ଆମ ଜିଲା ଖବର

ଏନକ୍ଲୋଜରରୁ ମୁକୁଳିଲା ‘ଜିନତ୍‌’

ବାରିପଦା,୨୬।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ଏନକ୍ଲୋଜରରୁ ମୁକୁଳିଛି। ରବିବାର ରାତିରେ ତାକୁ ଶିମିଳିପାଳର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି। ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ଜଙ୍ଗଲରୁ ଆସି ୧୦ ଦିନ ହେବ ଏନକ୍ଲୋଜରରେ ରହିବା ପରେ…

ସମନ୍ୱିତ କୃଷି ପଦ୍ଧତିରେ ସାମିଲ ହେଲେ କୋଟିଆର ୨୨ ଚାଷୀ

ପଟ୍ଟାଙ୍ଗି୨୫/୧୧(ଶରତ ଧଳ): କୋରାପୁଟ ଜିଲ୍ଲା ପ୍ରଶାସନ କୋଟିଆ ପଞ୍ଚାୟତକୁ ସ୍ଵତନ୍ତ୍ର ଧ୍ୟାନ ଦେଉଥିବା ବେଳେ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ସମନ୍ୱିତ କୃଷି ପଦ୍ଧତିରେ ୨୨ ଚାଷୀଙ୍କୁ ସାମିଲ କରିଛି। କୃଷି, ଉଦ୍ୟାନ, ମତ୍ସ୍ୟ, ପଶୁପାଳନ ଓ ଜଙ୍ଗଲ ୫ ଗୋଟି…

ମେଗାଲିଫ୍ଟ କେନାଲରୁ ଜଳସେଚନ ଦାବି: ୩ ରେ ଅଖଚକ ବନ୍ଦ କରିବେ କୋକସରା ବ୍ଲକ ଚାଷୀ

କୋକସରା,୨୫/୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୨ ପଞ୍ଚାୟତର ଚାଷୀଙ୍କୁ ନେଇ ଗଠିତ ସଚେତନ କୃଷକ ମଞ୍ଚ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କୋକସରା ଶିବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଚେତନ କୃଷକ ମଞ୍ଚର ଆବାହକ…

ବବିଙ୍କ ଭାଇ ଲଲଙ୍କ ଜାମିନ ଆବେଦନ ଖାରଜ, ଆଉ ୩ ମାମଲା ରୁଜୁ

ଯାଜପୁର/ଯାଜପୁର ଟାଉନ(ହର୍ଷବର୍ଦ୍ଧନ ବେହେରା/ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି),୨୫ା୧୧: ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ)ଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତାଙ୍କ ବିରୋଧରେ ସୋମବାର ଯାଜପୁର ଟାଉନ୍‌ ଥାନା ପୋଲିସ ପକ୍ଷରୁ ଦୁଇଟି ମାମଲା (ରାସ୍ତାରୋକୋ-କେସ୍‌ ନଂ.୪୬୯ ଏବଂ…

ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି

କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ ଜୀବଙ୍କ ପ୍ରବେଶ ରୋକିବାକୁ ସରକାରଙ୍କ ପକ୍ଷରୁ କରାଯାଉଥିବା ତାରବାଡ଼ ଏବଂ ଖାତ ନିର୍ମାଣରେ ୧୦…

ଦୁର୍ଗମ ଜଙ୍ଗଲରେ ହେଉଥିଲା ଗଞ୍ଜେଇ ଚାଷ, ନଷ୍ଟ କଲା ପୋଲିସ, ଅବକାରୀ ଟିମ

ଦିଗପହଣ୍ଡି/ପାଟପୁର,୨୫।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଦାମପୁର,କନ୍ଧ ଜକର ଏବଂ ବୋରେଇ ପାହାଡ ଗ୍ରାମ ସଂଲଗ୍ନ ଦୁର୍ଗମ ଜଙ୍ଗଲରେ ପୋଲିସ ଓ ଅବକାରୀ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ସୋମବାର ପୋଲିସ ଓ ଅବକାରୀ…

ବ୍ରିଟିଶ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିପଡିଲା ପିକଅପ୍‌ ଭ୍ୟାନ: ୨୫ ଆହତ, ଜଣେ ମୃତ

ପଟ୍ଟାଙ୍ଗି,୨୫।୧୧(ଶରତ ଧଳ): ପଡୋଶୀ ଆନ୍ଧ୍ର ରାଜ୍ୟକୁ ଦାଦନ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ପିକଅପ୍‌ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨୫ ଜଣ ଆହତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଖବରପାଇବା ପରେ ପଟ୍ଟାଙ୍ଗି ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ…

ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି…

ଦେଶୀ ବନ୍ଧୁକ ବେପାର ଠାବ: ବରଗଡ଼ରୁ ବିହାରକୁ ଲମ୍ବିଛି ଚେର, ୫ ଗିରଫ

ବରଗଡ଼,୨୫।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଦେଶୀ ବନ୍ଧୁକ ବେପାର ଠାବ କରିଛି। ପୋଲିସ ଏହି ଘଟଣାରେ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବିହାରର ସମସ୍ତିପୁର ଜିଲା ଦରିଆପୁର ଗ୍ରାମର ମୂଳ ବାସିନ୍ଦା ତଥା ବର୍ତ୍ତମାନ…

ଅଟୋକୁ ପଛ ପଟୁ ଧକ୍କା ଦେଲା ବିଧାୟକଙ୍କ କାର୍‌

ନିରାକାରପୁର,୨୫।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ପୋଖରିଆ ଛକ ନିକଟରେ ସୋମବାର ଏକ ଅଟୋ ସହ ଏକ କାର୍‌ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ କରିଥିଲେ ଅପହରଣ, ତା’ପରେ…

ହିଞ୍ଜିଳିକାଟୁ, ୨୫।୧୧(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିବା ଅଭିଯୋଗରେ ସାଢ଼େ ୪ମାସ ପରେ ଅଭିଯୁକ୍ତଙ୍କୁ ଆନ୍ଦ୍ରପ୍ରଦେଶଠାରୁ ପୋଲିସ ଗିରଫ କରିଛି। ଗିରଫ ଜଣଙ୍କ ହେଲେ ବ୍ରହ୍ମପୁର ସଦର ଥାନା ଅଲାରିଗଡ ଗ୍ରାମର…

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ, ବିଜେଡିର ପୂର୍ବତନ ରାଜ୍ୟ କାର୍ଯ୍ୟାକାରିଣୀ ସଦସ୍ୟ ହିମାଂଶୁ ସାମଲ, ବିଜେଡି ଜିଲା ସମ୍ପାଦକ ଇ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?