ବ୍ଲକ ପ୍ରଶାସନର ବଡ଼ ପଦକ୍ଷେପ: ନୂଆ ଦିବ୍ୟାଙ୍ଗ ହେବେ ଚିହ୍ନଟ, ପୁରୁଣାଙ୍କର ହେବ ଅନ୍ଲାଇନ୍ ପଞ୍ଜୀକରଣ
ଦାରିଙ୍ଗବାଡ଼ି,୪ା୧୦(ଅରୁଣ ସାହୁ): କେହି ନିଜକୁ ହୀନ ମନେ କରିବେ ନାହିଁ। ଜଣେ ସୁସ୍ଥ ମଣିଷ ଯେମିତି ସମସ୍ତ ସୁବିଧା ପାଉଛନ୍ତି, ସେହିପରି ଜଣେ ଦିବ୍ୟାଙ୍ଗ ମଧ୍ୟ ସରକାରଙ୍କ ସମସ୍ତ ଯୋଜନାର ଫାଇଦା ନେଇପାରିବେ। ଦିବ୍ୟାଙ୍ଗମାନଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ...
ନଦୀ ପାର୍ବେଳେ ଭାସି ଯାଇଥିଲେ ବୃଦ୍ଧ, ଆଜି ମିଳିଲା ମୃତଦେହ
ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଖପରାପଲ୍ଲୀ ଗ୍ରାମର ବିଶୁ ନାୟକ ଗତ ୨ ତାରିଖ ଦିନ ବଡ଼ନଦୀରେ ଭାସି ଯାଇଥିଲେ। ଶୁକ୍ରବାର ରାତିରେ ତାଙ୍କ ମୃତଦେହକୁ କୁଲାଡ଼ ନିକଟରୁ ଉଦ୍ଧାର କରାଯାଇଛି। ପୋଲିସ ରାତିରେ ମୃତଦେହ...
ଉପ-ଡାକଘରୁ ବଡ଼ ଧରଣର ଚୋରି
କେନ୍ଦୁଝର,୪।୧୦: କେନ୍ଦୁଝର ଜିଲା ଚମ୍ପୁଆ ଉପ-ଡାକଘରୁ ଏକ ବଡ଼ଧରଣର ଚୋରି ହୋଇଛି। ଦୁବୃର୍ତ୍ତମାନେ ଡାକଘର ପଛ ପଟ କବାଟ ତାଲା ଭାଙ୍ଗି ଚୋରି କରିଥିବା ଜଣାପଡିଛି। ଚୋର ଦଳ ଡାକଘର ଆଲମାରି ଭାଙ୍ଗି ନଗଦ ଟଙ୍କା ସହ ସିସିଟିଭି ଡିଭିଆର୍...
ଦୁର୍ଘଟଣାରେ ମୃତ ୩ ଯୁବକଙ୍କ ମିଳିଲା ପରିଚୟ: ଥାନାରେ ପହଞ୍ଚିଲା ମାମଲା
ଦାରିଙ୍ଗବାଡି, ୪।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡୁଲୁରୀଠାରେ ବାଇକ ଦୁର୍ଘଟଣାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ସମସ୍ତ ମୃତକଙ୍କ ପରିଚୟ ମିଳିଛି ମୃତକ ହେଲେ ବାଲିଗୁଡା ଥାନା ଋତୁଙ୍ଗିଆ ପଞ୍ଚାୟତ କୁଟିଗୁଡା ଗ୍ରାମର...
ଏନଏସି ପ୍ରଶାସନର ଦାୟିତ୍ୱହୀନତା: ପାର୍ବଣରେ ଉଠିଲାନି ଅଳିଆ ଆବର୍ଜନା
ଗଞ୍ଜାମ,୪।୧୦(ବିଦ୍ୟାଧର ସାହୁ ) : ବର୍ତ୍ତମାନ ଚାଲିଛି ପାର୍ବଣ ଋତୁ। ଦଶହରା ଦୁର୍ଗା ପୂଜା ସରିବା ପରେ ଏବେ କୁମାର ପୂର୍ଣ୍ଣିମା,ଜହିଁ ଓଷା ଓ ମା’ ଗଜଲକ୍ଷ୍ମୀଙ୍କ ପୂଜା ଆରମ୍ଭ ହେବ । ବଜାର ଜନ ଗହଳିପୂର୍ଣ । ସାନ...
ଭସାଣରେ ଗୋଷ୍ଠୀ ସଂଘର୍ଷ: ଢେଲାପଥର ମାଡ଼ରେ ଡିସିପିଙ୍କ ଆଖି ଫାଟିଲା, ଅଟକିଲା ମେଢ଼
କଟକ,୪ା୧୦: ଦୁର୍ଗାପୂଜା ଭସାଣବେଳେ ଗୋଷ୍ଠୀ ସଂଘର୍ଷ ଘଟିବାରୁ ରାସ୍ତାରେ ମେଢ଼ ଅଟକି ରହିଛି। ଦରଘା ବଜାର ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷ ଘଟି ୬ ଜଣ ଗୁରୁତର ହୋଇଛନ୍ତି। କାଚ ଓ ପଥର ମାଡ଼ରେ କଟକ ଡିସିପି ଋଷିକେଶ ଖିଲାରୀ ମଧ୍ୟ...
