ଆମ ଜିଲା ଖବର

୬ଷ୍ଠରୁ ୧୦ମ ଛାତ୍ରୀଙ୍କୁ ମିଳୁନି ନାପ୍‌କିନ

ମହାକାଳପଡ଼ା, ୧୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ ସରକାର ଶାସନ ସମୟରେ ଛାତ୍ରୀମାନଙ୍କୁ ମାଗଣାରେ ନାପକିନ ବଣ୍ଟନ କରିବାକୁ ନିର୍ଦ୍ଦେଶ ଥିଲା। ହେଲେ ୬ଷ୍ଠରୁ ୧୦ମଶ୍ରେଣୀ ଛାତ୍ରୀଙ୍କୁ ଅଦ୍ୟାବଧି ସେମାନଙ୍କୁ ନାପକିନ ମିଳିନାହିଁ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଲକ୍ଷ…

ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌

ଉଦଳା,୧୯।୧୧: ମୟୁରଭଞ୍ଜ ଜିଲା ଉଦଳା ଥାନା ପୋଡ଼ାଡ଼ିହାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ଯାଇଛି। ଫଳରେ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଳେ ୪ ଗୋରୁଙ୍କୁ…

ଗଞ୍ଜାମରେ ବଢୁଛି ଶକ୍ତି: ଭାଜପାରେ ମିଶିଲେ ୪ ସମିତି ସଭ୍ୟ

ଆସିକା,୧୮ା୧୧(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଜୋର୍‌ଦାର ଚାଲିଛି। ସୋମବାର ଆସିକା ବ୍ଲକ ଅନ୍ତର୍ଗତ ୪ ପଞ୍ଚାୟତର ସମିତିସଭ୍ୟ ଭାଜପାରେ ସାମିଲ ହୋଇଛନ୍ତି। ବାଲିସିରାସ୍ଥିତ ସିଦ୍ଧେଶ୍ୱର ମନ୍ଦିର ପ୍ରାଙ୍ଗଣରେ…

ଅନାସ୍ଥାରେ ହାରିଲେ ଏନ୍‌ଏସି ଉପାଧ୍ୟକ୍ଷା: ବିରୋଧୀଙ୍କୁ ଦେଇଦେଲେ ନିଜ ଭୋଟ୍‌

ବେଲଗୁଣ୍ଠା,୧୮ା୧୧(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସି ଉପାଧ୍ୟକ୍ଷା ଟି. ବବିତା କୁମାରୀ ସୋମବାର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଗତ ୬ ତାରିଖରେ କାଉନସିଲମାନେ ତାଙ୍କ ବିରୋଧରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରି ଅନାସ୍ଥା ପ୍ରସ୍ତାବ ଆଗତ କରିଥିଲେ। ଜିଲାପାଳଙ୍କ…

ଗଞ୍ଜାମରେ ଡିସେମ୍ବର ୨୩ରୁ ଧାନ ସଂଗ୍ରହ

ଛତ୍ରପୁର,୧୮ା୧୧(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଜିଲା ପରିଷଦ ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ କୁମାର ପାଣିଗ୍ରାହୀ, ଆସିକା ଏମ୍‌ପି ଅନୀତା ଶୁଭଦର୍ଶନୀ, ଛତ୍ରପୁର ବିଧାୟକ…

ମକାମଣ୍ଡି ଉଦ୍‌ଘାଟିତ

ଉମରକୋଟ, ୧୮।୧୧(ସନ୍ତୋଷ ଶତପଥୀ): କେନ୍ଦ୍ର ସରକାରଙ୍କ ସଂସ୍ଥା ନାଫେଡ୍‌ ପକ୍ଷରୁ ନବରଙ୍ଗପୁର ଜିଲାର ଉମରକୋଟ, ଝରିଗାଁ ଓ ରାଇଘରରେ ମକାମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଉମରକୋଟ ଆର୍‌ସିଏମ୍‌ଏସ୍‌ ୟାର୍ଡରେ ଅନୁଷ୍ଠିତ ଉତ୍ସବରେ ନାଫେଡ୍‌ ସହକାରୀ ପ୍ରବନ୍ଧକ ଗୋବିନ୍ଦ ମୁର୍ମୁ ଯୋଗଦେଇ ଏହାର ଉଦ୍‌ଘାଟନ…

