ଆମ ଜିଲା ଖବର

ଶିବ ମନ୍ଦିର ଦାନ ବାକ୍ସ ଭାଙ୍ଗି ଲୁଟିନେଲେ ଚୋର

କୋକସରା,୨୧ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା କୁସୁମଖୁଣ୍ଟି ନୀଳକଣ୍ଠେଶ୍ୱର ଶିବ ମନ୍ଦିର ମୁଖ୍ୟ ଗେଟ ଗ୍ରୀଲ ଭାଙ୍ଗି ଚୋରି ଅଭିଯୋଗ ହୋଇଛି। ଗୁରୁବାର ସକାଳୁ ମନ୍ଦିର ପୂଜକ ଅଶୋକ କୁମାର ଦାସ ପୂଜା କରିବା ପାଇଁ ଯିବା ସମୟରେ…

ହାତୀ ଆକ୍ରମଣରେ ୨ ପାରା ୱାଚର ଗୁରୁତର

ରେଢ଼ାଖୋଲ୨୧।୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ବଡ଼ବାହଲ ରେଞ୍ଜ ରତ୍ନାବଡ଼ମାଲ ଗାଁ ନିକଟରେ ଗୁରୁବାର ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ୨ଜଣ ପାରା ୱାଚର ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା…

ଜଳିଗଲା ଇଲେକ୍ଟ୍ରିକାଲ ଦୋକାନ

କଟକ,୨୧।୧୧: କଟକ ମଣି ସାହୁ ଛକରେ ଥିବା ଏକ ଇଲେକ୍ଟ୍ରିକାଲ ସଂରଞ୍ଜାମ ମରାମତି ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ମରାମତି ପାଇଁ ରହିଥିବା ବିଭିନ୍ନ ପ୍ରକାର ଇଲେକ୍ଟ୍ରିକାଲ ସଂରଞ୍ଜାମ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇଁ ଦମକଳ…

ପିଇବା ପାଣିକୁ ନେଇ ମହାଭାରତ: ୨ ମାମଲା ରୁଜୁ

ଧରାକୋଟ,୨୧।୧୧: ଗଞ୍ଜାମ ଜିଲା ଧରାକୋଟ ଥାନ ଅନ୍ତର୍ଗତ ନନ୍ଦିଗୋର ଗ୍ରାମରେ ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ଆସୁଥିବା ପାଣି ଓ ଭଙ୍ଗା ଟେପ୍‌କୁ ନେଇ ଉଭୟ ପଡୋଶୀଙ୍କ ମଧ୍ୟରେ ବଚସାରୁ ଗଣ୍ଡଗୋଳକୁ ନେଇ ଉଭୟଙ୍କ ପକ୍ଷରୁ ଥାନାରେ ୨ଟି ପୃଥକ ପୃଥକ ଭାବେ…

ଚାଷଜମିରେ ପାଣି ମଡ଼ାଇବାକୁ ନେଇ ହତ୍ୟା: ୨ ଗିରଫ

ଧରାକୋଟ,୨୧ା୧୧: ଗାଁ କୋଠ ଜମିରେ ପାଣି ମଡ଼ାଇବାକୁ କେନ୍ଦ୍ର କରି ଗତ ନଭେମ୍ବର ଦୁଇ ତାରିଖରେ ଧରାକୋଟ ଥାନା ଅନ୍ତର୍ଗତ କୁସରାବ ଗ୍ରାମରେ ଯୁଧିଷ୍ଠିର ଗୌଡ଼ଙ୍କ ପୁଅ ପଞ୍ଚାନନ ଓରଫ ପଞ୍ଚୁ (୫୨)କୁ ଗ୍ରାମ ନିକଟ କାନ୍ଦୁଲ ଘାଇ ନିକଟରେ ଥିବା…

ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ମାମଲା: ଜେଲ ଗଲେ ୧୦ ଅଭିଯୁକ୍ତ

ଯାଜପୁର,୨୧।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଯାଜପୁର ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ…

ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୧ା୧୧: ଡେଣ୍ଟାଲ ସର୍ଜନ ନିଯୁକ୍ତି ଅନିୟମିତତା ମାମଲାରେ ବ୍ୟକ୍ତିଗତ ହାଜିର ପାଇଁ OPSC ଅଧ୍ୟକ୍ଷଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ବାରମ୍ବାର ତାଗିଦ ସତ୍ତ୍ୱେ ରିଭାଇଜ୍‌ ମେରିଟ୍‌ ଲିଷ୍ଟ ଦାଖଲ ନ କରିବାରୁ ଗୁରୁବାର କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଖୁବ୍‌ଶୀଘ୍ର ରାଜ୍ୟରେ ପ୍ରତିଷ୍ଠା ହେବ ମହିଳା କୋର୍ଟ, ଜଜ୍‌ଙ୍କଠାରୁ ଆରମ୍ଭ କରି ଓକିଲ ବି…

କଟକ,୨୧ା୧୧: ରାଜ୍ୟରେ ମହିଳା କୋର୍ଟ ପ୍ରତିଷ୍ଠା କରିବେ ସରକାର। ଏନେଇ ବଡ଼ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ରାଜ୍ୟରେ ଦିନକୁ ଦିନ ବଳାତ୍କାର ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ନାବାଳିକାମାନଙ୍କ ଉପରେ ଅଧିକ ଯୌନ ନିର୍ଯାତନା କରାଯାଉଥିବା ନଜରକୁ…

ବିଦ୍ୟାଳୟ ରାସ୍ତାରୁ ଜବରଦଖଲ ହଟାଇଲା ପ୍ରଶାସନ

ପାଟଣା,୨୧ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ତହସିଲ ଅନ୍ତର୍ଗତ ସାହାରପଡ଼ା ବଜାରରେ ସରକାରୀ ଜମିକୁ ମାଡ଼ି ଜଣେ ବ୍ୟକ୍ତି ଟାୟାର ଓ ଗାଡି ପାର୍ଟସ୍‌ ଦୋକାନ କରିଥିବା ଅଭିଯୋଗ ପରେ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପାଇଁ ନୋଟିସ୍‌ ଦିଆଯାଇଥିଲା। ଗୁରୁବାର ସାହାରପଡ଼ା…

ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ଝୁଲିପଡ଼ିଲେ ସ୍ବାମୀ, ମୋବାଇଲ ବନ୍ଧା ରଖିବା ନେଇ…

ବାଲିଗୁଡ଼ା,୨୧ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମୂଲ୍ୟବାନ ଜୀବନ। ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀଙ୍କ ନିଜ ଘରେ ଆତ୍ମହତ୍ୟା କରିଦେଲେ। ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀଙ୍କୁ…

ହିମାଂଶୁଙ୍କୁ ଆକ୍ରମଣ: ଯାଜପୁରରେ ଭୟଙ୍କର ସ୍ଥିତି

ଯାଜପୁର,୨୧।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର ବୁଢ଼ାପୋଲ ନିକଟରେ ଏହି ଆକ୍ରମଣ ହୋଇଥିବା କୁହାଯାଉଛି। ଘଟଣା ସମ୍ପର୍କରେ ହିମାଂଶୁ ପୋଲିସ ଆଗରେ…

ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଗଞ୍ଜାମ,୨୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ପ୍ରୟାଗି ଗ୍ରାମ ନିକଟସ୍ଥ ବାବା ଅଳେଶ୍ୱର ଶୈବ ପୀଠର ଦାନ ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ଚୋରି ହୋଇଥିବା ଜଣାପଡ଼ିଛି। ଏନେଇ ରମ୍ଭା ଥାନାରେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ଲିଖିତ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?