ରାଜ୍ୟ ବାହାରକୁ ଚାଲାଣ ହେଉଥିଲେ ଦାଦନ ଶ୍ରମିକ, ରାତି ଅଧିଆ ମାଡି ବସିଲା ପୋଲିସ, ତା’ପରେ…
ବଲାଙ୍ଗୀର,୪।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରୁ ରାଜ୍ୟ ବାହାରକୁ ଦାଦନ ଶ୍ରମିକ ଚାଲାଣ ପୂର୍ବରୁ ୫୫ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ । ଦାଦନ ସର୍ଦ୍ଦାର ଶ୍ରମିକ ଚାଲାଣ କରିବା ପାଇଁ ଶ୍ରମିକମାନଙ୍କୁ ଘରେ ରଖିଥିବା...
ଭଞ୍ଜନଗରରେ ଥମୁନି ଜୁଆଖେଳ: ୫୪ ଜୁଆଡିଙ୍କୁ ବାନ୍ଧିଲାଣି ପୋଲିସ
ଭଞ୍ଜନଗର,୪।୧୦(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଦଶହରାଠାରୁ କୁମାର ପୂର୍ଣ୍ଣିମା ମଧ୍ୟରେ ଲୋକେ ପ୍ରାୟ ପାରମ୍ପରିକ ଭାବେ ଜୁଆ ଖେଳ ଖେଳିଥାନ୍ତି। କିନ୍ତୁ ଆଉ କିଛି ଲୋକ ତା ପୁର୍ବରୁ ମଧ୍ୟ ଜୁଆ ଖେଳନ୍ତି। ଏଥିସହ ଆଉ କେତକ ସ୍ଥାନରେ ବର୍ଷର ଅଧିକାଂଶ...
ହାତୀନଦୀରେ ବନ୍ୟା ସ୍ଥିତି: ରାସ୍ତାରେ ଗଛ ପଡ଼ିଲା, ଘରେ ପାଣି ପଶିଲା
ଭବାନୀପାଟଣା,୪ା୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ବର୍ଷା ବିତ୍ପାତ ଦେଖାଦେଇଛି। ଗୁରୁବାର ଦିନତମାମ ପ୍ରବଳ ବର୍ଷା ଯୋଗୁ ଜିଲାର ବିଭିନ୍ନ ସ୍ଥାନରେ ବେହାଲ ପରିସ୍ଥିତି ସୃଷ୍ଟି ହୋଇଛି। ଜିଲାର ଥୁଆମୂଳ ରାମପୁର ବ୍ଲକରେ ସର୍ବାଧିକ ୩୫୨ମି.ମି. ବର୍ଷା ହୋଇଥିଲା। ସେହିପରି ଜୁନାଗଡ଼...
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପସ୍ତାବ: ଓ୍ବାର୍ଡ ସଭ୍ୟଙ୍କୁ କରିନେଲେ ଅପହରଣ
ଯାଜପୁର,୪ା୧୦(ହର୍ଷବର୍ଦ୍ଧନ ବେହେରା):ପଞ୍ଚାୟତ ନିର୍ବାଚନକୁ ପ୍ରାୟ ଦେଢ଼ବର୍ଷ ବାକି ରହିଥିବାବେଳେ ଯାଜପୁର ଜିଲାରେ ସରପଞ୍ଚମାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଅଣାଯିବା ରାଜନୀତି ଜୋର ଧରିଛି। ଯାଜପୁର ଜିଲାର ବିଞ୍ଝାରପୁର ବ୍ଲକ ରଣପୁର ଏବଂ ଦଶରଥପୁର ବ୍ଲକ ବିରୁହାଁ ସରପଞ୍ଚଙ୍କ ବିରୋଧରେ ଉପଜିଲାପାଳଙ୍କ...
ସରିଲା ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: କମାଲ କଲେ ପୋଲିସ କର୍ମଚାରୀ
ଭବାନୀପାଟଣା,୪ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ଗୁରୁବାର ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା...
ଋଷିକୂଲ୍ୟା ଜଳସ୍ତର ବୃଦ୍ଧି ପାଇବା ସହ ଗଞ୍ଜାମରେ ବନ୍ୟା ପରିସ୍ଥିତି ସୃଷ୍ଟି : ଅନୁଧ୍ୟାନ କଲେ ବିଧାୟକ
ଗଞ୍ଜାମ,୪।୧୦: (ବିଦ୍ୟାଧର ସାହୁ ): ଉପର ମୁଣ୍ଡରେ ପ୍ରବଳ ବର୍ଷା ଏବଂ ଘୋଡ଼ାହାଡ଼ ଡ୍ୟାମରେ ଅଧିକ ପାଣି ଯୋଗୁ ଋଷିକୂଲ୍ୟା ଜଳସ୍ତର ବୃଦ୍ଧି ପାଇବା ସହ ଗଞ୍ଜାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ଜିଲା ପ୍ରଶାସନ ଠାରୁ...
Archives


