ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ, ହେବ ବଡ଼ ଘୋଷଣା
ସୁନ୍ଦରଗଡ଼,୨୪ା୧୧(ଜୟ ନାରାୟଣ ମେଣ୍ଡୁଳି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଆସି ସୁନ୍ଦରଗଡ଼…
ଟୋଲଗେଟକୁ ଧକ୍କାଦେଇ ହୁହୁ ହୋଇ ଜଳିଲା କଣ୍ଟେନର: ଡ୍ରାଇଭର ଜୀବନ୍ତ ଦଗ୍ଧ, ହେଲ୍ପର ବି…
ବାଲେଶ୍ୱର,୨୪।୧୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଟୋଲଗେଟକୁ ଧକ୍କାଦେଇ କଣ୍ଟେନର ହଠାତ୍ ହୁତୁହୁତୁ ହୋଇ ଜଳିଲା। ଏଥିରେ କଣ୍ଟେନର ଭିତରେ…
ପରିବର୍ତ୍ତନର ସ୍ରୋତରେ ଡଙ୍ଗରିଆ
ନିଜର ନିଆରା ତଥା ଭିନ୍ନ ସଂସ୍କୃତି ଓ ପରମ୍ପରା ପାଇଁ ସାରା ବିଶ୍ୱରେ ପରିଚିତ ରାୟଗଡ଼ା ଜିଲା ଆଦିମ ଜନଜାତି ଡଙ୍ଗରିଆ କନ୍ଧ। ରାୟଗଡ଼ା ଜିଲାର ବିଷମକଟକ, ମୁନିଗୁଡ଼ା ଓ କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ନିୟମଗିରି ପାହାଡ଼ରେ ବସବାସ କରୁଥିବା ଡଙ୍ଗରିଆ…
ଅହରହ ଜଳୁଛି ଷ୍ଟ୍ରିଟ୍ଲାଇଟ୍, ପଚାରିଲେ ବିଦ୍ୟୁତ୍ କର୍ମଚାରୀ କହୁଛନ୍ତି…
ନିରାକାରପୁର,୨୩ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଦୁର୍ଘଟଣା ରୋକାଯିବା ସହିତ ଦୂର ସ୍ଥାନକୁ କିଭଳି ଶୀଘ୍ର ତଥା ସୁବିଧାରେ ଯାତାୟାତ କରିପାରିବେ ସେଥିପାଇଁ ରାଜରାସ୍ତାର ଅନେକ ସ୍ଥାନରେ ଓଭରବ୍ରିଜ୍ ନିର୍ମାଣ କରାଯାଇଛି। ସେଗୁଡ଼ିକର ଉଭୟ ପାର୍ଶ୍ୱରେ ଆଲୋକର ସୁବନ୍ଦୋବସ୍ତ କରାଯାଇଛି। ହେଲେ ଏହି…
କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର
ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡ଼ବା ଥାନା ବିରିକୋଟସ୍ଥିତ ବିଜେପୁର ସାହିରେ। କୌଣସି କାରଣବଶତଃ ସ୍ବାମୀଙ୍କୁ ଘରେ ବନ୍ଦୀ କରି…
ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ
କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର କରିଛି। ଗତ ୧ ତାରିଖରେ କେନ୍ଦୁଝର ସଦର ରେଞ୍ଜ ଜଗଦଳା ଡ୍ୟାମ୍ ନିକଟରୁ ହାତୀଛୁଆକୁ…
ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ
ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା ବନାଞ୍ଚଳ ଖାରିଗୁଡ଼ା ପଞ୍ଚାୟତ ମୋହନାଗୁଡ଼ା ଗାଁ ରାସ୍ତାରେ ଶନିବାର ବାଘର ପାଦ ଚିହ୍ନ ଦେଖିବାକୁ…
ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ
ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଖପ୍ରଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ସୁନାମୁଦି ସ୍ବାସ୍ଥ୍ୟ ଉପକେନ୍ଦ୍ରର ଏଏନ୍ଏମ…
ଆସିଲା ଜିପିଆର-ଜିପିଏସ୍ ସର୍ଭେ ରିପୋର୍ଟ: ଏଥିରେ ରହିଛି…
ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍ଆଇ ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ୪୫ ପୃଷ୍ଠା ସମ୍ବଳିତ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଥିବା…
ଗଞ୍ଜେଇ ସହ କାର୍ ଜବତ: ୨ ଗିରଫ
ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ, ଅବକାରୀ ବିଭାଗ ଗଞ୍ଜେଇ ଚାଲାଣ ହେଉଥିବା କୌଣସି ପ୍ରକାରେ ସୂଚନା ପାଇ ସାରଙ୍ଗଡ଼ ଥାନା…
ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ
ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି। ଏ ନେଇ ପୋଲିସ ହତ୍ୟା ଉଦ୍ୟମ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…
ବାଇକ୍ରେ ଯାଉଥିଲେ ସ୍ବାମୀ-ସ୍ତ୍ରୀ: ଧକ୍କା ଦେଲା କାର୍…
ବନ୍ଧମୁଣ୍ଡା, ୨୩ା୧୧(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ଶାରୁବାହାଲ ଗାଁର ମୁଖ୍ୟ ରାସ୍ତାରେ ଏକ କାର୍ ବାଇକ୍କୁ ଧକ୍କା ଦେଇଥିଲା। ଫଳରେ ବାଇକରେ ଯାଉଥିବା ଦମ୍ପତି ଆହତ ହୋଇଥିଲେ। ହେଲେ ସ୍ଥାନୀୟ ଲୋକେ ଗଛ ଡାଳ ପକାଇ ଶାରୁବାହାଲ…

