ଲୋକ ମହୋତ୍ସବ ମଣ୍ଡେଇରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ନବରଙ୍ଗପୁର,୭।୧୨(ସଦାଶିବ ପ୍ରହରାଜ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇ ଉଦ୍ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପୋଲିସ ରିଜର୍ଭ ପଡ଼ିଆସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍ରେ ଅପରାହ୍ନ ୩ଟା୨୫ରେ…
ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍କାଉଣ୍ଟର
ସମ୍ବଲପୁର,୭।୧: ସମ୍ବଲପୁର ଜିଲା ରେଙ୍ଗାଲି ରମ୍ପେଲା ଛକ ନିକଟରେ ଶନିବାର ଏକ ଏନ୍କାଉଣ୍ଟର ହୋଇଛି। ପୋଲିସ ଏନ୍କାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ସଞ୍ଜୀବ କରାଳି ଆହତ ହୋଇଛନ୍ତି। ସଞ୍ଜୀବଙ୍କୁ ଗୁରୁତର ଅବସ୍ଥାରେ ଭୀମସାରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ମୁତାବକ, ଚାରମାଳ ଡକାୟତି…
ସ୍ତ୍ରୀ କଲେ ସ୍ବାମୀଙ୍କୁ ହତ୍ୟା, ସନ୍ଦେହରେ…
ଗଜପତି,୭।୧୨(ଗିରିଧାରୀ ପରିଛା): ପାରିବାରିକ ହିଂସାକୁ କେନ୍ଦ୍ର କରି ସ୍ତ୍ରୀ କରିଲେ ସ୍ବାମୀଙ୍କୁ ହତ୍ୟା । ଏଭଳି ଏକ ଘଟଣା ଘଟିଛି ପାରଳାଖେମୁଣ୍ଡି ଜଙ୍ଗମସାହିରେ। ପୋଲିସ ଘଟଣାରେ ତଦନ୍ତ ଆରମ୍ଭ କରିଛି। ଜଙ୍ଗମ ସାହିର ଡିଲେଶରଙ୍କ ପୁଅ ବିଜୟ କୁମାରଙ୍କୁ ତାଙ୍କ ବୋହୂ…
ମଧ୍ୟାହ୍ନ ଭୋଜନରେ ଲୁଣ ବଦଳରେ ପଡ଼ିଲା ସର୍ଫ: ଛାତ୍ରୀଛାତ୍ର ଖାଇ ଅସୁସ୍ଥ, ଗାଁରେ ଉତ୍ତେଜନା
ବଲାଙ୍ଗୀର,୭।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଡେଙ୍ଗପଦର ପ୍ରାଥମିକ ବିଦ୍ୟାଳୟରେ ଶନିବାର ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଥିଲେ। ୩୦ରୁ ୩୫ ଜଣଙ୍କୁ ଟିଟିଲାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସାକରାଯାଉଛି। ଅନ୍ୟପଟେ ଅସୁସ୍ଥ ଛାତ୍ରୀଛାତ୍ରଙ୍କ ସଂଖ୍ୟା…
ଧକ୍କା ଦେଲା ବସ୍: ଏକାବେଳେ ଚାଲିଗଲା ୩ଜଣଙ୍କ ଜୀବନ
ମାଲକାନଗିରି,୭।୧୨: ମାଲକାନଗିରି ଜିଲା ଏମ୍ଭି-୭ ଗାଁ ନିକଟରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବସ୍-ବାଇକ୍ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଏକ ବାଇକ୍ ଯୋଗେ ୩ଜଣ ଯୁବକ ଯାଉଥିଲେ। ହେଲେ ଏମ୍ଭି-୭…
ହଠାତ୍ ସ୍କୁଟିକୁ ଧକ୍କା ଦେଲା ପିକ୍ଅପ୍: ଚୁରମାର ହେଲା…
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟ ରାସ୍ତାର ଗୋକର୍ଣ୍ଣପୁର ଗ୍ରାମ ନିକଟରେ ଶନିବାର ଅପରାହ୍ନରେ ଦୁର୍ଘଟଣା ଘଟିଛି। ଏକ ପିକ୍ଅପ୍ ଭ୍ୟାନ (ନଂ. ଓଡ଼ି ୦୭ ଏଏସ ୨୮୫୭) ବିପରୀତ ଦିଗରୁ ଆସୁଥିବା ଏକ ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟିରେ ଯାଉଥିବା…
ମଧ୍ୟାନ୍ନ ଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା: ୧୧ ଗୁରୁତରଙ୍କୁ….
