ଆମ ଜିଲା ଖବର

ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ

ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା…

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା ପାଇବା ପାଇଁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ କରୁଥିବା ବେଳେ ଉଦଳା ବିଧାୟକ ଭାସ୍କର…

ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି। ସରକାର ଏ ବାବଦ ଖର୍ଚ୍ଚରାଶି ବହନ କରୁଥିବାବେଳେ କେତେକ ଘରୋଇ ଅନୁଷ୍ଠାନକୁ ଦାୟିତ୍ୱ ଦେଇଛନ୍ତି।…

ଭଉଣୀ ଘରୁ ଫେରିବା ବେଳେ ଦୁର୍ଘଟଣା: ଚାଲିଗଲା ଭାଇଙ୍କ ଜୀବନ

ନବରଙ୍ଗପୁର ୨୧।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଥାନା ଅଧୀନ ର୍ଟିଲି ଆମ୍ବଗୁଡା ଛକ ନିକଟରେ ଗୁରୁବାର ସକାଳେ ଓ ସନ୍ଧ୍ୟାରେ ୨ଟି ଦୁର୍ଘଟଣା ଘଟିଛି। ସନ୍ଧ୍ୟାରେ ଘଟିଥିବା ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୋଷାଗୁମୁଡା ବ୍ଲକ କେ.ସେମଲା ପଞ୍ଚାୟତ…

ବରଗଡର ପାଇଁ ସୁନାମ ଆଣିଲେ ପ୍ରବୀଣ, ସୌର୍ଯ୍ୟରଞ୍ଜନ: ଓଡ଼ିଶା ଟି-୨୦ ଦଳରେ ପାଇଲେ ସ୍ଥାନ

ବରଗଡ,୨୧।୧୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲାର ପ୍ରତିଭାବାନ ଖେଳାଳି ତଥା ଜିଲା ବରିଷ୍ଠ କ୍ରିକେଟ ଦଳର ଅଧିନାୟକ ପ୍ରବୀଣ ଲୁହା ଓଡ଼ିଶା ବରିଷ୍ଠ ଟି-୨୦ କ୍ରିକେଟ ଦଳରେ ସାମିଲ ହୋଇଛନ୍ତି । ବୁଧବାର ଓଡ଼ିଶା କ୍ରିକେଟ ଏସୋସିଏସନ ପକ୍ଷରୁ ସୟଦ ମୁସ୍ତାକ ଅଲି ଟ୍ରଫି…

ବିଷ ପିଇ ଦେଲେ ଦୁଇ ଭଉଣୀ: ଜଣେ ମୃତ, ଜଣେ ଗୁରୁତର

ବୌଦ୍ଧ ୨୧ା୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଧୀନ ମହାଲିକପଡ଼ା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ବିଷ ପିଇ ଦୁଇ ଭଉଣୀ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ…

ରବି ଚାଷ ପାଇଁ ଜଳଯୋଗାଣ ବନ୍ଦ ପ୍ରତିବାଦରେ ତେଜିଲା ଚାଷୀ ଆନ୍ଦୋଳନ

ଧର୍ମଗଡ଼,୨୧ା୧୧(ଆକାଶ କୁମାର ଜଗତ)- ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଆସନ୍ତା ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଇନ୍ଦ୍ରାବତୀ ମେଗାଲିଫ୍ଟ କୁସୁମଖୁଣ୍ଟି କାର୍ଯ୍ୟାଳୟରୁ ବିଭାଗୀୟ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।…

ବୁଗୁଡ଼ା ଥାନାରେ ଯୋଗଦେଲେ ନୂତନ ଆଇଆଇସି

ବୁଗୁଡ଼ା, ୨୧।୧୧(କାଳିଚରଣଦାଶ):ବୁଗୁଡ଼ା ଥାନାରେ ନୂତନ ଆଇଆଇସି ଭାବେ ସୀତାଂଶୁ ଶେଖର ମାନ୍ଧାତା ଗୁରୁବାର ଯୋଗ ଦେଇଛନ୍ତି l ପୂର୍ବରୁ ୨୦୧୯ରେ ମାନ୍ଧାତା ବୁଗୁଡ଼ା ଥାନା ଅଧିକାରୀ ଭାବେ ୯ ମାସ ପାଇଁ ଦାୟିତ୍ୱ ତୁଲାଇ ଥିବାବେଳେ ଦିତୀୟ ଥର ପୁଣି ଆଇଆଇସି…

ଜନବସତିରେ ମୁକୁଳା ଟ୍ରାନ୍ସଫର୍ମର: ଲୋକେ ଭୟଭୀତ

କୋକସରା,୨୧ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ରେଙ୍ଗାଳପାଲି ପଞ୍ଚାୟତ ଡଙ୍ଗରିଗୁଡ଼ା ଗ୍ରାମ ଜନବସତି ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ମୁକୁଳା ଅବସ୍ଥାରେ ରହି ବିପଦ ସୃଷ୍ଟି କରୁଛି। ଗ୍ରାମର ମୁଖ୍ୟ ରାସ୍ତାକଡ଼ରେ ଥିବା ଟ୍ରାନ୍ସଫର୍ମର ନିକଟରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ…

ଘରେ ପଶି ଭାଉଜଙ୍କୁ ହତ୍ୟା ଉଦ୍ୟମ କଲେ ଦିଅର: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୋଲିସ ସାନଖେମୁଣ୍ଡି ବ୍ଲକ ତିଳେଶ୍ୱର ଗ୍ରାମର ଶିବା ଓରଫ ଶିବାନନ୍ଦ ବିଷୋୟୀଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରିଛନ୍ତି। ଗ୍ରାମର ସମ୍ପର୍କୀୟ ଭାଉଜ ଇନ୍ଦିରା ବିଷୋୟୀଙ୍କୁ ହତ୍ୟା ଉଦ୍ୟମ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଥାନା…

କମେଣ୍ଟ ମରାକୁ କେନ୍ଦ୍ରକରି ତୁମୁଳକାଣ୍ଡ: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ହିଞ୍ଜିଳିକାଟୁ,୨୧।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ହିଞ୍ଜିଳିକାଟୁ ପୌରାଞ୍ଚଳ ପାଟଣାସାହିରେ ଥିବା ଏକ କୋଚିଂ ସେଣ୍ଟର ସମ୍ମୁଖରେ ଜଣେ ଛାତ୍ରୀଙ୍କୁ କେତେଜଣ ଯୁବ କମେଣ୍ଟ ମାରିଥିଲେ। ଏହାକୁ କେନ୍ଦ୍ର…

ଶୁକ୍ରବାର ଭଙ୍ଗାଯିବ ବୈକୁଣ୍ଠଧାମ ଆଶ୍ରମ

ଭୁବନେଶ୍ୱର,୨୧।୧୧: ଭରତପୁର ଥାନା ଅଧୀନ ଖଣ୍ଡଗିରିବାରି ଅଞ୍ଚଳରେ ଥିବା ବୈକୁଣ୍ଠଧାମ ଆଶ୍ରମରେ ଜଣେ ନାବାଳକଙ୍କୁ କଳ୍‌କି ଅବତାର କହି ପାଦ ଉପରେ ତୁଳସୀ ଥୋଇ ପୂଜା କରିବା ଘଟଣା ଏବେ ଭିନ୍ନମୋଡ଼ ନେବାରେ ଲାଗିଛି। ଶୁକ୍ରବାର ସକାଳ ୮ଟାରେ ବିବାଦୀୟ ବୈକୁଣ୍ଠଧାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?