ବାର୍ହା ଶିକାର କରି ଚାଲିଥିଲା ମାଂସ ଭାଗବଣ୍ଟା: ମାଡ଼ିବସିଲା ବନ ବିଭାଗ
କେସିଙ୍ଗା,୨୭।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବନଖଣ୍ଡ ଅଞ୍ଚଳରେ ବାର୍ହା ଶିକାର କରି ମାଂସ ଭାଗବଣ୍ଟା ଚାଲିଥିବା ସମଯରେ ବନ ବିଭାଗ ଚଢ଼ଉ କରି ୩ ଜଣ ଶିକାରୀଙ୍କୁ ଗିରଫ କରିଛି। ସେମାନ ଙ୍କଠାରୁ ପ୍ରାୟ ୧ କ୍ୱିଣ୍ଟାଲ ବାର୍ହା ମାଂସ…
ଅଙ୍ଗନଓ୍ବାଡି ଚାଉଳ ହଡ଼ପ, ଠିକାଦାରଙ୍କ ଗୋଦାମ ସିଲ୍
ଧାମନଗର,୨୭।୧୧(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକରେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକୁ ଯୋଗାଉଥିବା ଚାଉଳ ହଡ଼ପ ଅଭିଯୋଗରେ ଠିକାଦାରଙ୍କ ଗୋଦାମକୁ ମଙ୍ଗଳବାର ସିଲ୍ କରାଯାଇଛି। ଧାମନଗର ସିଡିପିଓ ଧରିତ୍ରୀ ପାଣିଗ୍ରାହୀଙ୍କ ଉପସ୍ଥିତିରେ ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଦୀପକ କୁମାର ଦାସ ସିଲ୍ କରିଛନ୍ତି। ଅପରାହ୍ନରେ…
ଚର୍ଚ୍ଚାରେ ବ୍ରହ୍ମପୁର ମେୟର, ବିଜେଡି କର୍ପୋରେଟରଙ୍କ ପୁରୀ ଗସ୍ତ
ବ୍ରହ୍ମପୁର,୨୭ା୧୧(ନରସିଂହ ସାହୁ):ବ୍ରହ୍ମପୁର ମହାନଗର ନିଗମ (ବିିଇଏମ୍ସି) ମେୟର ସଂଘମିତ୍ରା ଦଳେଇଙ୍କ ନେତୃତ୍ୱରେ ଡେପୁଟି ମେୟର ବିବେକ ରେଡ୍ଡୀଙ୍କ ସମେତ ୨୬ ବିଜେଡି କର୍ପୋରେଟର ହଠାତ୍ ପୁରୀ ଯାଇଥିବାରୁ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଅନ୍ୟପକ୍ଷରେ ବିଜେଡିରେ ଅନ୍ତଃକନ୍ଦଳ ପୁଣି ପଦାକୁ ଆସିଛି।…
କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ
ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା କେନ୍ଦ୍ରୀୟ ଟ୍ରେଡ ୟୁନିଅନ, ସ୍ବାଧୀନ ଫେଡେରେଶନର ମିଳିତ ମଞ୍ଚ ଓ ସଂଯୁକ୍ତ କିଷାନ…
ସୀମା ଟପିଲା ବୋହୂ, ପୁଅଙ୍କ ନିର୍ଯାତନା : ପଡ଼ୋଶୀଙ୍କ ଗୁହାଳରେ ଝୁଲି ପଡ଼ିଲେ ବାପା
ଭୋଗରାଇ, ୨୭l୧୧( ପ୍ରଦୀପ ଦାସ):ବହୁ ଦୁଃଖ କଷ୍ଟ ସହି ଦୁଇ ପୁଅଙ୍କୁ ବଡ଼ କରିଥିଲେ। ଭାବିଥିଲେ ପରିଣତ ବୟସରେ ସାହାରା ହେବେ। ହେଲେ ସେ ଅଲୋଡ଼ା ହୋଇଗଲେ। ବୋହୂ, ପୁଅଙ୍କ ନିର୍ଯାତନା ସହି ନ ପାରି ଶେଷରେ ୭୨ବର୍ଷୀୟ ବୃଦ୍ଧ ବାପା…
ମୃତଦେହ ଆସିବାକୁ ଅପେକ୍ଷା କରିଥିବାବେଳେ ଘରୁ ଡକାୟତି
ବଇଣ୍ଡା, ୨୭ା୧୧ (ପରିକ୍ଷିତ ସାହୁ): ଦୁର୍ଘଟଣାରେ ଜଣେ ସଦସ୍ୟ ପ୍ରାଣ ହରାଇଥିବାରୁ ପରିବାର ଲୋକେ ଭାଙ୍ଗି ପଡ଼ିଥିଲେ। ଖବରପାଇ ଶୋକସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଦେବାକୁ ବନ୍ଧୁବାନ୍ଧବ ମଧ୍ୟ ପହଞ୍ଚି ଯାଇଥିଲେ। ସମସ୍ତେ ଶୋକରେ ଡୁବି ମୃତଦେହକୁ ଅପେକ୍ଷା କରିଥିବା ବେଳେ ରାତିରେ…
ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ
ପୁରୀ,୨୭ା୧୧(ଅଜିତ୍ କୁମାର ମହାନ୍ତି):ମାର୍ଗଶିର ମାସ କୃଷ୍ଣପକ୍ଷ ଦ୍ୱାଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି। ତେଣୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।…
ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ
କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ହେଉଛନ୍ତି ଛତିଶଗଡ, ରାୟପୁରର ଅଶ୍ୱିନୀ ପାଲ (୪୧ ବର୍ଷ)। ଅଭିଯୁକ୍ତଙ୍କ ବିରୋଧରେ…
୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି
ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା ଚୋରା ଚାଲାରଣକୁ ଅବକାରୀ ପୋଲିସ ମାଫିଆଙ୍କ ଠାରୁ ମୋଟ ଅଙ୍କର ଟଙ୍କା ନେଇ ଏହାକୁ…
୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍
ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ କଲେଜର ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ…
ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ : ଫଟୋ ଭାଇରାଲ କରି ଜେଲ ଗଲେ ଅଭିଯୁକ୍ତ
ଦିଗପହଣ୍ଡି,୨୬ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଅନ୍ତର୍ଗତ ଏକ ଗାଁର ଦଶମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ସବୁବେଳେ ପିଛା କରି ତାଙ୍କୁ ଆପତ୍ତିଜନକ ମନ୍ତବ୍ୟ ଦେବା, ଅସଦାଚରଣ ପ୍ରଦର୍ଶନ କରିବା ଏବଂ ତାଙ୍କ ସହ ଥିବା ଫଟୋକୁ ଏଡିଟିଂ କରି…
ଦାରିଙ୍ଗବାଡିରେ ଷ୍ଟ୍ରବେରୀ ଚାଷ ସମ୍ପର୍କିତ ଶିକ୍ଷା ହାସଲ କଲେ ଧନ୍ଦାମୂଳକ ଯୁକ୍ତ ୨ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୨୬।୧୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଧନ୍ଦାମୂଳକ ଯୁକ୍ତ ୨ ଛାତ୍ରୀଛାତ୍ର ଚାଷ ସମ୍ପର୍କିତ ଶିକ୍ଷା ପ୍ରାପ୍ତ ପାଇଁ ଷ୍ଟ୍ରବେରୀ ଚାଷ ହୋଇଥିବା ଜମି ବୁଲି ଦେଖିଛନ୍ତି । ଦାରିଙ୍ଗବାଡି ବସ୍ଷ୍ଟାଣ୍ଡ ନିକଟରେ…

