ମାଙ୍କଡ଼ ଆତଙ୍କ: ଗୋଟିଏ ଦିନରେ ମେଡିକାଲରେ ୧୫ ଭର୍ତ୍ତି
ହିଞ୍ଜିଳିକାଟୁ,୧୭।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ଗ୍ରାମରେ ରବିବାର ଅପରାହ୍ନରେ ମାଙ୍କଡ ଆତଙ୍କ ଦେଖାଦେଇଛି । ମାଙ୍କଡ଼ କାମୁଡାରେ ଗ୍ରାମର ୧୫ରୁ ଊଦ୍ଦର୍ବ ମହିଳା ଓ ପୁରୁଷ ଆହତ ହୋଇଛନ୍ତି। ଆହତମାନେ ହେଲେ ତହଁର ଗ୍ରାମର ବୃନ୍ଦାବନ ଦାଶ,…
ବୈକୁଣ୍ଠଧାମ ନାବାଳକ ପୂଜା ପ୍ରସଙ୍ଗ: ବେଆଇନ ନିର୍ମାଣ ଥିଲେ କାର୍ଯ୍ୟାନୁଷ୍ଠାନ ହେବା ନେଇ ଜିଲାପାଳଙ୍କ ବଡ଼ ସୂଚନା
ଖୋର୍ଦ୍ଧା,୧୭।୧୧(ପ୍ରଭାତ ପାଣିଗ୍ରାହୀ): ଭୁବନେଶ୍ବର ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମର ନାବାଳକଙ୍କ ପାଦରେ ତୁଳସୀ ରଖି ପୂଜା ପ୍ରସଙ୍ଗକୁ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏପରିକି ସରକାରୀ ଜମିରେ ଆଶ୍ରମ ନିର୍ମାଣ ହୋଇଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏପରିକି ସ୍ଥାନୀୟ…
୬୬୨ ବର୍ଗ ମହାବିଦ୍ୟାଳୟର ଆନ୍ଦୋଳନ ଚେତାବନୀ
କୋରାପୁଟ,୧୭ା୧୧(ଅମିତାଭ ବେହେରା): ନିଖିଳ ଓଡ଼ିଶା ୬୬୨ ବର୍ଗ (+୨ ଓ +୩) ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘ କୋରାପୁଟ ଜିଲା ଶାଖା ପକ୍ଷରୁ ଏକ ବୈଠକ ଡଃ ବି. ଆର ଆମ୍ବେଦକର ଜାତୀୟ ମହାବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ସଂଘର ସଭାପତି…
୨୮ ବାଇକ୍ ଚୋରି କରି ଜଙ୍ଗଲରେ ରଖିଥିଲେ, ଚଢ଼ାଉ କରି ୨ ଜଣଙ୍କୁ ବାନ୍ଧିଲା ପୋଲିସ
ସମ୍ବଲପୁର୧୭ା୧୧(ପ୍ରମୋଦ ବହିଦାର): ଜଙ୍ଗଲ ମଧ୍ୟରେ ୨୮ ଚୋରା ବାଇକ୍କୁ ବିକ୍ରି ପାଇଁ ଲୁଚାଇ ରଖିଥିବାବେଳେ ଅଇଁଠାପାଲି ପୋଲିସ ଜବତ କରିଛି। ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ଜାରଙ୍ଗ ଜଙ୍ଗଲରୁ ବାଇକ୍ଗୁଡ଼ିକ ଜବତ କରାଯାଇଛି। ଏହି ଘଟଣାରେ ସୋନପୁର ବୀରମହାରାଜପୁରର ରାମକୁମାର…
ଲକ୍ଷ୍ମୀ ବସ୍ର ମନମାନିକୁ ଚ୍ୟାଲେଞ୍ଜ କରି ଆନ୍ଦୋଳନକୁ ଓହ୍ଲାଇବ ଘରୋଇ ବସ୍ ମାଲିକ ସଂଘ
ପୁରୁଷୋତ୍ତମପୁର,୧୭ା୧୧(ସୀମାଞ୍ଚଳ ମିଶ୍ର): ଲକ୍ଷ୍ମୀ ବସ୍ ମନୋମୁଖୀ ଚଳାଚଳ କରୁଥିବାର ଅଭିଯୋଗ କରି ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ। ଯଦ୍ବାରା ଆସନ୍ତା ୨୦ ତାରିଖରୁ ସମଗ୍ର ଗଞ୍ଜାମ ଜିଲାରେ ଯାତାୟାତ ସମ୍ପୂର୍ଣ୍ଣ ରୂପେ ଠପ୍ ହୋଇଯିବାର ଆଶଙ୍କା ଦେଖାଦେଇଛି।…
ବିଦ୍ୟୁତ ସଂଯୋଗ କାର୍ଯ୍ୟ ଚାଲିଥିବାବେଳେ ୭ ଲକ୍ଷ ଟଙ୍କାର ତାର ଚୋରି କରିନେଲେ ଦୁର୍ବୃତ୍ତ
ହିଞ୍ଜିଳିକାଟୁ,୧୭ା୧୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଞ୍ଚଳରେ ଓଡିଏସ୍ଏସ୍ପି-୪ ଯୋଜନାରେ ଗଣ୍ଡଳା ଗ୍ରାମରୁ ଶାସନଆମ୍ବଗାଁ ଆଦର୍ଶ ବିଦ୍ୟାଳୟ ପର୍ଯ୍ୟନ୍ତ ବିଦ୍ୟୁତତାର ସଂଯୋଗ କାର୍ଯ୍ୟ ଚାଲିଛି। ତେବେ ଏହି ନିର୍ମାଣାଧୀନ କାର୍ଯ୍ୟବେଳେ ଏହାର ପ୍ରାୟ ୩.୬ କିମି ଲମ୍ବ ତାରକୁ କେହି…
