ଜୟନାରାୟଣଙ୍କ ବୟାନ ପରେ ପ୍ରତିକ୍ରିୟା ରଖିଲେ ଭାଜପା ରାଜ୍ୟ ସଭାପତି ମନମୋହନ
ଭୁବନେଶ୍ୱର,୩୦।୧୧: ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟନାରାୟଣଙ୍କ ବୟାନକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଦଳରେ ସମସ୍ତଙ୍କୁ…
ଭାଜପାରେ ମୋତେ ସାଇଡ୍ଲାଇନ କରାଯାଉଛି: ଜୟନାରାୟଣ
ଭୁବନେଶ୍ୱର,୩୦।୧୧: ଭାଜପା ନେତା ସମୀର ଦେ’ଙ୍କ ଶୋକସଭାରେ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଯୋଗଦେଇ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ସେ ଭାଜପାରୁ ସାଇଡ୍ଲାଇନ ହୋଇ ରହିଥିବା କହିଛନ୍ତି। ଏବିଭିପିରୁ ତଡ଼ା ଖାଇଥିଲି, ଭାଜପାରୁ ମଧ୍ୟ ତଡ଼ା ଖାଉଛି। ସମୀର…
ଶନିବାର ସକାଳୁଆ ପରିବର୍ତ୍ତେ ପୂର୍ବାହ୍ନ ୧୦ରେ ଖୋଲିବ ସ୍କୁଲ
କୋରାପୁଟ,୩୦।୧୧(ଅମିତାଭ ବେହେରା): ଲଘୁଚାପ ବର୍ଷା ସାଙ୍ଗକୁ ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲାରେ ମଧ୍ୟ ପ୍ରବଳ ଶୀତ ଅନୁଭୁତ ହେଉଛି। ଶୀତକୁ ଦୃଷ୍ଟିରେ ରଖି କୋରାପୁଟ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଶନିବାର ସକାଳ ପରିବର୍ତ୍ତେ…
ଗୋଠରେ ଜନ୍ମ ହେଲା ହାତୀଛୁଆ
ବରଗଡ଼/ସୋହେଲା,୩୦।୧୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଛତିଶଗଡ଼ରୁ ଆସି ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍ ଫରେଷ୍ଟ ରେଞ୍ଜ୍ ଅଞ୍ଚଳରେ ବୁଲାବୁଲି କରୁଥିବା ହାତୀପଲରେ ଏକ ହାତୀଛୁଆ ଜନ୍ମ ହୋଇଥିବା ସୂଚନା ମିଳିଛି। ଗତ ଗୁରୁବାର ହାତୀଛୁଆଟି ଜନ୍ମ ହୋଇଛି। ମାତ୍ର ତାହା ମାଈ…
ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍ଙ୍କ ଆଲୋଚନା ବିଫଳ: ଧାନ କିଣାକୁ ନେଇ ଦ୍ବନ୍ଦ
ବଲାଙ୍ଗୀର,୩୦।୧୧:(ସୁନୀଲ କୁମାର ମହାନ୍ତି):ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍ଙ୍କ ଆଲୋଚନା ବିଫଳ ହୋଇଛି। ଧାନ କିଣିବା ପାଇଁ ପ୍ରଶାସନ ସହ କୌଣସି ମିଲର୍ ଚୁକ୍ତି କରିନାହିଁ। କଷ୍ଟମ ମିଲିଂ, ଦର ବୃଦ୍ଧି ଭଳି ୮ ଦଫା ଦାବିରେ ମିଲର୍ ଅଟଳ ରହିଥିବା…
ପୋଖରୀରୁ ମିଳିଲା ୮ କୁଇଣ୍ଟାଲ ବିଦ୍ୟୁତ୍ ତାର
ହିଞ୍ଜିଳିକାଟୁ, ୩୦ା୧୧( ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନଆମ୍ବଗାଁ ନିକଟ ଏକ ପୋଖରୀରୁ ପୋଲିସ ପ୍ରାୟ ୮ କୁଇଣ୍ଟାଲ ଆଲୁମିନିୟମ ବିଦ୍ୟୁତ୍ ତାର ଜବତ କରିଛି। ଏ ସଂକ୍ରାନ୍ତରେ ୨ ଜଣକୁ କାବୁ କରି ଥାନାରେ ଅଟକ ରଖି…
ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା, କହିଲେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ…
ଭୁବନେଶ୍ବର,୩୦।୧୧: ଭୁବନେଶ୍ବର ଏମ୍ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ ଶେଷ ହେବ। ସମୀକ୍ଷା ପରେ ଅପରାଜିତା ଏହି ସୂଚନା ଦେଇଛନ୍ତି। ପ୍ରଥମେ ପର୍ଯ୍ୟାୟରେ ୨୬…
ଡିସେମ୍ବର ପହିଲାରେ ଇକୋ ରିଟ୍ରିଟ୍ର ଶୁଭାରମ୍ଭ: ପରିଦର୍ଶନ କଲେ ବିଡିଓ, ପର୍ଯ୍ୟଟନ ଅଧିକାରୀ
ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ରବିବାର ଇକୋ ରିଟ୍ରିଟ୍ର ଶୁଭାରମ୍ଭ ହେବାକୁ ଯାଉଛି। ଏହାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଜୋରଦାର କରାଯାଇଛି। ଦାରିଙ୍ଗବାଡ଼ି ବିଡିଓ ପ୍ରୀତିରଞ୍ଜନ ରଥ, ଜିଲା ପର୍ଯ୍ୟଟନ ଅଧିକାରୀ କୁମୁଦିନୀ ମଲିକ ପ୍ରମୁଖ…
ବାଘ ମାରି ମାଂସ ଖାଇଲେ ଶିକାରୀ, ଗୁଳିଭର୍ତ୍ତି ବନ୍ଧୁକ ଜବତ, ବନ୍ଧାହେଲେ ୨
ଜି.ଉଦୟଗିରି,୩୦ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଗମ୍ଭାରୀଗୁଡ଼ା ଏବଂ ମାଲାନସୁଗା ଅଞ୍ଚଳରୁ ଦୁଇ ଜଣ ବାଘ ଶିକାରୀକୁ ଗିରଫ କରି କୋର୍ଟଚାଲାଣ କରିଛି ବନ ବିଭାଗ। ଏ ନେଇ ଶନିବାର ବନ ବିଭାଗ ଅଧିକାରୀଙ୍କ ସୂଚନାନୁସାରେ ଭବାନୀ ଶଙ୍କର…
ହସ୍ପିଟାଲରେ ବିସ୍ଫୋରଣ: ଅନ୍ଧାରରେ ରହିଲେ ରୋଗୀ, ଜଣଙ୍କର ମୃତ୍ୟୁ
ବଲାଙ୍ଗୀର,୩୦ା୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀମାନେ ରାତି ଓ ଦିନରେ ଅନ୍ଧାରରେ ଓ୍ବାର୍ଡ୍ରେ ରହିଥିଲେ। ଶୁକ୍ରବାର ରାତିରେ ବଦ୍ୟୁତ୍ ଶଟ୍ସର୍କିଟ…
ଜଙ୍ଗଲରୁ ପୁଣି ମିଳିଲା ଏକ ମାଈ ହାତୀଛୁଆର ମୃତଦେହ, ଚିନ୍ତାରେ ପରିବେଶବିତ୍
କେନ୍ଦୁଝର,୩୦ା୧୧: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ ରେଞ୍ଜ କନ୍ତଲାଇ ଗ୍ରାମ ନିକଟରୁ ଏହି ହାତୀଛୁଆର ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…
କାହିଁକି ନିଲମ୍ବିତ ହେଲେ ହେମଗିରି ତହସିଲଦାର…
ସୁନ୍ଦରଗଡ/ହେମଗିର,୩୦।୧୧(ଜୟ ନାରାୟଣ ମେଣ୍ଡୁଳି/ଚୈତନ୍ୟ ପଟେଲ): କାର୍ଯ୍ୟରେ ଅବହେଳା ଯୋଗୁ ସୁନ୍ଦରଗଡ଼ ଜିଲା ହେମଗିର ତହସିଲଦାର ଲାବଣେନ୍ଦୁ ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗ ପରେ ସୁନ୍ଦରଗଡ଼ ଜିଲାପାଳଙ୍କ ରିପୋର୍ଟକୁ ଆଧାର କରି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ…

