‘କେବଳ ଖାଦ୍ୟ ନିରାପତ୍ତା ନୁହେଁ ବରଂ ସ୍ବାସ୍ଥ୍ୟ ପାଇଁ ବିହନ ସଂରକ୍ଷଣ ଜରୁରୀ’
କୋରାପୁଟ,୧୩ା୧୧(ଅମିତାଭ ବେହେରା): ପାରମ୍ପରିକ କୃଷି ଜୈବ ବିବିଧତାକୁ ସୁରକ୍ଷିତ ରଖିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟର ଲାଣ୍ଡିଗୁଡ଼ାସ୍ଥିତ ସିଟି କ୍ୟାମ୍ପସରେ ବୁଧବାର ଏକ ପାରମ୍ପରିକ କିଷମର ବିହନ ସଂରକ୍ଷଣ ଓ ଗବେଷଣା କ୍ଷେତ ଉଦ୍ଘାଟିତ…
ଅପରେଶନବେଳେ ଜଙ୍ଗଲରୁ ୩ ମିଲିସିଆଙ୍କୁ ଗିରଫ କଲେ ସୁରକ୍ଷାବାହିନୀ
ମାଲକାନଗିରି,୧୩ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ନେମେଡ ଅଞ୍ଚଳରୁ ୩ ମିଲିସିଆଙ୍କୁ ପୋଲିସ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋନୁ ଓୟମ, ସନୁ ଲେକାମ ଓ ମାଣ୍ଡୋ ଓରଫ ମାଣ୍ଡୁ ହପିଆ। ସୂଚନା ଅନୁଯାୟୀ, ବିଜାପୁର ଜିଲାରେ ମାଓବାଦୀ ବିରୋଧୀ ଅପରେଶନ୍…
ଅଧ୍ୟକ୍ଷ ଦାୟିତ୍ୱ ନେଲେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, କହିଲେ ସହରର ବିକାଶ ଲାଗି…
ପୁରୁଷୋତ୍ତମପୁର,୧୩ା୧୧: ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅଧକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ବୁଧବାର ସନ୍ଧ୍ୟାରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇବେ। କାର୍ଯ୍ୟନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠିନଂ ୨୨୧ ରେ ମ୍ୟୁନିସିପାଲିଟି ଆଇନର…
ଲୁହାରଡ୍ ଚୋରି କରି ଜେଲ୍ ଗଲେ ୮
କେସିଙ୍ଗା,୧୩ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଡୁମେର ମୁଣ୍ଡା ଗ୍ରାମସ୍ଥିତ କେସିଙ୍ଗା ଏନ୍ଏସିର ଆବର୍ଜନା ଗୃହଠାରୁ ଲୁହାରଡ୍ ଚୋରି ଘଟଣାରେ ୮ଜଣ ଚୋରଙ୍କୁ ବୁଧବାର କୋର୍ଟ ଚାଲାଣ କରିଛି। ଗତ ୧୦ ତାରିଖରେ ଚୋରି ହୋଇଥିବା ନେଇ ଗତ…
ହତ୍ୟାକାରୀଙ୍କୁ ୭ ବର୍ଷ ଜେଲ୍ ଦଣ୍ଡାଦେଶ
କେନ୍ଦୁଝର,୧୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ହତ୍ୟା ମାମଲାର କେନ୍ଦୁଝର ଅତିରିକ୍ତ ଜିଲା ଦୌରାଜଜ୍ ମମିତା ଦାସ ବୁଧବାର ଦୋଷୀ ସାବ୍ୟସ୍ତ କରି ରାୟରେ ସଦର ବ୍ଲକ ମଇଦାନ କେଲ ଗ୍ରାମର ସୁଶାନ୍ତ ନାଏକଙ୍କୁ ୭ ବର୍ଷ ଜେଲ୍ ଦଣ୍ଡାଦେଶ କରିବା ସହ ୧୦…
ମାଣ୍ଡିପଙ୍କାକୁ ଜଳଯୋଗାଣ ପରେ ଏବେ ରାସ୍ତା କାର୍ଯ୍ୟ ଆରମ୍ଭ
ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ବାସି ଜାଉ ଖାଇ ଦୁଇ ଜଣଙ୍କ ଅକାଳ ବିୟୋଗ ଓ ୬ ଜଣ ଗୁରୁତର ଘଟଣା ପରେ ତତ୍ପର ହୋଇପଡ଼ିଛି ସ୍ଥାନୀୟ ପ୍ରଶାସନ। ଅବହେଳିତ ମାଣ୍ଡିପଙ୍କାକୁ…
