ବବିଙ୍କ ଭାଇଙ୍କୁ ମିଳିଲା ଜାମିନ, ହେଲେ ଜେଲ୍ରୁ ମୁକୁଳିପାରିବେ ନାହିଁ
ଯାଜପୁର ଟାଉନ,୨୯ା୧୧(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ବିରଜା ହାଟ ମାମଲାକୁ ନେଇ ଯାଜପୁରରେ ରାଜନୈତିକ ହଟଚମଟ ବଢ଼ିବାକୁ ଲାଗିଥିବାବେଳେ ଶୁକ୍ରବାର ଯାଜପୁର ଜିଲା ଦୌରାଜଜ୍ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କୁ ୪ ମାମଲା ମଧ୍ୟରୁ…
ଖଲ୍ଲିକୋଟରେ ୨୨ ଟିକିଆ ହାତୀପଲ ଆତଙ୍କ; ଉଜାଡ଼ୁଛନ୍ତି ଫସଲ, ଚିନ୍ତାରେ ଚାଷୀ
ଖଲ୍ଲିକୋଟ,୨୯।୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଅଞ୍ଚଳରେ ହାତୀ ପଲଙ୍କ ଉପଦ୍ରବ। ଦୁଇ ଦିନ ଧରି ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଖୋଜାପଲ୍ଲୀ ଓ ଏହାର ଆଖପାଖ ବିଭିନ୍ନ ଗାଁ ମାନଙ୍କରେ ହାତୀ ଆତଙ୍କ ଖେଳାଇଥିବା ଦେଖିବାକୁ ମିଳିଛି। ଏହି ପଲରେ…
୮ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ଗଜପତି ପୋଲିସ
ମୋହନା,୨୯।୧୧( ମନ୍ମଥ ମିଶ୍ର ): ଗଜପତି ଜିଲା ଆରକ୍ଷୀ ଅଧିକ୍ଷକ ଜତିନ୍ଦ୍ର କୁମାର ପଣ୍ଡା ଙ୍କ ନିର୍ଦ୍ଦେଶ ରେ ଅପରେସନ ଗ୍ରୀନ କ୍ଲିନ୍ ଆରମ୍ଭ ହୋଇଛି। ଏହି କ୍ରମରେ ଜିଲାର ଅଡବା ଥାନା ଅଞ୍ଚଳରେ ବ୍ୟାପକ ଗଞ୍ଜେଇ ଗଛ କାଟି ନଷ୍ଟ…
ଗଞ୍ଜାମର ପାଟପୁର ଥାନାକୁ ମିଳିଲା ଦେଶର ଶ୍ରେଷ୍ଠ ଥାନା ପୁରସ୍କାର
ଦିଗପହଣ୍ଡି,୨୯।୧୧(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ୨ୟ ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ପାଇଁ ଗଞ୍ଜାମ ଜିଲା ପାଟପୁର ଥାନାକୁ ପୁରସ୍କୃତ କରାଯାଇଛି। ଶୁକ୍ରବାର ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଜାତୀୟ ସ୍ତରୀୟ ଡି.ଜି ଓ…
ଦେଓମାଳିରେ ତମ୍ବୁ ଲଗାଇବା ନେଇ କଟକଣା ଜାରି କଲା ପ୍ରଶାସନ
ପଟ୍ଟାଙ୍ଗି୨୯।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ରହିଛି ଦେଓମାଳି ପର୍ଯ୍ୟଟନ ସ୍ଥଳ। ଏଠାକୁ ଆସୁଥିବା ପର୍ଯ୍ୟଟକଙ୍କ ରହିବାର ଏବଂ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ତମ୍ବୁର ବ୍ୟବସ୍ଥା କରାଯାଇଛି। ଏନେଇ ବ୍ଲକ ପ୍ରଶାସନ ପକ୍ଷରୁ…
ଲଘୁଚାପ ବର୍ଷା ବଢାଇଲା ଚାଷୀଙ୍କ ଚିନ୍ତା
ଧରାକୋଟ,୨୯ା୧୧(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଲଘୁଚାପ ଜନିତ ବର୍ଷା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଗଞ୍ଜାମ ଜିଲାରେ ଶୁକ୍ରବାର ସକାଳୁ ଆକାଶ ମେଘାଚ୍ଛନ୍ନ ରହି ପୂର୍ବାହ୍ନ ୧୦ଟାରୁ ବର୍ଷା ହୋଇଥିଲା। ବର୍ତ୍ତମାନ ଧାନ ଅମଳ ସମୟ ହୋଇଥିବାରୁ ଚାଷୀ ବିଲରେ କେଉଁଠି କଳେଇ ପକେଇଛି…
