ଆମ ଜିଲା ଖବର

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ ବୁଡ଼ିଯିବାରୁ ଯାତାୟାତ ବନ୍ଦ ହୋଇଗଲାଣି ତ ଆଉ କେଉଁଠି ପୋଲ ଭୁଶୁଡ଼ି ପଡ଼ି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଜବତ ହୋଇଥିବା ଗଞ୍ଜେଇର ଓଜନ ୪୦ କେଜି ୫୦୦…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ଆୟୋଜିତ ପ୍ରଥମ ଅଧିବେଶନରେ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ଲଗାଣ ବର୍ଷା ପାଇଁ ବାଲିବରେଇ ଗାଁ ନିକଟରେ ଥିବା ବାଞ୍ଛା ପୋଲଟି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରିଛନ୍ତି। ଗତ ଜୁଲାଇ ୨ ତାରିଖରେ ଜାତିସଂଘ ମୁଖ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା କରିଥିବା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ ନେଇ ବହୁ ହିତାଧିକାରୀ ଗତ ସୋମବାର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଜିଲାପାଳଙ୍କ ଯୁଗ୍ମ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ ଅନୁଷ୍ଠିତ ୩ୟ ଓଡ଼ିଶା ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬ ରେ ଥୁଆମୂଳ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ ଶ୍ରେଣୀରେ ପଢୁଥିବା ଡି. ଭିକାରି ଦୋରାଙ୍କ ପୁଅ ଆକାଶ ଦୋରା(୧୨) ଦୋଳି ଖେଳୁଥିଲେ…

ଉତ୍ତମ ରାଷ୍ଟ୍ର ଗଠନ ପାଇଁ ଉତ୍ତମ ସାହିତ୍ୟ ଚେତନା ଜରୁରୀ

ଭଞ୍ଜନଗର,୨୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଳକ୍ ଶାସନ ପଞ୍ଚାୟତ ଅନ୍ତର୍ଗତ ବଡ଼ଦୋଡଙ୍ଗା ଗ୍ରାମରେ ବୁଧବାର ଏକ କବିତା ଆସର ଏବଂ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ସାହିତ୍ୟିକ ଅଭିମନ୍ୟୁ ଦଳେଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପ୍ରଧାନ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦ ହଜାର ଟଙ୍କା ଠକେଇ କରିଥିବା ଅଭିଯୋଗରେ ଅତାବିରା ପୋଲିସ ଜଣେ ଯୁବକଙ୍କୁ ବୁଧବାର…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘଦିନ ଧରି ସେ ଭାରତର କମ୍ୟୁନିଷ୍ଟ ପାର୍ଟି (ମାଓବାଦୀ)ର କ୍ଷେତ୍ର କମିଟିର…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା। ମାତ୍ର ଆଜି ବି ଗ୍ରାମବାସୀ ମିଳିତ ଭାବେ ଗାଁର ରାମଜୀ ମଣ୍ଡପରେ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?