ବସ୍ ଧକ୍କାରେ ବାଇକ୍ଚାଳକଙ୍କ ମୃତ୍ୟୁ: ୨୦ ଘଣ୍ଟା ପରେ କ୍ଷତିପୂରଣ ମିଳିବାରୁ…
ଝରିଗାଁ,୧୩ା୧୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ ଅନ୍ତର୍ଗତ ଢେପାଗୁଡ଼ା ଗ୍ରାମ ନିକଟରେ ଲକ୍ଷ୍ମୀବସ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ଚାଳକ ଜଗବନ୍ଧୁ ଜାନୀ(୨୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ କାଦ୍ରୁ ଜାନୀ (୩୦)…
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍
ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): ସବୁ କଚ୍ଚା ଘରକୁ ସରକାର ପକ୍କା କରିବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେଉଛନ୍ତି। ହେଲେ ଏଥିରେ ସରକାରୀ କର୍ମଚାରୀମାନେ ହିତାଧିକାରୀଙ୍କ ପ୍ରାପ୍ୟକୁ ହଡ଼ପ କରିବା ପାଇଁ ବିଭିନ୍ନ ଚଞ୍ଚକତା ଅବଲମ୍ବନ କରୁଛନ୍ତି। ବିଶେଷକରି ଶିକ୍ଷାଗତ…
ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…
ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ ଡନସେନା ବୁଧବାର ଚିଠି ନଂ ୨୨୧ରେ ମ୍ୟୁନିସିପାଲିଟି ଆଇନର ଧାରା ୮୯ (ଏ)ପ୍ରକାରେ ଉପାଧ୍ୟକ୍ଷଙ୍କୁ…
ପୋଲିସଙ୍କ ପାଇଁ ଆସିଲା ଖୁସିଖବର: ଏଣିକି ୭ ବର୍ଷ ପରେ…
ଭୁବନେଶ୍ୱର,୧୩।୧୧: ଆସିଲା ଏସ୍ଆଇଙ୍କ ପାଇଁ ଖୁସି ଖବର। ଏଣିକି ୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷ ସ୍ଥାନରେ ୭ ବର୍ଷକୁ ରାଜ୍ୟ ସରକାର କମାଇ ଦେଇଛନ୍ତି। ପୂର୍ବରୁ ୧୦ ବର୍ଷ ପରେ ଜଣେ ଏସଆଇ…
ରେଳଯାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସମୟୋଚିତ ପଦକ୍ଷେପ
ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର ବଲାଙ୍ଗୀର ରେଳ ଷ୍ଟେଶନଠାରେ ପୂର୍ଣ୍ଣାଙ୍ଗ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା। ଏହି ଅବସରରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ବଳ (ଏନ୍ଡିଆର୍ଏଫ୍), ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ…
ଚାଷଜମିରେ ବଡ଼ଭାଇଙ୍କ ଜୀବନ ନେଇଗଲେ ସାନଭାଇ, ପଛେ ପଛେ ଭାଉଜ ବି…
ଆସିକା,୧୩।୧୧: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ ପାତ୍ର(୫୫)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ରାଜୁ ତାଙ୍କ ପତ୍ନୀଙ୍କ ସହ ଚାଷଜମିରେ କାମ…

