ଆମ ଜିଲା ଖବର

ବହୁଚର୍ଚ୍ଚିତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କୁ ଆଜୀବନ

ଵ୍ରହ୍ମପୁର, ୨୫।୧୧(ସୁବାସ ଚନ୍ଦ୍ର ପାଢ଼ୀ): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ଚୂଡାନ୍ତ ରାୟ ସୋମବାର ପ୍ରକାଶ ପାଇଛି। ଜିଲା ଓ ଦୌରା ଜଜ ୬ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତମାନେ…

ଅନୁଗୋଳରୁ ୟୁପିକୁ ହେଉଥିଲା ଚାଲାଣ: ଧରାପଡ଼ିଲା ୩୦ ବସ୍ତା ଗଞ୍ଜେଇ

ସୁନ୍ଦରଗଡ଼,୨୫।୧୧: ସୁନ୍ଦରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ପୋଲିସର ଏକ ଟିମ୍‌ ଚଢାଉ କରି ୩୦ ବସ୍ତା ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ କୋଟିଏ ଟଙ୍କା ହେବ ବୋଲି ପୋଲିସ ପକ୍ଷରୁ…

ସିକକେତା ଗ୍ରାମରେ ନୂଆ ଚର୍ଚ୍ଚଗୃହ

ଦାରିଙ୍ଗବାଡି, ୨୫୧୧ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ସିକକେତା ଠାରେ କ୍ୟାଥୋଲିକ ମଣ୍ଡଳୀର ଏକ ଚର୍ଚ୍ଚ ଗୃହର ଶୁଭାରମ୍ଭ ହୋଇଛି। ଏହାକୁ ମୁଖ୍ୟ ଅତିଥି ଭାବେ କଟକ ଭୁବନେଶ୍ବର ଡାୟୋସେସର ଆର୍ଚ୍ଚ ବିଶୋପ ଯୋହନ ବାର୍ବା ଏହାର…

ବହୁଚର୍ଚ୍ଚିତ ଅଭିମନ୍ୟୁ ହତ୍ୟା ମାମଲା: ଆସିଲା ରାୟ…

ବାଲିଗୁଡା,୨୫।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାର ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଦୌରାଜଜ ରୂପଶ୍ରୀ ଚୌଧୁରୀ। ମାମଲାରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ…

ବେଳାଭୂମିରେ ବିରାଟକାୟ ବିରାଟକାୟ ସାର୍କ: ଦଖିବାକୁ ଲୋକଙ୍କ….

ଚିକିଟି,୨୫।୧୧: ଗଞ୍ଜାମ ଜିଲା ଚିକିଟି ସୋନପୁର ବେଳାଭୂମିରେ ବିରାଟକାୟ ସାର୍କ ଦେଖିବାକୁ ମିଳିଛି। ଆହତ ଅବସ୍ଥାରେ ସମୁଦ୍ର ବେଳାଭୂମିରେ ଏହି ସାର୍କ ଲାଗିଛି। ଖବରପାଇ ବନ ବିଭାଗ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛି। ଆହତ ସାର୍କକୁ ଉଦ୍ଧାର ପାଇଁ ବନ ବିଭାଗ ଟିମ୍‌…

ଶ୍ବଶୁର ଘର ଆଗରେ ଯୌତୁକ ସାମଗ୍ରୀ ଜାଳିଦେଲେ ଜ୍ବାଇଁ, ପରେ…

ଦଶପଲ୍ଲା,୨୫।୧୧: ନୟାଗଡ଼ ଜିଲା ନେଳିଗୁଡ଼ା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଶ୍ବଶୁର ଘର ଆଗରେ ଯୌତୁକ ସାମଗ୍ରୀ ରଖି ନିଆଁ ଲଗାଇ ପୋଡି ଦେଇଛନ୍ତି ଜ୍ବାଇଁ। ଯୌତୁକରେ ମିଳିଥିବା ସିନ୍ଦୁକ, ଖଟ ଏହାସହ ମିଳିଥିବା ଅନ୍ୟାନ୍ୟ ସାମଗ୍ରୀରେ…

ହୋଟେଲ ସଙ୍ଘକୁ ପାଠ ପଢ଼ାଇଲେ ନୂତନ ଆଇଆଇସି ସଠିକ ତଥ୍ୟ, ସିସି କ୍ୟାମେରା ଓ ଉତ୍ତମ ବ୍ୟବହାରକୁ ଗୁରୁତ୍ୱ

