ଆମ ଜିଲା ଖବର

ଯୁବକଙ୍କୁ କଚାଡ଼ି ପାଦରେ ଦଳି ଦେଇଥିଲା ଦନ୍ତା

ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ସୋଲ ରେଞ୍ଚ ଅନ୍ତର୍ଗତ ଟୁକୁଡ଼ା ଗ୍ରାମରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାଜେଶ ମୁଣ୍ଡା (୪୩)। ବନ ବିଭାଗ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଜଳିଗଲା ମୋ ବସ

କଟକ,୧୪ା୧୨ (କାର୍ତ୍ତିକ ସାହୁ): କଟକ ମଧୁପାଟଣା ଛକ ନିକଟରେ ଶନିବାର ରାତିରେ ଏକ ଅଘଟଣ ଘଟିଛି। ଭୁବନେଶ୍ୱରରୁ କଟକ ଆସୁଥିବା ବେଳେ ଏକ ମୋ ବସରେ ନିଆଁ ଲାଗି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡି ନ ଥିବା ବେଳେ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡ୍‌ରେ ଭାଗନେବେ ଶିବାନୀ

ଭବାନୀପାଟଣା, ୧୪ା୧୨ (ଉତ୍ତମ କୁମାର ଦାଶ): ଜାନୁଆରୀ ୨୨ରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହେବାକୁ ଥିବା ଜାତୀୟ ପରେଡ୍‌ରେ ଭାଗ ନେବେ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀ ତଥା ଏନ୍‌ଏସ୍‌ଏସ୍‌…

ଟିକସ ଫାଙ୍କି କରାଯାଉଛି ଜମି ରେଜେଷ୍ଟ୍ରି : ମାଲାମାଲ କର୍ମଚାରୀ

ବଲାଙ୍ଗୀର,୧୪ା୧୨(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରରେ ଏବେ ସରକାରୀ ଟିକସ ଫାଙ୍କି ପାଇଁ ନୂଆ ତରିକାରେ ଜମି ରେଜେଷ୍ଟ୍ରି କରାଯାଉଥିବା ଜଣାପଡିଛି। ଏଥିରେ ରାଜସ୍ବ ବିଭାଗ ଏବଂ ସବ୍‌ରେଜେଷ୍ଟ୍ରି ଅଫିସର କେତେଜଣ ଅଧିକାରୀ ଓ କର୍ମଚାରୀ ମାତିଥିବା ଜଣାପଡିଛି। ପ୍ଲଟ୍‌ ରେଜେଷ୍ଟ୍ରି ପାଇଁ…

ଦେଶୀମଦ ପ୍ରସ୍ତୁତି ଘଟଣା: ମା’-ପୁଅ ଗଲେ ଜେଲ୍‌

ଦିଗପହଣ୍ଡି,୧୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲି ନିକଟ ବେଲପଡ଼ା ଗ୍ରାମରେ ବେଆଇନ ଭାବେ ଦେଶୀମଦ ପ୍ରସ୍ତୁତ କରି ଚୋରା ଚାଲାଣ କରୁଥିବା ଘଟଣାରେ ଫେରାର ଥିବା ଗ୍ରାମର ମନାସ ମଲ୍ଲିକ ଏବଂ ତାଙ୍କ ପୁଅ କ୍ରିଷ୍ଣା ମଲ୍ଲିକଙ୍କୁ…

ଜାରିହୋଇଥିଲା ୧୪୪ ଧାରା: ବିବାଦୀୟ ଜମିରୁ କାଟିନେଲେ

ବେଲଗୁଣ୍ଠା,୧୪ା୧୨(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ସରକାରୀ କଟକଣା ସତ୍ତ୍ୱେ ଆଇନକୁ ଉଲ୍ଲଂଘନ କରି ୧୪୪ ଧାରା ଲାଗିଥିବା ଏକ ବିବାଦୀୟ ଜମିରୁ ଏକ ଦଳିତ ଗୋଷ୍ଠୀ ଧାନ କାଟି ନେଇଛନ୍ତି। ଯାହା ଜମି ବିବାଦକୁ ଏକ ଭିନ୍ନ ମୋଡ଼ ଦେଇଛି। ସୂଚନାଯୋଗ୍ୟ ବେଲଗୁଣ୍ଠା…

