ଜଳିଗଲା ଲୁଗା ଦୋକାନ, ମାଲିକ ମୃତ
ଜଟଣୀ,୧୫ା୧୧(ରବୀନ୍ଦ୍ରନାଥ ମହାକୁଡ଼): ଖୋର୍ଦ୍ଧା ଜିଲା ଜଟଣୀ ଥାନା ଅଧୀନ ରାଜାବଜାରରେ ଥିବା ଗୌରୀ ଗାର୍ମେଣ୍ଟସ (ଲୁଗା ଦୋକାନ)ରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଶାଢ଼ି, ଆସବାବପତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜଳିଯାଇଛି। ଏଥିସହ ଉକ୍ତ ଦୋକାନ…
ଚନ୍ଦ୍ରଗିରି ବନାଞ୍ଚଳରେ ବାଘ ପାଦଚିହ୍ନ
ମୋହନା,୧୫ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳର ଆକିଲି ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। କିଛିଦିନ ହେଲା ଗଞ୍ଜାମ ଜିଲାର ଦିଗପହଣ୍ଡି ଓ ଚିକିଟି ଅଞ୍ଚଳରେ ମହାବଳ ଆତଙ୍କ ଖେଳାଇବା ସହ ଗୃହପାଳିତ ପଶୁ ମାରି ଖାଇଥିଲା। ଶୁକ୍ରବାର ସକାଳେ ଚନ୍ଦ୍ରଗିରି…
ବୋମାମାଡ଼ ଘଟଣା, ଆଉ ଜଣେ ଗିରଫ
ଦିଗପହଣ୍ଡି,୧୫ା୧୧(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ଓ ଦିଗପହଣ୍ଡି ଅଞ୍ଚଳରେ ଗତ କିଛିଦିନ ହେଲା ବୋମାମାଡ଼ କରି ଆତଙ୍କ ଚଳାଇଥିବା ଅପରାଧୀ ଗ୍ୟାଙ୍ଗର ଜଣେ ଯୁବକଙ୍କୁ ପୋଲିସ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେ ହେଲେ ଦିଗପହଣ୍ଡି ଅଞ୍ଚଳ କଲୋନୀରେ…
କାହିଁକି କାର୍ତ୍ତିକ ପୂର୍ଣ୍ଣିମାରେ ହେଲା ମହାପ୍ରଭୁଙ୍କ ବଡ଼ ମହାସ୍ନାନ
ପୁରୀ,୨୫।୧୧(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଶୁକ୍ରବାର କାର୍ତ୍ତିକ ପୂର୍ଣ୍ଣିମାରେ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି l ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ଭିତର ପଟ ପାହାଚରେ ମଇଳା ପଡ଼ିଥିବା କାରଣରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି କରାଯାଇଛି l କାର୍ତ୍ତିକପୂର୍ଣ୍ଣିମା ହେତୁ…
ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…
କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି ହୋଇ ଆସୁଛି। ପୂର୍ବ ସରକାର ସମବାୟ କର୍ମଚାରୀଙ୍କ ବିଭିନ୍ନ ଦାବି ଉପରେ ଆଗାମୀ ଦିନରେ…
କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …
ପୁରୀ,୧୫।୧୧(ଅଜିତ୍ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ରାଜାଧିରାଜ ବା ସୁନାବେଶ ଦର୍ଶନ ସହ କାର୍ତ୍ତିକ ବ୍ରତ ସମାପନ…
ଧାନ କିଣାକୁ ନେଇ ଦ୍ୱନ୍ଦ…
ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ ଧାନର କୁଇଣ୍ଟାଲ ପ୍ରତି ଅତିରିକ୍ତ ୮୦୦ ଟଙ୍କା କେତେ ଦିନ ଅନ୍ତରରେ ଚାଷୀଙ୍କୁ ମିଳିବ…
ୟୁଆଇଏଲ୍ ପକ୍ଷରୁ ଶିଶୁ ଦିବସ ପାଳିତ*
ଯାଜପୁର,୧୫/୧୧: ଶିଶୁ ହସିଲେ ଦୁନିଆ ହସେ , ଏକଥା ତ ଆପଣମାନେ ନିଶ୍ଚୟ ଶୁଣିଥିବେ ହେଲେ ଶିଶୁଙ୍କ ମୁହଁରେ ହସ ଫୁଟାଇବା କାମ ଆମର । ତେବେ ଏକଥାକୁ ବିଭିନ୍ନ ସମୟରେ ବାସ୍ତବତାର ରୂପ ଦେଇ ଶିଶୁ ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ…
ମନ୍ଦିର ଭିତରେ ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍
ଭୁବନେଶ୍ବର,୧୫।୧୧: ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିସ୍ଥିତ ଶିବ ମନ୍ଦିରକୁ ପୂଜା କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ବେକରୁ ଜଣେ ଦୁର୍ବୃତ୍ତ ସୁନା ଚେନ ଝାମ୍ପିନେଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ବୃଦ୍ଧା ଜଣଙ୍କ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ…
ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ
କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ…
କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼
ବୁଗୁଡ଼ା,୧୫।୧୧(କାଳିଚରଣ ଦାଶ): ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମାରେ ବୁଗୁଡ଼ା ଅଞ୍ଚଳର ବାଘୁଆ ନଦୀ ଏବଂ ବିଭିନ୍ନ ପୁଷ୍କରିଣୀରେ ବୋଇତ ବନ୍ଦାଣ ପର୍ବ ପାଳନ ସାଙ୍ଗକୁ ଠାକୁର ଦର୍ଶନ ପାଇଁ ବିଭିନ୍ନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। କାର୍ତ୍ତିକ ପୂର୍ଣ୍ଣିମା ହେତୁ…
ଗ୍ରୋସରୀ ଦୋକାନରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ
ରାଉରକେଲା,୧୫।୧୧: ସୁନ୍ଦରଗଡ଼ ଜିଲା ରଘୁନାଥପାଲି ଥାନା ଅଧୀନ ରାଉରକେଲା ସିଭିଲ ଟାଉନ୍ଶିପରେ ଥିବା ଏକ ବଡ଼ ଗ୍ରୋସରୀ ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବା ଗ୍ରୋସରୀ ଦୋକାନ ମାଲିକ ଅଭିଯୋଗ କରିଛନ୍ତି।…

