ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳର ରାଜକିଶୋର…
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ ନିର୍ବାଚିତ ହୋଇଥିଲେ। ସାରଦା ଆଜକୁ କିଛି ମାସ ହେବ ଅସୁସ୍ଥ ହୋଇ ଆନ୍ଧ୍ରପ୍ରଦେଶର ପାଲସାରେ…
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ନଳିନୀକାନ୍ତ ଜେନା। ସେ ନକଲି ଫୋନ ପେ ଦ୍ୱାରା ଠକିବା…
୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ
ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ ହୋଇଥିବା ୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଏ ନେଇ ନଂ.…
ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର
ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି ଅବସରରେ ମା’ ରାମଚଣ୍ଡୀ ମନ୍ଦିର ଟ୍ରଷ୍ଟ ଏବଂ ପରିଚାଳନା କମିଟି, ପୂଜା କମିଟି ପକ୍ଷରୁ…
ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ ତାହା ଖାରଜ ହୋଇଛି। ଜେଲରେ ଦିନ କାଟୁଥିବା ବ୍ରହ୍ମପୁର ପୂର୍ୱତନ ବିଧାୟକ ବିକ୍ରମ କୁମାର…
କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ
କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଡ଼ିଓ ସୁଚରିତା…
କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ
ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍-୩ ବିବସ୍ୱତ ଗୌତମଙ୍କ କୋର୍ଟରେ ଚାଲୁ ରହିଛି। ଉକ୍ତ ମାମଲାରେ ଉଭୟ ସରକାର ଏବଂ ପ୍ରତିପକ୍ଷ…
ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା
ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ ବିଦ୍ୟାଳୟରେ ଏହି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି…
ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…
ପୁରୀ,୧୬।୧୨(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ ନୀଳଚକ୍ର ନଗରର ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ଟି ଘର ଉପରେ ବୁଲଡୋଜର ଚାଳାଇଥିବା…
ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ
ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ ହୋଇଛି। ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଛତ୍ରପୁର ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର…
ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …
କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ ଟଙ୍କା ଓ ସୁନା ରୂପା ଗହଣା ଲୁଟ୍ ହୋଇଛି। ଏ ନେଇ ଉକ୍ତ ଅଞ୍ଚଳରେ…
Archives


