ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ
ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା ଚୋରି ଘଟଣାରେ ଗଞ୍ଜାମ ପୋଲିସକୁ ବଡ ସଫଳତା ମିଳିଛି। ନିଜେ ଗଞ୍ଜାମ ଏସପି ସୁଭେନ୍ଦୁ…
ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…
କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ ପାଳନ ଅବସରରେ ବକ୍ତବ୍ୟ ଦେଉଥିବା ବେଳେ ସ୍କୁଲର ପ୍ରଧାନ ଶିକ୍ଷକ ପର୍ଶୁରାମ ଦାସ(୫୭) ହଠାତ୍…
ଲୁଚାଇ ରଖିଥିବା ୧୧ ଦାଦନ ଶ୍ରମିକ ଉଦ୍ଧାର
ଗୋଲାମୁଣ୍ଡା,୧୪ା୧୧(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ପୋଲିସ ବୁଧବାର ନକଟିକାନୀ ଗାଁରେ ଚଢ଼ାଉ କରି ୬ ଶିଶୁ ସହ ୧୧ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏହି ଘଟଣାରେ ପୋଲିସ ଦାଦନ ସର୍ଦ୍ଦାରଙ୍କ ୩ସହଯୋଗୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
ବଡ଼ବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ପ୍ରସ୍ତୁତି ଆରମ୍ଭ
ବଡବିଲ,୧୪।୧୧(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳରେ ବଡବିଲ ମହୋତ୍ସବ ରୌପ୍ୟ ଜୟନ୍ତୀ ପାଳନ ନେଇ ଗୁରୁବାର ଅପରାହ୍ନରେ ସ୍ଥାନୀୟ ବିକାଶ ମହଲ ସଭା ଗୃହରେ କମିଟି ସଦସ୍ୟଙ୍କ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବଡବିଲ ମହାବିଦ୍ୟାଳୟ ଗଣିତ…
ସାଇକେଲରେ ଯାଉଥିଲେ ଦମ୍ପତି: ଧକ୍କାଦେଇ ଘୋଷାଡ଼ି ନେଲା ଟ୍ରକ୍
ଭଦ୍ରକ,୧୪।୧୧: ଭଦ୍ରକ ଜିଲା ଧାମରା-ଜାମୁଝାଡ଼ି ରାସ୍ତାର ବେତଡ଼ା ମାକେର୍ଟ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ମିଳିଥିବା ସୂଚନା ମୁତାବକ,…
ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ
ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍ ଓ ଗାଡ଼ି ଯୋଗେ ଏହି ମହାବଳ ବାଘୁଣୀକୁ ସୁରକ୍ଷିତ ଭାବେ ଶିମିଳିପାଳରେ ପହଞ୍ଚାଯାଇଛି। ପ୍ରଥମ…
ଶିଶୁ ଦିବସରେ ଖୋଲିଲା ଶିଶୁ ଗୃହ: ଫାଇଦା ପାଇବେ ୮୦୦ ଶିଶୁ
ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ୍): ୩ ବର୍ଷ ପରେ ଶିଶୁଙ୍କ ପାଇଁ ଅଙ୍ଗନୱାଡି କେନ୍ଦ୍ରରେ ନାମ ଲେଖାଯିବା ସହ ସେମାନଙ୍କ ଶାରୀରିକ, ବୌଦ୍ଧିକ ବିକାଶ ପାଇଁ ସରକାର ପଦକ୍ଷେପ ନେଇଛନ୍ତି। ତେବେ ନବଜନ୍ମିତ ଶିଶୁ ମା’ କ୍ଷୀର ଖାଇ ସୁସ୍ଥ ରହୁଥିବାବେଳେ…
୬ ଦିନ ହେଲା ନିଖୋଜ ଥିଲେ ଯୁବତୀ: ପୋଖରୀରୁ ମିଳିଲା ମୃତଦେହ
ଦଶପଲ୍ଲା,୧୪।୧୧: ନୟାଗଡ଼ ଜିଲା ଦଶପଲ୍ଲା ଥାନା ଶରୀରଗଣ୍ଡା ଗାଁ ପୋଖରୀରୁ ଗୁରୁବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମିଳିଥିବା ସୂଚନା ମୁତାବକ, ୬ଦିନ ହେଲା ଯୁବତୀ ଜଣକ ନିଖୋଜ ହୋଇଯାଇଥିଲେ। ଶରୀରଗଣ୍ଡା ଗାଁ ପୋଖରୀରେ ଯୁବତୀଙ୍କ ମୃତଦେହ ଭାସୁ…
କୃଷି ଜମିକୁ ଘରୋଇ ଜମି କରିବା ପାଇଁ ଲାଞ୍ଚ ନେଉଥିଲେ ଆର୍ଆଇ, ପଡ଼ିଲେ ଭିଜିଲାନ୍ସ ପଞ୍ଝାରେ
ଭଦ୍ରକ,୧୪ା୧୧(ସନାତନ ରାଉତ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନରେ କାର୍ଯ୍ୟ କରୁଥିବା ଆର୍ଆଇ ଭାଗବତ ଖଟୁଆଙ୍କୁ ଓଡ଼ିଶା ଭିଜିଲାନ୍ସ କର୍ମଚାରୀ ମାଡ଼ି ବସିଛନ୍ତି। ଏକ ମ୍ୟୁଟେଶନ ମାମଲାରେ କୃଷି ଜମିକୁ ଘରୋଇ ଜମିରେ ପରିଣତ କରିବା ପାଇଁ ତାଙ୍କ ପକ୍ଷରେ କ୍ଷେତ୍ର…
‘ଦେଶର ଉନ୍ନତି-ପ୍ରଗତିରେ ଶିଶୁମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବାଲିଗୁଡ଼ା,୧୪ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ଶିଶୁ ପ୍ରିୟ ପଣ୍ଡିତ ଜବାହରଲାଲ ନେହେରୁଙ୍କ ୧୩୫ ତମ ଜନ୍ମ ଜୟନ୍ତୀ ଓ ଶିଶୁ ଦିବସ କନ୍ଧମାଳ ଜିଲା ବାଲିଗୁଡ଼ାଠାରେ ଉପଖଣ୍ଡ ସ୍ତରୀୟ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି…
ଗାଧୋଇବାକୁ ଆସି ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ
କାମାକ୍ଷାନଗର,୧୪ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଏକତାଳି ଗ୍ରାମରେ ଗୁୁରୁବାର ସକାଳେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଦୁଇ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ସେମାନେ ସମ୍ପର୍କରେ ଦାଦା ପୁଅ ଓ ବଡ଼ବାପା ପୁଅ ହୋଇଥିବା ଜଣାପଡ଼ିଛି। ମୃତକ…
ଆସନ୍ତାକାଲିଠାରୁ ଐତିହାସିକ ବାଲିଯାତ୍ରା: ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
କଟକ,୧୪ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ଆରମ୍ଭ ହେବ ଐତିହାସିକ କଟକ ବାଲିଯାତ୍ରା। ଏନେଇ ସମସ୍ତ ପ୍ରସ୍ତୁତି ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି କଟକ ଜିଲାପାଳ ଦତ୍ତାତ୍ରୟ ଭାଉ ସାହେବ ସିନ୍ଦେ। ଶୁକ୍ରବାର ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ଏହି ମେଳାକୁ…

