ଆମ ଜିଲା ଖବର

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଟ୍ରାଫିକ ସମସ୍ୟା ଦୋକାନର ନିଜସ୍ବ ପାର୍କିଂ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର କ୍ଲବ୍‌ ୯୯ ପକ୍ଷରୁ ଆୟୋଜିତ ଏହି କର୍ମଶାଳାରେ କନ୍ଧମାଳ ଜିଲାର ବିଭିନ୍ନ ବ୍ଲକରୁ…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବାବେଳେ…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ। ଏନେଇ ଆୟୋଜିତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ ଶୁଭାରମ୍ଭ ହୋଇଛି । ସ୍ଥାନୀୟ ଶ୍ରୀ ଗୁପ୍ତେଶ୍ୱର ଶୈବପୀଠ ପୋଖରୀରୁ ଦେବୀ ଗଙ୍ଗା…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ ସ୍ଥାନୀୟ ବ୍ଲକ ସଦର ମହକୁମା ଦେଇ ଆନ୍ଧ୍ର ଓ ଛତିଶଗଡ଼ ଦୁଇ ରାଜ୍ୟକୁ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ । ସମ୍ବଲପୁର ଜିଲା ଠେଲକୋଲୋଇ ଥାନା ଅନ୍ତର୍ଗତ ଖିଣ୍ଡାର ସିଟିଆର୍ ଛକ ନିକଟରେ ଏକ…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ ବିକାଶ ମହାମଞ୍ଚ ପକ୍ଷରୁ ସୋମବାର ଦିନ ଗୁଣପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶାନ୍ତିପୂର୍ଣ୍ଣ…

ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ

କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍‌ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ ଚତୁର୍ଥୀର ଦିନକ ପୂର୍ବରୁ ହାତୀ ଛୁଆର ଏହି ଜନ୍ମକୁ ଶୁଭ ବୋଲି ବିବେଚନା…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି l ପୂଜାର୍ଚ୍ଚନା ପାଇଁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁବରଣ…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର ଭୂମିକା ସବୁଠୁ ମହତ୍ତ୍ବପୂର୍ଣ୍ଣ । ମାଟିପାତ୍ରର ମହକରେ ମହକୁଥାଏ ନୂଆଁଖାଇ। ନୂଆଁଖାଇ ତିହାରରେ…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ସ୍ତ୍ରୀ ହେଲେ ଭାଗ୍ୟବତୀ ଖଡ଼ିଆ। ତାଙ୍କୁ ଅଭିଯୁକ୍ତ ସ୍ବାମୀ ରାଜକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?