ଦାରିଙ୍ଗବାଡି, ୨୫।୧୧ (ଅରୁଣ ସାହୁ): କାନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ରବିବାର ହୋଟେଲ ସଙ୍ଘ ଓ ନୂତନ ଭାବେ ଥାନାରେ ଦାୟିତ୍ୱ ଗ୍ରହଣ କରିଥିବା ଆଇଆଇସି ଅଶୋକ କୁମାର ହାଁସଦାଙ୍କ ଏକ ଜରୁରୀକାଳୀନ ବୈଠକ ବସିଥିଲା। ଏହି ବୈଠକ ଥାନା ପରିସର…

ଯାତ୍ରୀବାହୀ ଅଟୋକୁ ପିଟିଲା ଓମ୍‌ଫେଡ୍‌ ଟ୍ରକ

ଭୁବନେଶ୍ବର,୨୫।୧୧: ଭୁବନେଶ୍ବର ଓମ୍ଫେଡ ଛକରେ ସୋମବାର ଏକ ଦୁର୍ଘଟଣା ଘଟିଛି। ଜୟଦେବବିହାର-ନନ୍ଦନକାନନ ରାସ୍ତାରେ ଓମ୍‌ଫେଡ୍‌ ଗାଡ଼ି ଅଟୋକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଅଟୋ ଡ୍ରାଇଭର ଗୁରୁତର ହୋଇଥିବା ବେଳେ, ଜଣେ ଯାତ୍ରୀ ମଧ୍ୟ ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ…

‘ହିଂସା-ନିର୍ଯାତନା ମହିଳାମାନଙ୍କ ସ୍ବାଧୀନତାକୁ କ୍ଷୁଣ୍ଣ କରିଦିଏ’

ଦାରିଙ୍ଗବାଡ଼ି,୨୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସରରେ ସୋମବାର କମଳା ଦିବସ ପାଳିତ ହୋଇଯାଇଛି। ଜାଗୃତି ସମ୍ପାଦକ କୈଳାସ ଚନ୍ଦ୍ର ଦଣ୍ଡପାଟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହିଳା ବିକାଶ ପ୍ରତିଷ୍ଠାନର ସମ୍ପାଦିକା ମିନତୀ ପାଢ଼ୀ, ଦାରିଙ୍ଗବାଡ଼ି…

ଅଟୋ ସହ ପିଟିହେଲା ବିଧାୟକଙ୍କ କାର୍‌, ଦୁଇ ଯାତ୍ରୀ ଆହତ

ଖଲ୍ଲିକୋଟ/ଖୋର୍ଦ୍ଧା,୨୫ା୧୧(ପ୍ରଶାନ୍ତ କୁମାର ମିଶ୍ର): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରିଆ ଛକ ନିକଟରେ ସୋମବାର ଗଞ୍ଜାମ ଜିଲା ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ସୂଚନାନୁଯାୟୀ, ବିଧାୟକ ସେଠୀ ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ଖଲ୍ଲିକୋଟରୁ ଭୁବନେଶ୍ୱର…

ବିଧାୟକଙ୍କୁ ଆକ୍ରମଣ ଘଟଣା କାହିଁକି କ୍ରାଇମବ୍ରାଞ୍ଚଙ୍କୁ ଦିଆଗଲା ତଦନ୍ତ ଦାୟିତ୍ୱ: ଡିଜିପି କହିଲେ….

ଭୁବନେଶ୍ୱର,୨୫।୧୧ ଯାଜପୁର ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାରେ ଡିଜିପିଙ୍କ ପ୍ରତିକ୍ରିୟା ରଖିଛନ୍ତି। କାହିଁକି କ୍ରାଇମବ୍ରାଞ୍ଚଙ୍କୁ ତଦନ୍ତ ଦାୟିତ୍ୱ ଦିଆଗଲା ସେ ନେଇ ସେ କହିଛନ୍ତି, ସଠିକ ତଦନ୍ତ ପାଇଁ ୩ଟି ମାମଲା କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ…

ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ

ଝାରସୁଗୁଡ଼ା,୨୫।୧୧: ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା ଲଖନପୁର ଥାନା କୁଡ଼ାଲୋଇ ଗଙ୍ଗାପଡ଼ାରେ। ଅଭିଯୁକ୍ତ ସାନ ଭାଇଙଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି। ତେବେ କେଉଁ କାରଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?