ବିଦ୍ୟାଳୟ ଅର୍ଥ ଆତ୍ମସାତ୍ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍
ବାଲିଗୁଡ଼ା,୨୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪…
ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ହାଣିଲେ
ବାଲେଶ୍ବର,୨୯।୧୧: ବାଲେଶ୍ବର ସରସ୍ବତୀପୁର ସମଲପୁର ଛକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ୬ରୁ ୭ଜଣ ଦୁର୍ବୃତ୍ତ ମାରଣାସ୍ତ୍ରରେ ଜଣେ ହୋଟେଲ ମାଲିକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡ଼ାଇ ଆକ୍ରମଣ କରିଛନ୍ତି। ଫଳରେ ହୋଟେଲ ମାଳିକ ଗୁରୁତର ହୋଇ ସ୍ଥାନୀୟ ହସ୍ପିଟାଲରେ…
ଠାକୁରାଣୀ ଯାତ୍ରାକୁ ଆହୁରି ଆକର୍ଷଣୀୟ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ
ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ମା’ଠାକୁରାଣୀ ମନ୍ଦିର କମିଟି ପକ୍ଷରୁ ଶୁକ୍ରବାର ଡୁଲୁରୀଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କମିଟିର ତଥା ବଣିକ ସଂଘର ସଭାପତି ଲଡ଼ୁ କିଶୋର ସାହୁଙ୍କ ଅଧ୍ୟକ୍ଷତାରେ ସମ୍ପାଦକ ଭଗବାନ ସାହୁ ସଭା ପରିଚାଳନା…
ଡିଜିପି-ଆଇଜି ସମ୍ମିଳନୀକୁ ଉଦ୍ଘାଟନ କଲେ ଶାହା
ଭୁବନେଶ୍ୱର,୨୯ା୧୧: ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ବିଧିବଦ୍ଧ ଭାବେ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଏନଏସ୍ଏ ଅଜିତ ଡୋଭାଲ ଉପସ୍ଥିତ ଥିଲେ। ସମ୍ମିଳନୀରେ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ…
ଦାରିଙ୍ଗବାଡ଼ିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା
ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ଲଘୁଚାପ ଜନିତ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗିରହିଛି। ଫଳରେ ରାତି ଅପେକ୍ଷା ଦିନରେ ପ୍ରବଳ ଶୀତ ଅନୁଭୂତ ହେଉଛି। ପାଗ ମେଘୁଆ ଯୋଗୁ ଦାରିଙ୍ଗବାଡ଼ିକୁ ଅନ୍ଧକାର ଘେରି ରହିଛି।…
ଡିଜି-ଆଇଜି ସମ୍ମିଳନୀକୁ ନେଇ ଏଭଳି କହିଲେ ଅପରାଜିତା
ଭୁବନେଶ୍ୱର,୨୯।୧୧: ଓଡ଼ିଶାରେ ପ୍ରଥମ ଥର ପାଇଁ ହେଉଛି ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ। ସମ୍ମିଳନୀ ଶୁକ୍ରବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୧ ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ସମ୍ମିଳନୀ ପାଇଁ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ୩ ଦିନ ଧରି…

