ଆମ ଜିଲା ଖବର

ଲୋକ ଅଦାଲତରେ ୬୮ ହଜାର ୯୭ ଟଙ୍କା ଆଦାୟ

କେସିଙ୍ଗା,୧୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଳୁକ୍‌ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଧନଞ୍ଜୟ ନାୟକଙ୍କ ଅଧ୍ୟକ୍ଷତାରେ ଅଦାଲତ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ୧୯ଟି ଫାଇନାଲ କେସ୍‌…

କମାଲ କଲେ ଦିବ୍ୟାଙ୍ଗ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରାପଡାବଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଲକସ୍ତରୀୟ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ କ୍ରୀଡ଼ା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏବିଇଓ ଗୋକୁଳା ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି…

ମାଲକାନଗିରିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି

ମାଲକାନଗିରି,୧୪ା୧୨: ମାଲକାନଗିରିକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଭେଟି ଦେଇଛନ୍ତି। ଏଠାରେ ୪ ହଜାର କୋଟି ବ୍ୟୟରେ ସିମେଣ୍ଟ କାରଖାନା ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ଘୋଷଣା କରିଛନ୍ତି।…

ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣା: ଟାଟୁରୁ ପରିଚୟ ଖୋଜୁଛି…

କଟକ,୧୪।୧୨: ନଦୀପଠାରୁ ମହିଳାଙ୍କ କଟା ମୃତଦେହ ଜବତ ଘଟଣାରେ ମହିଳାଙ୍କୁ ଚିହ୍ନଟ କରିବା ବଡ଼ ଚ୍ୟାଲେଞ୍ଜ କହିଲେ ଡିସିପି। ମହିଳାଙ୍କ ମୁହଁରେ ଗଭୀର ଆଘାତ ଥିବାରୁ ଚିହ୍ନିବା କଷ୍ଟକର ହୋଇଯାଇଛି। ଆଖପାଖ ଥାନାକୁ ନିଖୋଜ ବ୍ୟକ୍ତିଙ୍କ ତଥ୍ୟ ମଗାଯାଇଛି। ମହିଳାଙ୍କ ହାତରେ…

ଜି ଉଦୟଗିରିରେ ପ୍ରବଳ ଶୀତ: ସର୍ବନିମ୍ନ ତାପମାତ୍ରା ୫ . ୨ ଡିଗ୍ରୀ

ଜି.ଉଦୟଗିରି ୧୪। ୧୨(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ତିନି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ରାଜ୍ୟର ସବୁଠୁ ଥଣ୍ଡା ସହର ଜି. ଉଦୟଗିରି ରହିଛି। ଶନିବାର ଦିନ ସର୍ବନିମ୍ନ ତାପମାତ୍ରା ୫.୨ ଡିଗ୍ରୀ ସେଲ୍ସିୟସ ଥିବା…

ଦନ୍ତା ଆକ୍ରମଣରେ ଚାଲିଗଲା ଡ଼ଙ୍ଗରିଆ ଯୁବକଙ୍କ ଜୀବନ

ରାୟଗଡ଼ା,୧୪।୧୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ର ଲାଖପଦର ଗ୍ରାମର ଜଣେ ଡ଼ଙ୍ଗରିଆ ଯୁବକ ଦନ୍ତା ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ମୃତ ଯୁବକ ଜଣକ ହେଲେ ସାଲୁପୁ କୁଟ୍ରୁକା। ଘଟଣାରୁ ପ୍ରକାଶ…

ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର: ଯୁବକଙ୍କୁ ମାଡ଼ିବସିଲେ ଗ୍ରାମବାସୀ

ହିଞ୍ଜିଳିକାଟୁ, ୧୪।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ବୁରୁପୋଡା ହାଇସ୍କୁଲ ଛକ ନିକଟରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ପୋଡିଙ୍ଗି ଗ୍ରାମର ସିମାଞ୍ଚଳ ନାୟକ। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି…

