ଆମ ଜିଲା ଖବର

ଯୁଦ୍ଧର ଭ୍ରମ ସୃଷ୍ଟିକଲା ନୌସେନା ମକ୍‌ଡ୍ରିଲ୍‌

ପୁରୀ,୨୯ା୧୧(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ଡିସେମ୍ବର ୪ରେ ପୁରୀ ବେଳାଭୂମିରେ ପ୍ରଥମ ଥର ପାଇଁ ଭାରତୀୟ ନୌସେନା ପକ୍ଷରୁ ନୌସେନା ଦିବସ ପାଳନ ହେବାକୁ ଯାଉଛି। ଏଥିପାଇଁ ଜିଲା ପ୍ରଶାସନ ସମେତ ନୌସେନା ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ପୁରୀରେ ପ୍ରଥମଥର ପାଇଁ…

ହାଇକୋର୍ଟରେ କଟକ ସହର ସମସ୍ୟା ମାମଲା: ‘୩୦ ତାରିଖ ସୁଦ୍ଧା ବାଲିଯାତ୍ରା ପଡ଼ିଆ ସ୍ବଚ୍ଛ କର’

କଟକ,୨୯ା୧୧ (କାର୍ତ୍ତିକ ସାହୁ): ଉପର ଓ ତଳ ବାଲିଯାତ୍ରା ପଡ଼ିଆ ପ୍ରଦୂଷିତ। ବାଲିଯାତ୍ରା ସରିବା ପରେ ମଧ୍ୟ ଏପର୍ଯ୍ୟନ୍ତ ସଫା ହୋଇନି ପଡ଼ିଆ। କୁଢ଼ କୁଢ଼ ଆବର୍ଜନା ପଡିରହିଛି। ଏହାକୁ ନେଇ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଜିଲାପାଳ ଓ କଟକ…

୨୦ ବର୍ଷ ହେଲା ଚାପିରହିଛି ଆର୍‌ଡିସି ତଦନ୍ତ ରିପୋର୍ଟ

ଯାଜପୁର,୨୯ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବଂ ବିରଜା ହାଟ ସ୍ଥାନାନ୍ତରଣକୁ ନେଇ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ବିରଜା ହାଟ ପୁରୁଣା ସ୍ଥାନରେ ବସିବା ପାଇଁ ଜିଲା ପ୍ରଶାସନର ଅନୁମତି ବିରୋଧରେ…

ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମରେ ଭାଗ ନେବେ ୬ଶହ କଳାକାର

ଭବାନୀପାଟଣା,୨୯।୧୧(ଉତ୍ତମ କୁମାର ଦାଶ): ପ୍ରତିଭା ଅନୁଷ୍ଠାନ ପକ୍ଷରୁ ଶୁକ୍ରବାରଠାରୁ ଲୋକକଳାର ମହାକୁମ୍ଭ ନୃତ୍ୟ ସଙ୍ଗମ ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧ ତାରିଖ ଯାଏଁ ଚାଲିବ। ଚଳିତ ବର୍ଷ ଏହାକୁ ଜାତୀୟ ଉତ୍ସବ ଭାବେ…

ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୨୮।୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅଧୀନ ପାନାପଲ୍ଲୀ ଗ୍ରାମର ଜଣେ ଯୁବକ ଦାଦାନ ଖଟିବାକୁ ଯାଇ ଶବ ହୋଇ ଘରକୁ ଫେରିଛନ୍ତି। ମୃତକ ହେଲେ ଏଲ୍‌. ଘନଶ୍ୟାମ ରେଡ୍ଡୀ। ମିଳିଥିବା ସୂଚନା ମୁତାବକ, ୯ ମାସ ହେଲା…

ସଙ୍ଗଠନରେ ବଢୁଛି ଉତ୍ପୀଡନ: ଆତ୍ମସମର୍ପଣ କଲେ ହାର୍ଡକୋର ମାଓବାଦୀ

ଫୁଲବାଣୀ,୨୮ା୧୧(ରାକେଶ କୁମାର ରାଉତ): ସୁରକ୍ଷା ବାହିନୀର ଲଗାତାର ଚଢାଉ କନ୍ଧମାଳ ଜିଲାରେ ମାଓବାଦୀଙ୍କ କାର୍ଯ୍ୟକ୍ରମରେ ରୋକ ଲଗାଇଛି। ଗୁରୁବାର ଜଣେ କ୍ୟାଡର ମାଓବାଦୀ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ବିଜା ମାଡଭି ଓରଫ ଟିକେଶ। ସେ ଗତ…

ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା: ଭୁବନେଶ୍ୱର କିସ୍‌ ଚାମ୍ପିୟନ

ଦିଗପହଣ୍ଡି/ପାଟପୁର,୨୮।୧୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପାଟପୁର ବିଶ୍ୱାସ ରାୟ ବିଜ୍ଞାନ ମହାବିଦ୍ୟାଳୟ ମିନି ଷ୍ଟାଡିୟମରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଯୁକ୍ତ ୨ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ…

ଓଡ଼ିଶାର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର କରିବାକୁ ସୁପାରିଶ କଲେ ହାଇକୋର୍ଟ

କଟକ,୨୮।୧୧: ରାଜ୍ୟର ପ୍ରତ୍ୟେକ ଜିଲାରେ ମୁକ୍ତାକାଶ କାରାଗାର ପ୍ରତିଷ୍ଠା କରିବାକୁ ଓଡ଼ିଶାର କାରାଗାର ମହାନିର୍ଦ୍ଦେଶକ (ଡିଜି)ଙ୍କୁ ସୁପାରିଶ କରିଛନ୍ତି ହାଇକୋର୍ଟ। ଭାରତର ଅନ୍ୟ ରାଜ୍ୟମାନଙ୍କରେ ଏହି ବ୍ୟବସ୍ଥାର ସଫଳତାକୁ ଦୃଷ୍ଟିରେ ରଖି କୋର୍ଟ ଏହି ସୁପାରିଶ କରିଛନ୍ତି। ଓଡ଼ିଶା ମଧ୍ୟରେ ଏଭଳି…

ଡିସେମ୍ବର ୧ରେ କଂସ ଚୟନ

ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଥିବାରୁ ଏହି ମହୋତ୍ସବରେ କାହା ଭାଗ୍ୟରେ କଂସ ଅଭିନୟର ସୁଯୋଗ ଜୁଟିବ ତାକୁ ସଭିଁଏ ଚାହିଁ ବସିଛନ୍ତି। ଆସନ୍ତା ଡିସେମ୍ବର…

ମୋଦିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା

ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍‌ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା…

ଡିଜିଟାଲ ଆରେଷ୍ଟ କରି କୋଟିଏ ଟଙ୍କା ଠକେଇ ମାମଲା, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

କଟକ,୨୮।୧୧: ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ କରିଛି…

ଦିଗପହଣ୍ଡିରେ ସିରିଜ ଚୋରି ମାମଲା: ମାଷ୍ଟର ମାଇଣ୍ଡ ଗଲେ ଜେଲ୍‌

ଦିଗପହଣ୍ଡି,୨୮।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ସାମ୍ନା ଅଶୋକ ସ୍ବାଇଁଙ୍କ ମାର୍କେଟ କମ୍ପ୍ଲେକ୍ସରେ ଥିବା ୪ ଦୋକାନର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ଗତ ୨୧ ତାରିଖ ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ବିଭିନ୍ନ ମୂଲ୍ୟବାନ ସାମଗ୍ରୀ, ଲାପଟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?