ଗୋକର୍ଣ୍ଣପୁରରେ ଶ୍ରୀ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଉଦଯାପିତ: ମହାଯଜ୍ଞ ପୂର୍ଣ୍ଣାହୁତିରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ସମାଗମ
ଦିଗପହଣ୍ଡି,୨୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଗୋକର୍ଣ୍ଣପୁର ଗ୍ରାମରେ ଗତ ୩ ଧରି ଚାଲିଥିବା ଶ୍ରୀ ଲକ୍ଷ୍ମୀନୃସିଂହ ଓ ଏଲମା ଶ୍ରୀ ପୋତୁରାଜଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଶୁକ୍ରବାର ଉଦଯାପିତ ହୋଇଯାଇଛି । ମନ୍ଦିର ପରିଚାଳନା…
ତିଲୋରୀରେ ନିଆରା ଢଙ୍ଗରେ ପାଳିତ ହେଲା ବାହୁଡ଼ା ଯାତ୍ରା: ଖଟୁଲିରେ ବିଜେ କଲେ…
ଦାରିଙ୍ଗବାଡି, ୨୪/୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଶାନ୍ତି ଓ ଶୃଙ୍ଖଳାର ସହ ପାଳିତ ହୋଇଯାଇଛି। ବ୍ଲକର ତିଲୋରୀ ଗ୍ରାମରେ ଗତ ଏକ ଦଶନ୍ଧି ଧରି ନିଆରା ଢଙ୍ଗରେ ବାହୁଡ଼ା…
କୁଲାଡ ବାହୁଡ଼ା ଯାତ୍ରା: ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟକ୍ତି….
ଭଞ୍ଜନଗର,୨୪।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କୁଲାଡ ବାହୁଡ଼ା ଯାତ୍ରା ଐତିହାସିକ ଓ ପ୍ରସିଦ୍ଧ। ଭଞ୍ଜ ରାଜବଂଶଙ୍କ ପକ୍ଷରୁ ଶହ ଶହ ବର୍ଷ ଧରି ଏଠାରେ ରଥଯାତ୍ରା ପାଳିତ ହୋଇ ଆସୁଥିବାବେଳେ ଶୁକ୍ରବାର ବାହୁଡ଼ା ଯାତ୍ରା ମଧ୍ୟ ଆଡ଼ମ୍ବରପୂର୍ଣ୍ଣ…
ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର
ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଫକୀରମୋହନ ମେଡିକାଲ କଲେଜ ଓ…
ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ
ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା ପୋଲିସ ଗିରଫ କରିଛି। ଗିରଫ ଯୁବକ ହେଲେ ସାନ…
ଶ୍ରୀମନ୍ଦିର ଅଭିମୁଖେ ୩ ରଥ, ଘଣ୍ଟଘଣ୍ଟାରେ କମ୍ପୁଛି ଶ୍ରୀକ୍ଷେତ୍ର
ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଜନ୍ମବେଦିରେ ଲୀଳାଖେଳା ସାରି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି ମହାପ୍ରଭୁ । ଶ୍ରୀମନ୍ଦିର ଅଭିମୁଖେ ଗଡୁଛି ତାଳଧ୍ବଜ, ଦେବଦଳନ ଓ ନନ୍ଦିଘୋଷ ରଥ। ବଡ଼ଭାଇ, ଭଉଣୀଙ୍କ ପଛେ ପଛେ ଯାଉଛନ୍ତି କାଳିଆ ସାଆନ୍ତେ। ଭକ୍ତିମୟ ପରିବେଶରେ ଶ୍ରଦ୍ଧାଳୁ…
Bahuda Yatra 2026: ତାଳଧ୍ବଜ ପରେ ଗଡ଼ିଲା ଦେବଦଳନ
ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ବଡ଼ଦାଣ୍ଡ ହୋଇପଡିଛି ଲୋକାରଣ୍ୟ। ମହାପ୍ରଭୁ ଜନ୍ମବେଦିରେ ଲୀଳାଖେଳା ସାରି ଆଜି ଶ୍ରୀମନ୍ଦିର ମୁହାଁ ହୋଇଛନ୍ତି। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ଶରଧାବାଲିରୁ ଶ୍ରୀମନ୍ଦିର ଅଭିମୁଖେ ବଡ଼…
ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି
ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ସୁଗାନକେତା, ସିମନବାଡ଼ି, ଗବାଟବାଡ଼ି ଓ ପ୍ରଥମଥର ପାଇଁ କିରିକୁଟି…
ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି ବି. ସୋମନାଥ ପାତ୍ର ନୂତନ ଭାଜପା ଯୁବମୋର୍ଚ୍ଚା ଟିମ୍ର ନାମ ଘୋଷଣା ହୋଇଛି।…
ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍
ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ ଗଞ୍ଜେଇ ଭର୍ତ୍ତି ଟ୍ରକକୁ ବଲାଙ୍ଗୀର ଅବକାରୀ ଟିମ୍ ଶୁକ୍ରବାର ଜବତ କରିଛି ।…
ସରିଲା ଛେରାପହଁରା, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା
ପୁରୀ,୨୪ା୭: ଆଜି ପବିତ୍ର ବାହୁଡ଼ାଯାତ୍ରା। ଘର ବାହୁଡିବେ ଜଗତ ନିୟନ୍ତା ଶ୍ରୀଜଗନ୍ନାଥ। ଏନେଇ ଭକ୍ତି ଭାବରେ ଭିଜୁଛି ସମଗ୍ର ଶ୍ରୀକ୍ଷେତ୍ର। ନାଚ, ଗୀତ, ହରିବୋଲରେ ଦୁଲୁକୁଛି ବଡ଼ଦାଣ୍ଡ। ନୀତି ର୍ନିଘଣ୍ଟ ଅନୁଯାୟୀ, ଶୁକ୍ରବାର ଭୋର ୪ଟାରେ ମଙ୍ଗଳ ଆଳତି ହୋଇ ମଧ୍ୟାହ୍ନ…
ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ
ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମୃତକ ହେଇଛନ୍ତି ଗାଁର ଉପେନ୍ଦ୍ର…

