ଭିଜିଲାନ୍ସ ଜାଲରେ ମହିଳା RI, ୫୫୦୦ ଲାଞ୍ଚ ନେବାବେଳେ….
ଡେରାବିଶ,୨୪ା୭(ଅଜୟ ବେବର୍ତ୍ତା): ଭିଜିଲାନ୍ସ ଜାଲରେ ମହିଳା ରାଜସ୍ୱ ନିରିକ୍ଷିକା ସାଇ ଦର୍ଶିନୀ ଲେଙ୍କା । ଜମି ମ୍ୟୁଟେସନ୍ ପାଇଁ ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ । ସୂଚନା ଅନୁସାରେ, ସାଇ ଦର୍ଶିନୀ ଲେଙ୍କା ଜମି ମିଉଟେଶନ ପାଇଁ ଦଶ ହଜାର ଟଙ୍କା…
ରାଇକିଆରେ ବାହୁଡ଼ା ଯାତ୍ରା, ଛେରା ପହଁରା ପାଇଁ ବିଡିଓ…
ରାଇକିଆ,୨୪ା୭(ପ୍ରଦୀପ ବେହେରା): ଆଜି ବାହୁଡ଼ା ଯାତ୍ରା। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିର ପୂଜା କମିଟି ତରଫରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଚତୁର୍ଦ୍ଧାବିଗ୍ରହ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ…
ଦୁର୍ଦ୍ଦାନ୍ତ ଅପରାଧୀଙ୍କ ଉପରେ ଜାରି ରହିବ କଡ଼ା ଆଭିମୁଖ୍ୟ: ଏସ୍ପି
ଛତ୍ରପୁର,୨୪ା୭(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଚୋରି, ଡକାୟତି, ଦାଦାବଟି ଭଳି ୧୨ଟି ଆପରାଧିକ ମାମଲାରେ ସଂଶ୍ଳିଷ୍ଟ ଥିବା ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଘନଶ୍ୟାମ ବେହେରା ଓରଫ କାଳିଆକୁ ପୁରୁଷୋତ୍ତମପୁର ଥାନା କୋଦଳା ଥାନା ଅନ୍ତର୍ଗତ କନିଆରି-ଛୁଞ୍ଚିପଡ଼ା ରାସ୍ତାରେ ଏନ୍କାଉଣ୍ଟର କରିଛନ୍ତି। କାଳିଆଙ୍କ ଧରିବା ପାଇଁ…
ଚାଷଜମିକୁ ଯାଇଥିଲେ ଚାଷୀ, ଚୋଟ ମାରିଲା ସାପ, ଘରକୁ ଫେରିବା ପରେ…
ବଞ୍ଚୋ,୨୪ା୭(ପ୍ରଦୋଷ ବିଶ୍ୱାଳ): ଜଣେ ଚାଷୀ ଚାଷଜମିକୁ ଯାଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିବା ନେଇ ପରିବାର ଲୋକେ ସନ୍ଦେହ କରିଛନ୍ତି। ଆନନ୍ଦପୁର ଥାନା ବଞ୍ଚୋ ଗାଁର ଅନାମ ଚରଣ ରାଉତ ନାମକ ଜଣେ ଚାଷୀ ଗୁରୁବାର ଚାଷଜମିକୁ ଯାଇ ଫେରିବା ପରେ…
ବଲାଙ୍ଗୀରରେ ଚାଞ୍ଚଲ୍ୟ! ନିଜ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣିଲେ ସ୍ବାମୀ, ଏହି କାରଣକୁ ନେଇ….
