ଟାମଣା ଗ୍ରାମକୁ ନୂତନ ମୈାଜା ଘୋଷାଣା ନେଇ ଶତାଧିକ ମହିଳା, ପୁରୁଷ ପହଞ୍ଚିଲେ…
ଛତ୍ରପୁର, ୬ ।୧୨ (ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଲକ ଶିହଳା ପଞ୍ଚାୟତର ଟାମଣା ଗ୍ରାମକୁ ନୂତନ ମୈାଜା ଘୋଷାଣା ଦାବିନେଇ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମର ଶତାଧିକ ମହିଳା ଓ ପୁରୁଷ । ଗ୍ରାମବାସୀଙ୍କ କହିବା…
କଳାହାଣ୍ଡି ଉତ୍ସବ ‘ଘୁମୁରା’ ଆସିଲେ ଅଧିକାରୀଙ୍କର ମନେ ପଡ଼େ କେନ୍ଦୁଗୁଡ଼ା ଘାଟ, ପରେ କାହାର ଦେଖା ମିଳେନି
ଥୁଆମୂଳ ରାମପୁର,୬ା୧୨: କଳାହାଣ୍ଡି ଜିଲାର କଳା ଓ ସଂସ୍କୃତିର ପର୍ବ ‘ଘୁମୁରା’ରେ କଳାହାଣ୍ଡି ତଥା ବାହାର ରାଜ୍ୟର କଳା ପ୍ରଦର୍ଶନ ଓ ପ୍ରତିଭା ପ୍ରଦର୍ଶିତ କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ପରିଚାଳନା କରିଆସୁଥିବା ବେଳେ ପ୍ରତିବର୍ଷ ଏହି ଅବସରରେ ଥୁଆମୂଳ ରାମପୁର ବ୍ଲକସ୍ଥିତ…
ଦାରିଙ୍ଗବାଡିରେ ଆରମ୍ଭ ହେଲାକଫି ସଂଗ୍ରହ: ଏହି ସଂସ୍ଥାକୁ ଦିଆଗଲା ଦାୟିତ୍ୱ
ଦାରିଙ୍ଗବାଡି, ୬।୧୨ (ଅରୁଣ ସାହୁ ): ଦାରିଙ୍ଗବାଡିକୁ ସାରା ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ଦେଇଥିବା କଫି ବଗିଚାର ଉନ୍ନତି ପାଇଁ ଜିଲା ଓ ସ୍ଥାନୀୟ ପ୍ରଶାସନ ପଦକ୍ଷେପ ନେଉଛନ୍ତି। ତେବେ ଚଳିତ ବର୍ଷ ବାଲିଗୁଡା ଆଇଟିଡିଏ (ସମନ୍ବିତ ଆଦିବାସୀ ଉନ୍ନୟନ…
ପରିବେଶ, ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ
ଦାରିଙ୍ଗବାଡ଼ି,୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ମିଶ୍ର କଲ୍ୟାଣ ମଣ୍ଡପ ପରିସରରେ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ସମ୍ପର୍କିତ ଫିଲ୍ମ ଫେଷ୍ଟିଭାଲ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଫେଷ୍ଟିଭାଲରେ ମୁଖ୍ୟତଃ ଜଙ୍ଗଲ ସୁରକ୍ଷା, ଜୈବିକ ପଦ୍ଧତିରେ କୃଷିକାର୍ଯ୍ୟରେ ପରିବେଶର ବିକାଶ, ପ୍ଲାଷ୍ଟିକ…
କୋଲକାତାରୁ ସମ୍ବଲପୁରକୁ ଚାଲାଣ ହେଉଥିଲା କଫ୍ସିରପ୍: ୫ ଜଣଙ୍କୁ ବାନ୍ଧିଲା ପୋଲିସ
ସମ୍ବଲପୁର,୬ା୧୨(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧନୁପାଲି ଥାନା ସିଟି ଷ୍ଟେଶନ ନିକଟ ଝାଙ୍କରପଡ଼ାରୁ କଫ୍ସିରପ୍ ଜବତ ହୋଇଛି। କୋଲକାତାରୁ ସମ୍ବଲପୁରକୁ ଏହା ଚାଲାଣ ହେଉଥିବାବେଳେ ପୋଲିସ ୧୪୪୦ ବୋତଲ କଫ୍ସିରପ୍ ଜବତ କରିଛି। ଏଥିସହ କାର୍, ସ୍କୁଟିକୁ ମଧ୍ୟ ଜବତ କରିଛି।…
ଜନ୍ମମାଟିରେ ଗାଁ ମହିଳାଙ୍କ ସହ କାନ୍ଧରେ କାନ୍ଧ ମିଶାଇ ନାଚିଲେ ରାଷ୍ଟ୍ରପତି
ମୟୂରଭଞ୍ଜ,୬ା୧୨: ନିଜ ଜନ୍ମମାଟିରେ ଶୁକ୍ରବାର ଖୁସି ମନାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରର ଉପରବେଡ଼ା ନିଜ ଗାଁ ମହିଳାମାନଙ୍କ ସହ କାନ୍ଧରେ କାନ୍ଧ ମିଶାଇ ନାଚିଛନ୍ତି ରାଷ୍ଟ୍ରପତି। ଏହା ସହ ପ୍ରୋଟକଲ ଭାଙ୍ଗି ମହାମହିମ ସାଧାରଣ ଲୋକଙ୍କୁ ମଧ୍ୟ ଭେଟିଥିଲେ। ୫…
