ଧସିଲା ଖଣି: ମାଟିତଳେ ପୋତିହେଲା ଲକ୍ଷଲକ୍ଷ ଟଙ୍କାର ଗାଡ଼ି
କାଳିଆପାଣି, ୮।୧୨(ଅସିତ ମହାନ୍ତ): କ୍ରୋମନଗର କାଳିଆପାଣି ଖଣି ଅଞ୍ଚଳରେ କାର୍ଯ୍ୟରତ ବାଲେଶ୍ୱର ଖଣିରେ ରବିବାର ସକାଳ ଶସମୟରେ ଖଣି ଧସଛି। ଏଥିରେ ୨ ଟି ମାଟି ଖୋଳା ମେଶିନ ଓ ୩ ଟି ଡ୍ରମ୍ଫର ମାଟି ତଳେ ପୋତି ହୋଇ ପଡିଥିବା…
କାଲି ଯାଉଥିଲେ ୨ ସାଙ୍ଗ, ଆଜି ଜଣଙ୍କ ଆଖିଆଗରେ ଚାଲିଗଲେ ଆଉଜଣେ
ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗୋକର୍ଣ୍ଣପୁର ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ଦୁର୍ଘଟଣା ଘଟିଥିଲା। ପିକଅପ ଭ୍ୟାନ (ନଂ. ଓଡ଼ି ୦୭ ଏଏସ ୨୮୫୭) ଧକ୍କାରେ ବ୍ରହ୍ମପୁର ସଦର ଥାନା ରୋହି ଗାଁର ସ୍କୁଟି ଚାଳକ ସନ୍ତୋଷ…
୨ ଦିନ ହେଲା ଯାତ୍ରୀ ହଟାହଟା:ଦାରିଙ୍ଗବାଡି ଆସୁଥିବା ପର୍ଯ୍ୟଟକ ଘାଟିରେ ଅଟକି ରହିଛନ୍ତି
ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ )କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ଗାଜଲବାଡି ଘାଟି ବୁଲାଣି ରାସ୍ତାରେ ପୁଣି ରବିବାର ସକାଳୁ ଏକ ବସ ସହ ଭାରି ଜାନ ଲାଗି ରହିଛି। ଫଳରେ ଜାତୀୟ ରାଜପଥରେ…
ବୋଉକୁ ଛେନାପୋଡ଼ ଖୁଆଇଥିଲି
ଜଗତ୍ସିଂହପୁର ଜିଲା ବିଓଁଳ ଗାଁର ଏକ ନିମ୍ନମଧ୍ୟବିତ୍ତ ପରିବାରରେ ମୋ ଜନ୍ମ। ଆମର ଥାଏ ଅଳ୍ପ କିଛି ଚାଷଜମି। ଚାଷ ଓ ଛୋଟମୋଟ ବ୍ୟବସାୟରୁ ବାପା ଯାହା ରୋଜଗାର କରୁଥିଲେ ସେଥିରେ ପରିବାର ଚଳୁଥିଲା। ଆଉ ତାରି ଭିତରୁ କିଛି ସଞ୍ଚୟ…
ବିଜେଡି ଲୋକଙ୍କୁ ଭ୍ରମିତ କରୁଛି: ବଳଭଦ୍ର
ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ବିଜେଡିର ଖବରଦାତା ସମ୍ମିଳନୀ ପରେ ସ୍ଥାନୀୟ ଏକ ଲଜ୍ରେ ଭାଜପା ମଧ୍ୟ ଖବରଦାତା ସମ୍ମିଳନୀ କରି ବିଜେଡିକୁ କଡ଼ା ସମାଲୋଚନା କରିଛି। ୨୪ ବର୍ଷରେ ଯେଉଁ ସରକାର କିଛି କରିପାରିଲା ନାହିଁ ସେମାନେ ୬ ମାସର ସରକାରଙ୍କ ପ୍ରତି…
ନବରଙ୍ଗପୁରକୁ ସରକାର ଉପେକ୍ଷା କରୁଛନ୍ତି: ରମେଶ
ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁରକୁ ଭାଜପା ସରକାର ସବୁ କ୍ଷେତ୍ରରେ ଉପେକ୍ଷା କରୁଥିବା ଅଭିଯୋଗ ଆଣିଛି ବିଜେଡି। ଏକ ଖବରଦାତା ସମ୍ମିଳନୀ କରି ଶନିବାର ଜିଲା ବିଜେଡି ସଭାପତି ତଥା ପୂର୍ବତନ ଏମ୍ପି ରମେଶ ଚନ୍ଦ୍ର ମାଝି ଭାଜପା ଉପରେ ବର୍ଷିଛନ୍ତି। କେନ୍ଦ୍ରୀୟ…
ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି
କଟକ,୮।୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ ରଞ୍ଜନ…
ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି
କଟକ,୮ା୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍ଘାଟନ କରିଛନ୍ତି। ଏହି ଉଦ୍ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ ରଞ୍ଜନ…
ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ, ମିଳିବ…
ଭୁବନେଶ୍ୱର,୭ା୧୨: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ…
ପୂର୍ବତନ ଅବକାରୀ ଡେପୁଟି କମିଶନରଙ୍କୁ ୨ ବର୍ଷ ଜେଲ
କଟକ,୭ା୧୨(କାର୍ତ୍ତିକ ସାହୁ)- ସମ୍ବଲପୁର ନର୍ଥ ଡିଭିଜନର ପୂର୍ବତନ ଡେପୁଟି କମିଶନର ସ୍ବୟଂମ୍ଭୁ ପ୍ରସାଦ ମିଶ୍ର କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଶନିବାର ଦଣ୍ଡିତ ହୋଇଛନ୍ତି। ଅଦାଲତ ତାଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ପାଇଁ ଦଣ୍ଡାଦେଶ…
ପଞ୍ଚାୟତ ଆକାଉଣ୍ଟରୁ ଭତ୍ତା ଟଙ୍କା ନେଇଗଲେ
ନୂଆପଡ଼ା,୭ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍ କୋନାବିରା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ଅଜାଣତରେ ବାର୍ଦ୍ଧକ୍ୟଭତ୍ତା ବାବଦ ଟଙ୍କା ବ୍ୟାଙ୍କ ଆକାଉଣ୍ଟରୁ ଉଭାନ ହୋଇଥିବା ଅଭିଯୋଗ ହୋଇଛି। ଏହା ଜଣାପଡିବା ପରେ ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।…
ମରଣାନ୍ତକ ଆକ୍ରମଣ: ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏରେନ୍ଡ୍ରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ପାଣ୍ଡିଆଝୋଳି ଗ୍ରାମର ଋଷିଆ ଦାସ ୩ ପରିବାରର ୫ ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ଶନିବାର ତଦନ୍ତକାରୀ ଅଧିକାରୀ…

