ଆମ ଜିଲା ଖବର

ଫେରିବା ନାଁ ଧରୁନି ଜିନ୍ନତ:୫ ଦିନ ପରେ ମଇଁଷି ବାଛୁରି ମାରି ଖାଇଲା

ବାରିପଦା,୧୪ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରୁ ଝାଡ଼ଖଣ୍ଡ ଜଙ୍ଗଲକୁ ପଳାଇଥିବା ମହାବଳ ବାଘୁଣୀ ଜିନ୍ନତ ଫେରିବା ନେଇ ଅନିଶ୍ଚିତତା ଦେଖାଦେଇଛି। ରବିବାର ରାତିରୁ ପଳାଇଯାଇ ଝାଡ଼ଖଣ୍ଡର ଚିଆବାନ୍ଧି ଗ୍ରାମ୍ୟ ଜଙ୍ଗଲରେ ଲୁଚି ରହିଥିବା ଜିନ୍ନତ ୫ ଦିନ ପରେ ବନ୍ଧାଯାଇଥିବା…

ପାଟଣା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ ୧୪ ସମିତିସଭ୍ୟ

ପାଟଣା,୧୩ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାୟକଙ୍କ ବିରୋଧରେ ଅନାସ୍ଥା ଲାଗି ପ୍ରସ୍ତାବ ଦିଆଯାଇଛି। ଶୁକ୍ରବାର ପାଟଣା ବ୍ଲକର ୧୪ ଜଣ ସମିତି ସଭ୍ୟ ଏକାଠି ହୋଇ କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳେଇଙ୍କ…

ଲୁଟେରା ନୁହେଁ, ସ୍ବାମୀ ହତ୍ୟାକାରୀ: ପରକୀୟା ପ୍ରୀତି ହେଲା କାଳ

ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ):ଲୁଟ୍‌ ନୁହେଁ ବରଂ ପରକୀୟାପ୍ରୀତି ଯୋଗୁ ୭ମାସର ଗର୍ଭବତୀ ସ୍ତ୍ରୀଙ୍କୁ ସ୍ବାମୀ ଗୁଳିକରି ହତ୍ୟା କରିଛନ୍ତି। ଆଉ ଏଥିରେ ତାଙ୍କୁ ସହଯୋଗ କରିଛନ୍ତି ତାଙ୍କ ଭିଣୋଇ। ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ସାମ୍ୟମୟୀ…

ନାବାଳିକାଙ୍କୁ ଗଣବଳାତ୍କାର :ଦୁଇ ଯୁବକଙ୍କୁ ଆଜୀବନ କାରାଦଣ୍ଡ, ପୀଡ଼ିତାଙ୍କୁ ୧୫ଲକ୍ଷ ସହାୟତା ନିର୍ଦ୍ଦେଶ

ବ୍ରହ୍ମପୁର,୧୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ନାବାଳିକା ଗଣବଳାତ୍କାର ମାମଲାର ୨ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ଗୋଳନ୍ଥରା ଥାନା ଅଞ୍ଚଳର ଋତୁରାଜ ବେହେରା (୩୩)…

ଜିଲା ପାଇଁ ଗୌରବ ଆଣିଲେ ଛାତ୍ର ପ୍ରୟାଗରାଜ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଟାଟା ଷ୍ଟିଲ (ୟାଟ୍ସ) ପକ୍ଷରୁ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ଭାଗ ନେଇଥିବା ୬୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କଳାହାଣ୍ଡି ଜିଲା କୋକସରା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ପ୍ରୟାଗରାଜ…

ଇସ୍ରୋ ଯିବେ ବିକାଶ ଛାତ୍ର ପ୍ରଜ୍ଞାନ କର

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ସାରା ଓଡ଼ିଶାରୁ ୮୦ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ପ୍ରଜ୍ଞାନ କର ଯୁବ ଜ୍ୟୋତିର୍ବିଜ୍ଞାନୀ ଭାବେ ଭାରତୀୟ ଗବେଷଣା ସଂସ୍ଥା ଇସ୍ରୋକୁ ଯିବା ପାଇଁ ମନୋନୀତ ହୋଇଛନ୍ତି । ପ୍ରକାଶଥାଉକି, ରାଜ୍ୟ…