୧୧ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୪ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ସୁକ୍‌ମା ଜିଲା ପୋଲିସ ନିକଟରେ ମାଓବାଦୀ ସଂଗଠନର ୧୧ ସକ୍ରିୟ ସଦସ୍ୟ ଶନିବାର ଆତ୍ମସମର୍ପଣ କରିଛନ୍ତି। ଏମାନେ ହେଲେ ଯୋଗେନ୍ଦ୍ର ଯାଦବ, ହେମଲା ଦେବା, ମାଡବୀ ଗଙ୍ଗା, ମଡକମ ନଙ୍ଗା, ମଡକମ ମୁକେଶ, ହେମଲା ଜଗା, ବାରସେ…

ବାପା, ସାନଭାଇଙ୍କୁ ମରଣାନ୍ତକ ଆକ୍ରମଣ କରି ବଡ଼ ଗଲେ ଜେଲ୍‌

ଦିଗପହଣ୍ଡି,୧୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ବୃନ୍ଦାବନ ଗୌଡ଼ ଏବଂ ତାଙ୍କ ସାନପୁଅ ଶଙ୍କର ଗୌଡ଼ଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ସମ୍ପୃକ୍ତ ବୃନ୍ଦାବନଙ୍କ ବଡ଼ପୁଅ ରାଜେନ୍ଦ୍ର ଗୌଡ଼ଙ୍କୁ ଶନିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ…

ସ୍ତ୍ରୀଙ୍କୁ ଜୀବନରୁ ମାରିଦେବକୁ ସଡଯନ୍ତ୍ର କରିଥିଲେ କନଷ୍ଚେବଳ ସ୍ବାମୀ, ଆଜିବି…

ବଲାଙ୍ଗୀର,୧୪।୧୨: ନୃଶଂସ ସ୍ବାମୀ, ସ୍ତ୍ରୀଙ୍କୁ ଜୀବନରୁ ମାରିଦେବାକୁ କରିଥିଲେ ଉଦ୍ୟମ। ଏଭଳି ସାଂଘାତିକ ଅଭିଯୋଗ ଆସିଛି ଜଣେ ପୋଲିସ କର୍ମଚାରୀଙ୍କ ବିରୋଧରେ । ନିଜ ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ କରି ଫେରାର ଅଛନ୍ତି ସ୍ବାମୀ । ଗତ ସୋମବାର ବଲାଙ୍ଗୀର ସହରରେ…

ସୋଲାର ପ୍ଲେଟ୍‌ ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସୋଲାର ପ୍ଲେଟ୍‌

କେନ୍ଦୁଝର,୧୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ଅପରାହ୍ନରେ ଧରଣୀଧର ବିଶବିଦ୍ୟାଳୟ ପାଖରେ ଥିବା ଏକ ସୋଲାର ପ୍ଲେଟ୍‌ ଗୋଦାମରେ ନିଆଁ ଲାଗି ଯିବାରୁ ବ୍ୟାପକ ନଷ୍ଟ ହୋଇଛି। ଶଟ୍‌ସର୍କିଟ୍‌ରୁ ଏହି ଅଗ୍ନକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ବାହାରେ ଏକ ଅସ୍ଥାୟୀ ସେଡ୍‌ ଭିତରେ…

ମାଞ୍ଜା ସୂତାରେ ଗୁଡି ଉଡ଼ାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ: ଡିସିପି

କଟକ,୧୪।୧୨: ଆଗକୁ ମକର ସଂକ୍ରାନ୍ତି। ଆରମ୍ଭ ହୋଇଯିବ ଗୁଡି ଉଡ଼ା। ଗୁଡି ଉଡ଼ା ସମୟରେ ଘଟୁଥିବା ଦୁର୍ଘଟଣାକୁ ଦୃଷ୍ଟିରେ ରଖି କଟକ କମିଶନରେଟ ପୋଲିସ ପକ୍ଷରୁ ଦୃଢ ପଦକ୍ଷେପ ନିଆଯାଇଛି। ମାଞ୍ଜା ସୂତା ବିକ୍ରି କିମ୍ବା ସୂତାରେ ଗୁଡ଼ି ଉଡ଼ାଇଲେ ପୋଲିସ…

ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ: ଅସହାୟଙ୍କ ମୁହଁରେ ହସ ଫୁଟାଇବାକୁ ଲାୟନ୍ସ କ୍ଲବର ପ୍ରୟାସ 

ଦାରିଙ୍ଗବାଡି,୧୪।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୩ ଦିନ ହେଲା ପ୍ରବଳ ଶୀତ ଅନୁଭୂତି ହେଉଛି। ଅସହ୍ୟ ଶୀତ ଯୋଗୁ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ନିଆଁ ଭରସା ତେବେ ଲୋକଙ୍କୁ ଶୀତ ଦାଉରୁ ରକ୍ଷା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?