ଦାରିଙ୍ଗବାଡି, ୭/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗାବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ୩୬ ଅସୁସ୍ଥ ହୋଇପଡ଼ିଥିବା ଘଟଣା ସମସ୍ତ ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ସିମନବାଡି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ…
ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଖଡ଼ିଆଳ ବିଧାୟକ
ଖଡ଼ିଆଳ,୭ା୧୨(ସୁଜିତ କୁମାର ପ୍ରଧାନ) ନୂଆପଡ଼ା ଜିଲାର ଖଡ଼ିଆଳ ମିଶନ ହସ୍ପିଟାଲ (ଇଭାଞ୍ଜିକାଳ)କୁ ଗୋପବନ୍ଧୁ ଜନ ଆରୋଗ୍ୟ ସ୍ବାସ୍ଥ୍ୟ ଯୋଜନାରେ ସାମିଲ କରିବା ପାଇଁ ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହଲିଙ୍ଗଙ୍କୁ…
୩ ଦିନିଆ କେନ୍ଦୁଝର ଗସ୍ତରେ ପଶ୍ଚିମାଞ୍ଚଳ ଡିଆଇଜି, ଜିଲାର ବିଭିନ୍ନ ଥାନାକୁ ଯାଇ କଲେ ସମୀକ୍ଷା
କେନ୍ଦୁଝର,୭।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଶ୍ଚିମାଞ୍ଚଳ ଡିଆଇଜି ୩ ଦିନିଆ କେନ୍ଦୁଝର ଗସ୍ତରେ ଆସି ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ଜିଲାର ବିଭିନ୍ନ ଥାନାକୁ ଯାଇ ଡିଆଇଜି ବ୍ରିଜେଶ କୁମାର ରୟ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ ନିତିନ…
ଜାଣନ୍ତୁ ୩ ବର୍ଷରେ ଜଗାକୁ ଶ୍ରଦ୍ଧାାଳୁ ଦେଇଛନ୍ତି କେତେ କୋଟି, ହୁଣ୍ଡିରେ…
ପୁରୀ,୭।୧୨: ଦାନ ସୂତ୍ରରେ ମହାପ୍ରଭୁ ଜଗନ୍ନାଥଙ୍କୁ ୩ ବର୍ଷରେ ମିଳିଛି ୧୧୩ କୋଟି। ମହାପ୍ରଭୁ ଜଗନ୍ନାଥଙ୍କ ହୁଣ୍ଡିରୁ କେତେ ଟଙ୍କା ଆଦାୟ ହେଉଛି ଏ ନେଇ ବିଧାନସଭାରେ ବିସ୍ତୁତ ତଥ୍ୟ ସାମ୍ନାକୁ ଆସିଛି। ଗତ ତିନି ବର୍ଷରେ ଶହେ କୋଟିରୁ ଅଧିକ…
ମଧ୍ୟାହ୍ନଭୋଜନ ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ, ବାସି ଭାତକୁ ବାସି ଡାଲି କହିଲେ…
ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଡ଼ ଅଘଟଣ ଘଟିଛି। ଶନିବାର ମଧ୍ୟାହ୍ନଭୋଜନ ଖାଇବା ପରେ ପ୍ରଥମେ ୬ ଓ ପର୍ଯ୍ୟାୟ କ୍ରମେ ପ୍ରାୟ ୨୫ ଜଣ ଛାତ୍ରୀଛାତ୍ରଙ୍କୁ ପ୍ରଥମେ ପେଟ କାଟିବା ଓ…
ଜାତୀୟ ବିପର୍ଯ୍ୟୟ ମୁକାବିଲା ନେଇ ଏନ୍ଡିଆର୍ଏଫ୍ର କୌଶଳ
ବଲାଙ୍ଗୀର,୭ା୧୨(ସୁନୀଲ କୁମାର ମହାନ୍ତି): ଜାତୀୟ ବିପର୍ଯ୍ୟୟ ମୁକାବିଲା ବଳ, ୩ ବାଟାଲିୟନ କଟକ ମୁଣ୍ଡୁଳି ପକ୍ଷରୁ ସାଧାରଣ ଲୋକ ଓ ଛାତ୍ରୀଛାତ୍ରଙ୍କୁ ବନ୍ୟା, ବାତ୍ୟା ସମୟରେ କିପରି ଭାବେ ଏନ୍ଡିଆର୍ଏଫ୍ କାର୍ଯ୍ୟ କରିଥାଏ ତାହାର ଏ ପ୍ରୟୋଗ ସ୍ଥାନୀୟ ମହାରାଣୀ ସାଗର…