ଗ୍ୟାସ୍ ପାଇପ୍ ଲାଇନ୍ ମରାମତିବେଳେ ଅଘଟଣ: ମାଟି ତଳେ ଚାପି ହୋଇ ଶ୍ରମିକଙ୍କ ଜୀବନ ଗଲା
ପାରାଦୀପ,୬ା୧୨: କଟକ-ପାରାଦୀପ ରାସ୍ତାର ତାଳଦଣ୍ଡାଠାରେ ବିପିସିଏଲ ଗ୍ୟାସ୍ ପାଇପ୍ ଲାଇନ ମରାମତିବେଳେ ଶୁକ୍ରବାର ଏକ ଅଘଟଣ ଘଟିଛି। ଜଣେ ଶ୍ରମିକ ମରାମତି କାମ କରୁଥିବାବେଳେ ମାଟି ତଳେ ଚାପି ହୋଇ ତାଙ୍କ ଜୀବନ ଯାଇଛି। ଏହି ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ…
ବିଚାର ବିଭାଗ ଜମି ମାଡ଼ି ବସିଥିଲେ ଜବରଦଖଲକାରୀ, ମାଟିରେ ମିଶିଲା ୬ ଜଣଙ୍କ କୋଠା
ଦାରିଙ୍ଗବାଡ଼ି,୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ରହିଥିବା ପ୍ରଥମ ଶ୍ରେଣୀ ବିଚାର ବିଭାଗର ଜମିକୁ ୬ ଜଣ ଦୀର୍ଘବର୍ଷ ଧରି ଜବରଦଖଲ କରି ରଖିଥିଲେ। ଏହାକୁ ଶୁକ୍ରବାର ଏକ୍ଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ତଥା ତହସିଲଦାର ଶରତ ଶବର ଓ ପୋଲିସ ପ୍ରଶାସନ ମିଳିତ…
ଜନ୍ମମାଟିରେ ରାଷ୍ଟ୍ରପତି, ମନ ଦେଇ ପାଠ ପଢ଼ିବାକୁ ପିଲାଙ୍କୁ ଦେଲେ ପରାମର୍ଶ
ମୟୂରଭଞ୍ଜ,୬ା୧୨: ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର…
ଓଡ଼ିଶା ଗୃହରକ୍ଷୀ ବାହିନୀ ପ୍ରତିଷ୍ଠା ଦିବସରେ ଅଭିବାଦନ ଗ୍ରହଣ କଲେ ଆରକ୍ଷୀ ଅଧୀକ୍ଷକ
ବଲାଙ୍ଗୀର,୬ା୧୨(ସୁନୀଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୨ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ୍ ପଡ଼ିଆଠାରେ ପାଳିତ ହୋଇଯାଇଛି। ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଋଷିକେଶ ଖିଲାରି ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ…
ସରପଞ୍ଚଙ୍କ ନାମରେ ଅନାସ୍ଥା ପ୍ରସ୍ତାବକୁ ନେଇ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଓ୍ବାର୍ଡ ସଭ୍ୟାସଭ୍ୟ
ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କିଛି ମାସ ତଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଘଟଣା ଥୁଆମୂଳ ରାମପୁର ବ୍ଲକ ରାଜନୀତିକୁ ସରଗରମ କରିଥିବାବେଳେ ବ୍ଲକ ଅଧ୍ୟକ୍ଷାଙ୍କୁ ପ୍ରଶାସନ ପକ୍ଷରୁ ଗ୍ରୀନ ସିଗ୍ନାଲ ମିଳିଛି।…
ନୋଡାଲ ଉଚ୍ଚ ବିଦ୍ୟାଳୟର ଦୁଇ ଛାତ୍ରୀ ଅସୁସ୍ଥ: ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
ଦେବଗଡ,୬।୧୨(ଶଶାଙ୍କ ଶେଖର ଝାଙ୍କର):ବାରକୋଟ ବ୍ଲକ କଣ୍ଢଳ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀରେ ପାଠ ପଡୁଥିବା ଦୁଇ ଜଣ ଛାତ୍ରୀ ହଠାତ ଅସୁସ୍ଥ ହୋଇ ପଡିଥିବାବେଳେ ଚିକିତ୍ସା ନିମନ୍ତେ ଉଭୟଙ୍କୁ ଜିଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବିଦ୍ୟାଳୟର…