ବିଦ୍ୟାଳୟ ପରିସରରୁ ଦୁର୍ବୃତ୍ତ କାଟିନେଲେ ଚନ୍ଦନ ଗଛ
ପାଟଣା,୧୭ା୧୧(ବୀରକିଶୋର ଦାସ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସର୍ବପୁରାତନ ଗୋପୀନାଥ ନାରାୟଣ ଉଚ୍ଚବିଦ୍ୟାଳୟ ପରିସରରୁ ଶନିବାର ବିଳମ୍ବିତ ରାତିରେ ଚନ୍ଦନକାଠ ମାଫିଆ ୧୨ବର୍ଷ ପୁରୁଣା ଚନ୍ଦନ ଗଛକୁ କାଟି ନେଇଛନ୍ତି। ସୂଚନା ଯେ, ଗୋଟିଏ ଚନ୍ଦନ ଗଛକୁ ଦୁର୍ବୃତ୍ତ କାଟି…
ପିଲାଙ୍କୁ ନ ବାଣ୍ଟି ଡମ୍ପିଂୟାର୍ଡରେ କିଏ ଫିଙ୍ଗିଲା ସ୍କୁଲ ଡ୍ରେସ୍ ଆଉ ଜୋତା? ତଦନ୍ତ ଦାବି କରି…
କୋରାପୁଟ,୧୭ା୧୧: ରାଜ୍ୟ ସରକାର ପିଲାମାନଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି। ସେମାନଙ୍କ ପାଇଁ ମଧ୍ୟାହ୍ନଭୋଜନ ବ୍ୟବସ୍ଥାଠାରୁ ଆରମ୍ଭ କରି ୟୁନିଫର୍ମ, ବ୍ୟାଗ୍ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ…
ପହିଲି ଶୀତରେ ପହିଲି ପର୍ଯ୍ୟଟକ: ଭୋଜି ପାଇଁ ଲଗାଇଲେ ଭିଡ଼, ବୁଲିଲେ କଫି ବଗିଚା
ଦାରିଙ୍ଗବାଡ଼ି,୧୭ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଯେମିତି ତାପମାତ୍ରା କମିବାରେ ଲାଗିଛି ସେହିଭଳି ଶୀତ ମଧ୍ୟ ଧୀରେ ଧୀରେ ସ୍ପର୍ଶ କରିବାରେ ଲାଗିଛି। ଏହାର ମଜା ଉଠାଇବା ପାଇଁ ରବିବାର ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଡୁଲୁରୀ ପାଇନବଣ ସମେତ ଦାରିଙ୍ଗବାଡ଼ିର ମିଡିୟୁବାନ୍ଦା…
ବ୍ୟବହାର ପୂର୍ବରୁ ଭାଙ୍ଗିରୁଜି ଗଲାଣି ସର୍ବସାଧାରଣ ଶୌଚାଳୟ, ନିମ୍ନମାନର କାର୍ଯ୍ୟ ନେଇ…
ଗଞ୍ଜାମ,୧୭ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସାନବଜାର ଓ ତ୍ରିବେଣୀ ମଠ ଛକଠାରେ ଏନ୍ଏସି ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଯୋଜନାରେ ସର୍ବସାଧାରଣ ପାଇଁ ଶୌଚାଳୟ ନିର୍ମାଣ କରାଯାଇଛି। ଏଥିପାଇଁ ୩ ଲକ୍ଷ ୫୦ ହଜାର ଟଙ୍କା ଲେଖାଏ ବ୍ୟୟ…
ଗୀତ ଅଧାରୁ ଷ୍ଟେଜ୍ରୁ ଓହ୍ଲାଇ ପଡ଼ିଲେ ବାଲିଯାତ୍ରା ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ଅସୀମା ପଣ୍ଡା
କଟକ,୧୭।୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ପଡିଆ ଗଣକବି ବୈଷ୍ଣବ ପାଣି ମଞ୍ଚରେ ସଙ୍ଗୀତ ଓ ପାରମ୍ପରିକ ନୃତ୍ୟ ପରିବେଷଣ କରାଯାଇଥିଲା। ହେଲେ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିବା ଓଲିଉଡ୍ କଣ୍ଠଶିଳ୍ପୀ ଅସୀମା ପଣ୍ଡା ସଙ୍ଗୀତ ପରିବେଷଣ କରିବାବେଳକୁ ପୋଲିସ ପ୍ରଶାସନ କାର୍ଯ୍ୟକ୍ରମ ବନ୍ଦ…
ଚାଲି ଚାଲି ଯାଉଥିଲେ, ଯୁବକଙ୍କୁ ପିଟି ଦେଇ ଚାଲିଗଲା ଅଜଣା ଗାଡ଼ି
ବସ୍ତା,୧୭।୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅର୍ନ୍ତଗତ ୬୦ ନଂ ଜାତୀୟ ରାଜପଥର ଇନ୍ଦିରା ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅମର୍ଦ୍ଦା ରୋଡ ଅଞ୍ଚଳର କାହ୍ନୁ ପ୍ରଧାନ। ମିଳିଥିବା ସୂଚନା…

