କାର୍ ଡିକିରେ ନେଉଥିଲେ ଗଞ୍ଜେଇ, ଗୋଡ଼ାଇ ଗୋଡ଼ାଇ ଧରିଲେ ଅବକାରୀ ଅଧିକାରୀ
ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଶନିବାର ଅପରାହ୍ନରେ ଅବକାରୀ ଗୋଇନ୍ଦା ଅଧିକାରୀମାନେ ଗଞ୍ଜେଇ ଚାଲାଣକାରୀକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଥାନା ଅନ୍ତର୍ଗତ ମେରାଇନ ଏକାଡେମୀ ନିକଟରେ ଜଣେ ଯୁବକ କାବୁ କରିବାରେ ସକ୍ଷମ ହୋଇଥିବାବେଳେ…
ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…
ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାତିରେ କଳାକାର୍ରେ ବିଧାୟକ କେଉଁ କାମରେ ଯାଉଥିଲେ। ଗୋଟିଏ ଜାଗାରେ ଯଦି…
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଦୁଇ ସାଙ୍ଗଙ୍କ ଜୀବନ
ବଲାଙ୍ଗୀର,୨୩ା୧୧(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ରାସ୍ତା ଖର୍ଲିକାନି ଛକରେ ଶନିବାର ଏକ ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗଙ୍କର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ରତାଖଣ୍ଡି ଗାଁର ବୋଲି ଜଣାପଡ଼ିଛି। ଦୁଇ ସାଙ୍ଗ ଓମ୍ ମହାଳିଙ୍ଗ ଓ ନିରଞ୍ଜନ ଭୋଇ…
ବିଭିନ୍ନ ବ୍ରାଣ୍ଡର ୧୮୦ରୁ ଊର୍ଦ୍ଧ୍ୱ ବୋତଲ ବିଦେଶୀ ମଦ ଜବତ: ଜେଲ୍ ଗଲେ ଅଭିଯୁକ୍ତ
ଦିଗପହଣ୍ଡି/ପାଟପୁର,୨୩।୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପାଟପୁର ପୋଲିସ ପୋଡ଼ାମାରି ଗ୍ରାମର ଅଜୟ ଗୌଡ଼ଙ୍କୁ ଶନିବାର କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।ଶୁକ୍ରବାର ରାତି ପ୍ରାୟ ସାଢେ ୮…
ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍ ଓ କ୍ୟାରମ ପ୍ରତିଯୋଗିତା
ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍ ଓ କ୍ୟାରମ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି। ଚେସ୍ ମହିଳା ବିଭାଗରେ ୬ ମହାବିଦ୍ୟାଳୟରୁ ୮ଟି ଦଳ, ପୁରୁଷ ବିଭାଗରେ ୧୪ ମହାବିଦ୍ୟାଳୟରୁ ୧୫ଟି…
ଆଇଆଇଏମ୍ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍ ଇନ୍କ୍ୟୁବେଶନ
ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍ରେ ଇନ୍କ୍ୟୁବେଶନ ପାଇଁ ମନୋନୀତ ହୋଇଛି । ମାଣ୍ଡିଆରୁ ଏନର୍ଜି ପାଇଁ ପ୍ରୋଟୋଟାଇପ ପ୍ରସ୍ତୁତି ସହିତ ମାର୍କେଟିଂ ଓ ଫଣ୍ଡିଂ ପାଇଁ ଆଇଆଇଏମ୍…
ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ
ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଛି। ତାଙ୍କୁ ଗିରଫ କରାଯାଇ ଏସ୍ଡିଜିଏମ୍ଙ୍କ ବାସଭବନକୁ ଅଣାଯାଇଛି। ଗତ ବିଳମ୍ବିତ…
ଅଧରାତିରେ ବବି ଦାସଙ୍କ ଭାଇଙ୍କୁ ଅଟକ ରଖିଲା ପୋଲିସ
ଯାଜପୁର,୨୩।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣକୁ ନେଇ ରାଜନୀତି ଜୋର ଧରିଛି। ଏହି ଘଟଣାରେ ଶୁକ୍ରବାର ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଦ୍ୱାରା ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ ରଖାଯାଇଛି।…
ଶୀତରେ ଥରୁଛି ଦାରିଙ୍ଗବାଡି: ଘରୁ ବାହାରିବା ମୁସ୍କିଲ
ଦାରିଙ୍ଗବାଡି, ୨୩ ।୧୧(ଅରୁଣ ସାହୁ):ସମଗ୍ର କନ୍ଧମାଳ ଜିଲାରେ ଏବେ ଅସହ୍ୟ ଜାଡ଼ ଅନୁଭୂତ ହେଉଛି। ଜିଲାର ଦାରିଙ୍ଗବାଡି ବ୍ଲକ ରେ ମଧ୍ୟ ଏହାର ଅଧିକା ପ୍ରଭାବ ଦେଖିବାକୁ ମିଳୁଛି। ତାପମାତ୍ରା ଦିନକୁ ଦିନ ତଳ ମୁହାଁ ହେଉଥିବା ବେଳେ ୧୦ ଡିଗ୍ରୀ…
ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚିଲା ମେଡିକାଲ ଟିମ୍
କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା ମା’ ନେପୁର ମାଝୀ ଗାଁରେ ବନ୍ଦ ପଡିଥିବା ଏକ ପରିତ୍ୟକ୍ତ ସ୍କୁଲ କୋଠରୀରେ ୬ମାସ…
ଗ୍ୟାସ୍ ଲିକ୍ରୁ ଅଗ୍ନିକାଣ୍ଡ ଘଟଣା ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ଗତ ଶନିବାର ସନ୍ଧ୍ୟାରେ ଗ୍ୟାସ୍ ସିଲିଣ୍ଡର ପାଇପ ଲିକରୁ ଅଗ୍ନିକାଣ୍ଡ ଘଟଣାରେ ଗୋଟିଏ ପରିବାରର ସ୍ବାମୀ, ସ୍ତ୍ରୀ ଓ ପୁଅ ଅର୍ଦ୍ଧଦଗ୍ଧ ହୋଇ ଗୁରୁତର ହୋଇଥିଲେ। ଗୁରୁବାର ବିଳମ୍ବିତ ରାତିରେ ଚିକିତ୍ସାଧୀନ…
ଘରୁ ବୋମା ଜବତ: ପୁଅଙ୍କ ପରେ ବାପା ଗଲେ ଜେଲ
ଦିଗପହଣ୍ଡି,୨୨ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ ମୁକ୍ତେଶ୍ୱର ଶୈବପୀଠ ସଂଲଗ୍ନ କେନାଲ ସାହିର ଏକ ଭଡ଼ା ଘରେ ରହୁଥିବା ପଦ୍ମନାଭପୁର ଗ୍ରାମର ରାଜି ଓରଫ ରାଜେନ୍ଦ୍ର ସେଠୀଙ୍କ ଠାରୁ ଶୁକ୍ରବାର ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ୨ଟି…

