ ତାଳମେଳ ରହୁନାହିଁ। ଏହାଦ୍ୱାରା ପର୍ବପର୍ବାଣି ଓ ଯାନିଯାତ୍ରାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ପଡୁଛନ୍ତି।…
ଡଡୁବାଡା ଲଭର୍ସ ପଏଣ୍ଟରେ ଜମୁଛି ଭିଡ଼, ଭୋଜି କରି ମଜା ନେଉଛନ୍ତି ପର୍ଯ୍ୟଟକ
ଦାରିଙ୍ଗବାଡ଼ି,୧୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓଡ଼ିଶାର କଶ୍ମୀର ଭାବେ ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ। ଏଠାରେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ରହିଥିବା ବେଳେ ସେଥିରୁ ବଣଭୋଜି କରି ମଜା ନେବା ସହ ସୌନ୍ଦର୍ଯ୍ୟର ଅପରୂପ ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଜମିଥାଏ।…