ନିଆଁ ଲାଗି ଜଳିଗଲା ହୋଟେଲ

ଏମ୍‌ଭି ୭୯,୧୮ା୧୧(ଭିକି ବାରିକ): ମାଲକାନଗିରି ଜିଲା ଏମ୍‌ଭି ୭୯ ଶିବମନ୍ଦିର ସମ୍ମୁଖରେ ଥିବା ଏକ ହୋଟେଲରେ ସୋମବାର ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ଜଳି ଯାଇଛି। ମା’ ପାଚି ସର୍ଦ୍ଦାର ଓ ପୁଅ ମହେଶ ବର୍ତ୍ତି ଯାଇଛନ୍ତି। ହୋଟେଲରେ ରୋଷେଇ କରିବା…

ଶିଶୁ ବିକାଶ ଯୋଜନା ବାଟବଣା: ଅଙ୍ଗନୱାଡ଼ି କର୍ମୀଙ୍କ ବାରଣ୍ଡାରେ ପାଠପଢ଼ା

କୋକସରା,୧୮ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକରେ ଶିଶୁ ବିକାଶ ଯୋଜନା ବାଟବଣା ହୋଇଛି। ଲଡୁଗାଁ ପଞ୍ଚାୟତ ପୀତବାସପୁରଠାରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ରରେ ଗୃହ ନ ଥିବାରୁ ଅଙ୍ଗନୱାଡ଼ି କର୍ମୀଙ୍କ ଘରେ ପାଠପଢା ଚାଲିଆସୁଛି। ୪ବର୍ଷ ହେବ କେନ୍ଦ୍ରଟି ଭଙ୍ଗାଦଦରା…

ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରର ୧୧ ଛାତ୍ରୀ ଅସୁସ୍ଥ

ଦେବଗଡ଼,୧୮।୧୧: ଦେବଗଡ଼ ଜିଲା ମୁଖ୍ୟ ହସ୍ପିଟାଲ ପରିସର ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରରେ ସୋମବାର ଏକ ଅଘଟଣ ଘଟିଛି। ୧୧ଜଣ ଏଏନ୍‌ଏମ୍‌ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ଗୁରୁତର ଥିବା…

ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ,୧୮।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଦେହାନ୍ତରେ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଆଜିକ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି…

ଖାନନଗର ମଶାଣିରେ ହେବ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ

କଟକ,୧୮।୧୧: କଟକ ଖାନନଗର ମଶାଣିରେ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ କରାଯିବ। ଏ ନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି। ମରଶରୀରକୁ ବିଧାନସଭା ଓ ସେଠାରୁୁ ଭାଜପା କାର୍ଯ୍ୟାଳୟ ନିଆଯିବ। ଭୁବନେଶ୍ୱରରୁ ପୁଣି କଟକ ପୈତୃକ…

ହାଇସ୍କୁଲ ଜାଗା ଜବରଦଖଲ ଘଟଣା: ଜବରଦଖଲକାରୀଙ୍କ ଘରେ ଚଢିଲା ବୁଲଡୋଜର

କୋକସରା,୧୮।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡା ଶମ୍ଭୁଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଜାଗାକୁ ଗ୍ରାମର ଜଣେ ବ୍ୟକ୍ତି ଅଭିମନ୍ୟୁ ନାଏକ ଜବରଦଖଲ କରି ରଖିଥିଲେ। ପ୍ରଶାସନ ପକ୍ଷରୁ ସୋମବାର ଉଚ୍ଛେଦ କରାଯାଇଛି। ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?