ବଲାଙ୍ଗୀର,୨୪।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ଚଟୁଅନକା ମାଝିପଡାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ଘଟିଛି । ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଛନ୍ତି । ଏହି…
ମେଡିକାଲରେ ପଶି ଭଙ୍ଗାରୁଜା, ମୁଖ୍ୟ ଅଭିଯୁକ୍ତ ଗିରଫ, ପୂର୍ବରୁ ରହିଛି ଏସବୁ କେସ୍…
ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ବଡ଼ ବଜାରସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଅସାମାଜିକ ଯୁବକ ମେଡିକାଲ ଭିତରେ ପଶି ମେଡିକାଲ ଅଫିସର ଏବଂ ଆୟୁଷ ଡାକ୍ତରଙ୍କ ଚାମ୍ବର ଗ୍ଲାସ ଭାଙ୍ଗି ଦେଇଥିଲେ। ଏନେଇ ମେଡିକାଲରେ କାର୍ଯ୍ୟରତ ଡାକ୍ତରଙ୍କ ଏତଲା ପରେ…
ପ୍ରଥମଥର ପୁରୁଷୋତ୍ତମପୁର ପୋଲିସର ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ କାଳିଆକୁ ଏନ୍କାଉଣ୍ଟର
ପୁରୁଷୋତ୍ତମପୁର,୨୪।୭(ସବିତା ମିଶ୍ର): ଗଞ୍ଜାମ ଜିଲାରେ ପୁଣି ଏନକାଉଣ୍ଟର । ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ପ୍ରଥମଥର ଏନକାଉଣ୍ଟର କରାଯାଇଥିଲା । ପୁରୁଷୋତ୍ତମପୁର ନଦୀତଟ ସାହିର କୁକ୍ଷାତ ଅପରାଧି କାଳିଆ ଓରଫ ଘନଶ୍ଯାମବେହେରାଙ୍କୁ ପୋଲିସ ଏନକାଉଣ୍ଟର କରିଛି । କାଳିର ଗ୍ଯାଙ୍ଗ ଦିର୍ଘଦିନହେଲା ପୁରୁଷୋତ୍ତମରପୁର…
ବତିଘର ପଞ୍ଚାୟତକୁ ମିଳିଲା ମୋବାଇଲ ଆମ୍ବୁଲାନ୍ସ: ଡୋର୍ ଟୁ ଡୋର୍ ସ୍କ୍ରିନ୍ ଟେଷ୍ଟ କରିବେ ସ୍ବାସ୍ଥ୍ୟ କର୍ମଚାରୀ
ମହାକାଳପଡ଼ା,୨୪ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଆଇଲାଣ୍ଡ ବତିଘର ପଞ୍ଚାୟତକୁ ନାହିଁ ଯାତାୟାତ ବ୍ୟବସ୍ଥା। ଫଳରେ ପଞ୍ଚାୟତ ଅଧୀନ ୧୦ଟି ଗାଁରେ ବସବାସ କରୁଥିବା ୧୨ହଜାରରୁ ଊର୍ଦ୍ଧ୍ୱ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…
ଅଭିଶପ୍ତ ଜୀବନ ବିତାଉଛନ୍ତି କୁମିଆପାଲିର ଉମାଙ୍କ ପରିବାର: କବାଟ ବନ୍ଦ କରି ରହିବାକୁ ପଡୁଛି
ବଲାଙ୍ଗୀର,୨୪ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ କୁମିଆପାଲି ଗଁା ଏବେ ଚର୍ଚ୍ଚାରେ ରହିଛି। ଲୋୟର ସୁକ୍ତେଲ ଡ୍ୟାମ୍ର ଠେଲା ପାଣିରେ ଆଉ ଅଳ୍ପ କିଛି ଦିନ ପରେ ଏଇ ଗଁା ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯିବା କୁହାଯାଉଛି। ଏହି ଗଁାର…
ଅଞ୍ଚଳରେ ଚାଞ୍ଚଲ୍ୟ: ଗ୍ୟାସ୍ କଟରରେ କାଟି ଏଟିଏମ୍ରୁ ଟଙ୍କା ନେଇ ଫେରାର୍
ଉମରକୋଟ,୨୪।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହରର କୋଣ୍ଡାଗା ରୋଡ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍ବିଆଇ)ର ଏକ ଏଟିଏମ୍କୁ ଦୁର୍ବୃତ୍ତମାନେ ଗ୍ୟାସ୍ କଟରରେ କାଟି ଲୁଟ୍ କରିଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…
ପିକଅପ୍ ଭ୍ୟାନ୍ ଧକ୍କାରେ ହାତୀ ଆହତ: ବନ ବିଭାଗ ଦ୍ୱାରା କରାଯାଉଛି ଚିକିତ୍ସା
କେନ୍ଦୁଝର,୨୪।୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ରେଞ୍ଜର ନରଣପୁର ସେକ୍ସନ ଅନ୍ତର୍ଗତ ବଡ଼ପଷି, ଗୋପୀନାଥପୁର ଗ୍ରାମ ନିକଟରେ ଆଜି ସକାଳେ ଏକ ୧୫ ବର୍ଷ ଅଣ୍ଡିରା ହାତୀକୁ ଏକ ପିକ-ଅପ ଗାଡ଼ି ଧକ୍କା ଦେବା ଫଳରେ ଆହତ ହୋଇଛି। ସେ…
ମାନବିକତା ଦେଖାଇଲେ ଏସଡିପିଓ: ଦୁର୍ଘଟଣାରେ ଆହତ ସେନା କର୍ମଚାରୀଙ୍କ କଲେ ଚିକିତ୍ସା ବ୍ୟବସ୍ଥା
ଭଞ୍ଜନଗର,୨୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏସଡିପିଓ ଡ.ଦୀପକ କୁମାର ମିଶ୍ର ଗୁରୁବାର ରାତିରେ ଦୁର୍ଘଟଣାରେ ଆହତ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଫଳରେ ସେନା କର୍ମଚାରୀ ଜଣଙ୍କ ନିର୍ଦ୍ଧାରିତ…