ଚାରିଆଡ଼େ ଆବର୍ଜନା: ସଙ୍କଟରେ ତାମ୍ପରା ହ୍ରଦ

ଛତ୍ରପୁର,୧୩ା୧୨(ଦିଲୀପ ସାମଲ):ଗଞ୍ଜାମ ଜିଲାର ପର୍ଯ୍ୟଟନ ସ୍ଥଳୀ ମଧ୍ୟରୁ ତାମ୍ପରା ହ୍ରଦ ଅନ୍ୟତମ। ଜୈବ ବିବିଧତା ପାଇଁ ଏହା କେବଳ ଜାତୀୟ ନୁହେଁ ବିଶ୍ବର ବିଭିନ୍ନ ଦେଶର ପର୍ଯ୍ୟଟକଙ୍କ ମଧ୍ୟରେ ଲୋକପ୍ରିୟତା ହାସଲ କରିଛି। ମଧୁର ଜଳ ହ୍ରଦ ରୂପେ ପରିଚିତ ତାମ୍ପରା…

ଥରୁଛି ଦାରିଙ୍ଗବାଡି: ୧୦.୦୫ ଡିଗ୍ରୀରେ ପହଞ୍ଚିଲା ତାପମାତ୍ରା

ଦାରିଙ୍ଗବାଡି, ୧୪।୧୨ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ୩ ଦିନ ହେଲା ଶୀତ ଲହରୀ ଲାଗି ରହିଛି। ଶନିବାର ତାପମାତ୍ରା ଆହୁରି ଖସିବା ସହ ୧୦.୦୫ ଡିଗ୍ରୀରେ ପହଞ୍ଚିଛି। ଆଭ୍ୟନ୍ତରୀଣ ଅଞ୍ଚଳରେ ଏହା ଠାରୁ ଆହୁରି କମ…

ଖୋଲୁନି ଧାନ ମଣ୍ଡି: ଆନ୍ଧ୍ରକୁ ଯାଉଛି ଗାଁର ଧାନ

ପଞ୍ଚଲିଙ୍ଗେଶର,୧୪।୧୨(ଲେଲିନ କୁମାର ଦେ): କୁଇଣ୍ଟାଲ ପିଛା ସରକାରୀ ଫାଇନ (ଆରଏମସି ) ମାତ୍ର ୨୩ ଟଙ୍କାରେ ଆନ୍ଧ୍ରକୁ ଯାଉଛି ଓଡିଶାର ଧାନ। ଖୋଲୁନି ମଣ୍ଡି ବୋଲି ଚାଷୀ ହେଉଛନ୍ତି ହନ୍ତସନ୍ତ। ରାଜ୍ୟ ସରକାର ୩୧ ଶହ ଟଙ୍କାରେ ଧାନ କିଣିବା ପାଇଁ…

ଲଞ୍ଚଘୋଲା ବେଳାଭୂମିରେ ମୃତ ଅଲିଭ୍‌ରିଡ୍‌ଲେ କଇଁଛ

ମହାକାଳପଡ଼ା, ୧୪ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ଶୀତ ଋତୁ ଆରମ୍ଭରୁ ଅଲିଭରିଡ୍‌ଲେ କଇଁଛ ସୁଦୂର ପ୍ରଶାନ୍ତ ମହାସାଗର, କୋଷ୍ଟାରିକା, ଶ୍ରୀଲଙ୍କା ଆଦି ଅଞ୍ଚଳରୁ ସମୁଦ୍ର ପଥ ଅତିକ୍ରମ କରି ଓଡ଼ିଶା ଉପକୂଳକୁ ଆସିଛନ୍ତି। ବିଶେଷ କରି ଗହୀରମଥା, ଋଷିକୁଲ୍ୟା ମୁହାଣ, ଜଟାଧାର ମୁହାଣ ବେଳାଭୂମିକୁ…

ଧ୍ୟାନ ଜୀବନକୁ ଶୃଙ୍ଖଳିତ, ରୋଗମୁକ୍ତ କରାଏ: ସର୍ବେଶ୍ୱର ଜୀ ମହାରାଜ

ଜୀବନରେ ଲୋଭ ରହିବା ଉଚିତ୍‌ ନୁହେଁ। ଶାନ୍ତି ଓ ମୋକ୍ଷ ଜୀବନର ମୂଳ ଲକ୍ଷ୍ୟ ରହିବା ଆବଶ୍ୟକ। ସଂସାର ମୋହମାୟାରେ ଛନ୍ଦି ହୋଇ ମଣିଷ ଆଦୌ ଧନସମ୍ପତ୍ତି ପ୍ରତି ପ୍ରଲୋଭିତ ନ ହୋଇ ସୁସ୍ଥ ଓ ଶାନ୍ତି ଜୀବନ ପାଇଁ ଆଧ୍ୟାତ୍ମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?