ପ୍ରଥମ ଲଙ୍ଗ୍ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ
ବାଲେଶ୍ୱର,୧୮ା୧୧(ବାଞ୍ଛାନିଧି ଦେ): ଭାରତକୁ ମିଳିଛି ଐତିହାସିକ ସଫଳତା। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍ଡିଓ) ପକ୍ଷରୁ ଦେଶର ପ୍ରଥମ ଲଙ୍ଗ୍ ରେଞ୍ଜ ହାଇପରସୋନିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ବାଲେଶ୍ୱର ଜିଲା ଚାନ୍ଦିପୁର ଡିଆର୍ଡିଓ ଅଧୀନ ଧାମରାସ୍ଥିତ ଡ. ଏପିଜେ…
ଶୀତରେ ଥରୁଛି ଜି.ଉଦୟଗିରି
ଜି.ଉଦୟଗିରି,୧୮ା୧୧(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲାର ଜି.ଉଦୟଗିରି ସହର ପ୍ରବଳ ଶୀତରେ ଥରୁଛି। ଜି.ଉଦୟଗିରି ସହରରେ ସୋମବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍ସିୟସ୍ ଅଛି ବୋଲି ଜି.ଉଦୟଗିରିସ୍ଥିତ କୃଷି ଗବେଷଣା କେନ୍ଦ୍ର ପକ୍ଷରୁ ଜଣାଯାଇଛି। ରବିବାର ୭.୮ଡିଗ୍ରୀ ରହିଥିବା ବେଳେ ସୋମବାର…
ଗୋ’ ବନ୍ଧ୍ୟା ନିରାକରଣ ପାଇଁ ପ୍ରହସନ ପାଲଟିଛି ପ୍ରାଣୀ ଚିକିତ୍ସା ଶିବିର, ହାତ ଗଣତି ଚାଷୀଙ୍କୁ ନେଇ…
ଦାରିଙ୍ଗବାଡ଼ି,୧୮ା୧୧(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ପ୍ରାଣୀଧନର ବିକାଶ ପାଇଁ ବିଶେଷକରି ଗୋ’ସୁରକ୍ଷା ତଥା ସୁସ୍ଥ ରଖିବା ଓ ସୁସ୍ଥ ଛୁଆ ଜନ୍ମ କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ହେଲେ ତାହା ଗ୍ରାମାଞ୍ଚଳରେ ଚାଷୀମାନେ ସଠିକ୍ ସୂଚନା ନ…
ବାଲିଯାତ୍ରାରେ ଅଘଟଣ: ଲିଚୁ ଲାଇଟ୍ ଲାଗି ଚାଲିଗଲା ଛାତ୍ରଙ୍କ ଜୀବନ, ସେହିଦିନ ଛୁଟି ସାରି…..
କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ଏକ ବଡ଼ ଅଘଟଣ ଘଟିଛି। ବିଦ୍ୟୁତ୍ ଆଘାତରେ ଜଣେ +୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ ବିଶ୍ୱପ୍ରକାଶ ମନ୍ଥନ (୧୮)। ଯାତ୍ରା ପଡ଼ିଆ ସମ୍ମୁଖ ରିଂ ବନ୍ଧର…
କରେଣ୍ଟ ଲାଗି ଜଙ୍ଗଲରେ ଚାଲିଗଲା ୩ ହାତୀଙ୍କ ଜୀବନ
ରେଢ଼ାଖୋଲ,୧୮ା୧୧: ସମ୍ବଲପୁର ଜିଲା ରେଢ଼ାଖୋଲ ଜଙ୍ଗଲରୁ ୩ଟି ହାତୀର ମୃତଦେହ ଜବତ ହୋଇଛି। ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରୁ ୩ଟି ହାତୀ ମଧ୍ୟରେ ୨ଟି ବଡ଼ ଏବଂ ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ଦେଖିବାକୁ ମିଳିଛି। ବିଦ୍ୟୁତ ଆଘାତରେ ମୃତ୍ୟୁ…
ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କାମାକ୍ଷାନଗର,୧୮ା୧୧: ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଜିଲାପାଳଙ୍କ ଘରେ ସୋମବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉପଜିଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ଘରେ ଏହି ଚଢ଼ାଉ ଜାରି ରହିଛି। ଉପଜିଲାପାଳଙ୍କ ଅଫିସ, ସରକାରୀ କ୍ୱାର୍ଟର୍ସ ସମେତ…