ଚକ୍‌ ଫାଟି ଟ୍ରକ୍‌ରେ ଲାଗିଲା ନିଆଁ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଷ୍ଟେଟବ୍ୟାଙ୍କ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମାଲବୋଝେଇ ଟ୍ରକ୍‌ର ପଛ ଚକ ଫାଟିଯିବାରୁ ହଠାତ୍‌ ନିଆଁ ଲାଗି ଯାଇଥିଲା। ସ୍ଥାନୀୟ ଲୋକେ ଏ ନେଇ…

ଗଣବଳାତ୍କାର ମାମଲା, ୨ ଅଭିଯୁକ୍ତଙ୍କୁ ଆଜୀବନ

ବ୍ରହ୍ମପୁର,୧୩ା୧୨ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସ୍ବତନ୍ତ୍ର ପୋକସୋ ଜଜ ପ୍ରଣତି ପଟ୍ଟନାୟକ ୨୦୨୧ରେ ଗୋଳନ୍ଥରା ଥାନା ଅଞ୍ଚଳରେ ଏକ ନାବାଳିକା ଗଣବଳାତ୍କାର ମାମମଲାର ଚୁଡାନ୍ତ ରାୟ ପ୍ରକାଶ କରିଛନ୍ତି। କୋର୍ଟ ୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…

ବିଡିଓଙ୍କୁ ଶୁଭେଚ୍ଛା ଜଣାଇବାକୁ ପହଞ୍ଚିଲେ….

କୋକସରା,୧୩।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଡିଓ ଡ଼. ହିମାଞ୍ଚଳ ମାଝୀଙ୍କୁ ଶୁକ୍ରବାର କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟ ସମୂହଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ଲକ ଉପାଧ୍ୟକ୍ଷ…

ସମିତିସଭ୍ୟ ମହାସଙ୍ଘର ୭ଜଣିଆ ଦଳ ଦାରିଙ୍ଗବାଡି ଗସ୍ତ: ବିଭିନ୍ନ ଦାବି ନେଇ….

ଦାରିଙ୍ଗବାଡି,୧୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ସମିତିସଭ୍ୟାସଭ୍ୟ ମହାସଙ୍ଘର ୭ଜଣିଆ ଦଳ ଦାରିଙ୍ଗବାଡି ଗସ୍ତ କରିଛନ୍ତି। ଦଳରେ ମହାସଙ୍ଘର ଜିଲା ସଭାପତି ବୈଦ୍ୟନାଥ ବେହେରାଙ୍କ ନେତୃତ୍ୱରେ ଉପସଭାପତି ଜୁନେସ ଦିଗାଲ, ସାଧାରଣ ସମ୍ପାଦକ କିରାପ ପ୍ରଧାନ, କୋଷଧ୍ୟକ୍ଷ ପାରେଶ୍ୱର କଂହର, ବରିଷ୍ଠ ଉପଦେଷ୍ଟା…

୧୪ ବଦଳରେ ୧୬ରେ ହେବ ବିଦ୍ୟୁତ୍‌ କାଟ୍‌

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ(ଓପିଟିସିଏଲ୍‌) ପକ୍ଷରୁ ଆସନ୍ତା ୧୪ ତାରିଖରେ ୧୩୨/୩୩ କେ.ଭି ପ୍ରଧାନପାଲି ଗ୍ରୀଡ ସବ୍‌ଷ୍ଟେଶନର ବାର୍ଷିକ ରକ୍ଷଣାବେକ୍ଷଣ ପାଇଁ ବିଦ୍ୟୁତ୍‌ କାଟ କରାଯିବ ବୋଲି ଘୋଷଣା କରାଯାଇଥିଲା। ହେଲେ ବିଭାଗ ପକ୍ଷରୁ ୧୪…

ଦେବଗଡ଼ରେ ଲଜ୍ଜା: ବିଧବାଙ୍କୁ ଗଣବଳାତ୍କାର, ୪ ଅଭିଯୁକ୍ତ ଗିରଫ

ଦେବଗଡ଼,୧୩।୧୨: ଦେବଗଡ଼ ଜିଲାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ବିଧବା ମହିଳାଙ୍କୁ ଗଣବଳାତ୍କାର ଅଭିଯୋଗରେ ଦେବଗଡ଼ ଟାଉନ ଥାନା ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୋଗ ମୁତାବକ, ମହିଳା ଜଣକ ସାପ୍ତାହିକ ହାଟରୁ ଫେରୁଥିଲେ। ହେଲେ ବାଟରେ ଅଭିଯୁକ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?