ଡିଭାଇଡରରେ ପିଟିହେଲା ବସ୍
ଜଳେଶ୍ୱର,୧୮ା୧୧: ବାଲେଶ୍ୱର ଜିଲା ଜଳେଶ୍ୱରର ଲକ୍ଷ୍ମଣନାଥ ଟୋଲ୍ଗେଟ୍ ନିକଟରେ ସୋମବାର ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍ରେ ୫୦ ଜଣ ଯାତ୍ରୀ ଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ବସ୍ଟି କୋଲକାତାରୁ ଆସୁଥିବାବେଳେ ୧୬ ନଂ ଜାତୀୟ…
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ପରେ ମାଡ଼ିଗଲା ଟ୍ରକ୍: ଜଣେ ମୃତ, ୩ ଗୁରୁତର
ବାଲିଗୁଡା,୧୭।୧୧: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ୫୯ ନମ୍ବର ଜାତୀୟ ରାଜପଥର ପରମପାଙ୍ଗା ନିକଟ ଇର୍ପିଗୁଡାଠାରେ ରବିବାର ରାତିରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୩ଜଣ…
କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ିଲା, ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି
କଟକ, ୧୭।୧୧: ବିବାଦ ପରେ ବଢ଼ିଲା କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ପରେ ଆଉ ଅଧ ଘଣ୍ଟା ସମୟ ବୃଦ୍ଧି କରାଯାଇଛି। ଏଣିକି ରାତି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ଯାଏଁ କାର୍ଯ୍ୟକ୍ରମ…
ପର୍ଯ୍ୟଟନଙ୍କୁ ଆକୃଷ୍ଟ ପାଇଁ ପ୍ରୟାସ: ଅଣ୍ଟା ଭିଡ଼ିଲା ହୋଟେଲ ଆସୋସିଏଶନ
ଭବାନୀପାଟଣା,୧୭।୧୧(ଉତ୍ତମ କୁମାର ଦାଶ): ଭବାନୀପାଟଣା ସ୍ଥିତ ହୋଟେଲ ମିଟ୍ ଟାଉନରେ ରବିବାର ସାରେ କଳାହାଣ୍ଡି ହୋଟେଲ, ରେଷ୍ଟୁରାଣ୍ଟ ଆସୋସିଏଶନର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଗ୍ନି ନିରାପତ୍ତା, ସଦସ୍ୟତା ପଞ୍ଜିକରଣ, ଜିଲାର ପର୍ଯ୍ୟଟନସ୍ଥଳୀ ଗୁଡିକର ଉନ୍ନତିକରଣ, ଏସଟିପି ପ୍ଲାଣ୍ଟ ସମେତ…
ସୁରକ୍ଷା ବାହିନୀଙ୍କୁ ଟାର୍ଗେଟ କରି ଖଞ୍ଜୁଥିଲେ ବିସ୍ଫୋରକ ସାମଗ୍ରୀ: ମାଡ଼ି ବସିଲେ ଯବାନ
ମାଲକାନଗିରି, ୧୭।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକ୍ମା ଜିଲାରେ ଯବାନଙ୍କ ତଲାସି ଅଭିଯାନ ସମୟରେ ଜଣେ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ମାଓବାଦୀ ଜଣକ ହେଲେ କାୱାସୀ ଯୋଗା। ସେ ମାଓବାଦୀ ସଙ୍ଗଠନର କୋଣ୍ଟା ଏରିଆ କମିଟିରେ ଭଣ୍ଡାରପଦର…
ଘରକୁ ଫେରୁଥିଲେ ବ୍ୟବସାୟୀ, ବାଟରେ ଝାମ୍ପି ନେଲେ ସୁନା, ରୁପା ଭର୍ତ୍ତି ବ୍ୟାଗ
ଲହୁଣୀପଡ଼ା,୧୭ା୧୧(ଦାଶରଥି ପଣ୍ଡା): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଖୁଣ୍ଟଗାଁ ହାଟରୁ ସୁନା ବ୍ୟବସାୟୀଙ୍କଠାରୁ ସୁନା ଝାମ୍ପିନେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ଲହୁଣୀପଡ଼ା ଥାନାରେ ଅଭିଯୋଗ ହୋଇଛି। ଉକ୍ତ ହାଟରେ ପୁରୁଷୋତ୍ତମ ଦଣ୍ଡିଆ ସୁନା ଦୋକାନ ଲଗାଇ ଥିଲେ। ଶନିବାର ଅପରାହ୍ନ…

