ଉତ୍କେଳା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଭୋଟ
କେସିଙ୍ଗା,୧୧।୧୧(ତୁମେଶ୍ୱର ସାହୁ): ଅନାସ୍ଥା ଭୋଟକୁ ନେଇ ଚର୍ଚ୍ଚାରେ ରହିଛି କଳାହାଣ୍ଡି ଜିଲା । କେସିଙ୍ଗା ବ୍ଲକରେ ସୋମବାର ଦ୍ୱିତୀୟ ଥର ପାଇଁ ଅନାସ୍ଥା ଭୋଟ ହୋଇଛି। ଗତ ୪ରେ ପ୍ରଥମ ଅନାସ୍ଥା ଭୋଟ କସୃପଡ଼ା ସରପଞ୍ଚଙ୍କ ବିରୋଧରେ ହୋଇଥିଲା। ଏଥିରେ କସୃପଡ଼ା…
ରାତିରେ ମା’ଙ୍କ ସହ ଶୋଇଥିଲେ ଶିଶୁପୁତ୍ର, ଉଠିଲା ବେଳକୁ…
ପାଟଣା,୧୧।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ରାଇଡ଼ିହା ପଞ୍ଚାୟତ ହରିଡ଼ା ଗୋଠ ଗ୍ରାମର ଜଣେ ୮ବର୍ଷର ଶିଶୁ ପୁତ୍ରଙ୍କ ସୋମବାର ସାପ କାମୁଡ଼ାରେ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି । ମୃତ ଶିଶୁ ପୁତ୍ର ଜଣକ ହେଉଛନ୍ତି ଗ୍ରାମର ଶାମ…
କାର୍ତ୍ତିକ ଶେଷ ସୋମବାରରେ ବୁଦ୍ଧଖୋଲ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ବୁଗୁଡ଼ା,୧୧ା୧୧(କାଳୀଚରଣ ଦାଶ): ଧର୍ମ ମାସ କାର୍ତ୍ତିକର ଶେଷ ତଥା ଚତୁର୍ଥ ସୋମବାରରେ ଶ୍ରଦ୍ଧାଳୁଙ୍କ ସମାବେଶ ଯୋଗୁ ଐତିହାସିକ ଶୈବପୀଠ ବୁଦ୍ଧଖୋଲ ଚଳଚଞ୍ଚଳ ହୋଇ ଉଠିଛି। ବୁଗୁଡ଼ା ସମେତ ଅନ୍ୟ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତମାନେ ପାହାଚ…
ଭାଜପା ସହ ବିଜେଡିର ୨୭ ବିଧାୟକ ଏବେ ବି ଅଛନ୍ତି ଯୋଗାଯୋଗରେ, ବିଧାୟକ ସରୋଜ ପାଢ଼ୀ କହିଲେ ଆମ…
ଭୁବନେଶ୍ୱର,୧୧।୧୧: ଗଞ୍ଜାମ ଜିଲା ଆସିକା ଭାଜପା ବିଧାୟକ ସରୋଜ ପାଢ଼ୀ ସୋମବାର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ବିଜେଡିର ୨୭ ବିଧାୟକ ଭାଜପାର ଶୀର୍ଷ ନେତୃତ୍ୱ ସହ ଯୋଗାଯୋଗରେ ଥିବା ସୋମବାର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ବିଧାୟକ ସରୋଜଙ୍କ ବୟାନକୁ…
ପଞ୍ଚକ ପାଇଁ ଆଖଣ୍ଡଳମଣି ପୀଠ ଚଳଚଞ୍ଚଳ, ଆଜିଠାରୁ ପଞ୍ଚାନନ ବେଶରେ ଭକ୍ତଙ୍କୁ ଦେଉଛନ୍ତି ଦର୍ଶନ…
ଭଦ୍ରକ,୧୧ା୧୧(ସନାତନ ରାଉତ): ପବିତ୍ର ତଥା ଧର୍ମର ମାସ କାର୍ତ୍ତିକମାସର ସୋମବାର ଓ ପଞ୍ଚୁକ ବ୍ରତ ପାଇଁ ସୋମବାର ଭୋର୍ ସମୟରୁ ଆରଡ଼ିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିଛି। ଆଜିଠାରୁ ବାବା ୫ ଦିନ ପର୍ଯ୍ୟନ୍ତ ପଞ୍ଚାନନ ବେଶରେ…
ବଦଳିଲା ଶ୍ରୀମନ୍ଦିର ଧ୍ବଜା ବନ୍ଧା ନୀତି ସମୟ
ପୁରୀ,୧୧।୧୧: କାର୍ତ୍ତିକ ମାସରେ ଅସମ୍ଭବ ଭିଡ଼ ଯୋଗୁ ଧ୍ୱଜାବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ରୁ ୪ଟା ମଧ୍ୟରେ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଚୁନରା ସେବକମାନଙ୍କୁ ସ୍ବତନ୍ତ୍ର ଆଦେଶ ଦିଆଯାଇଛି। ପ୍ରତିିଦିନ ଅପରାହ୍ନ…
ମହିଳାଙ୍କ ନଗ୍ନ ଭିଡିଓ ଭାଇରାଲ କରି ବନ୍ଧାହେଲେ ଯୋଗାଣ ସହାୟକ
ବଲାଙ୍ଗୀର,୧୧ା୧୧(ସୁନୀଲ କୁମାର ମହାନ୍ତି): ଜଣେ ମହିଳାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ନଗ୍ନ ଭିଡିଓ ଭାଇରାଲ କରି ଫେରାର ଥିବା ଯୋଗାଣ ସହାୟକଙ୍କୁ ବଲାଙ୍ଗୀର ପୋଲିସ ଛତିଶଗଡ଼ରୁ ଗିରଫ କରିଛି। ବଲାଙ୍ଗୀର ଜିଲା ଆଗଲପୁର ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଶାରୀରିକ ସମ୍ପର୍କ…
ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼
ଜି.ଉଦୟଗିରି,୧୧।୧୧(ଶିଶିର ପଟ୍ଟନାୟକ): କାର୍ତ୍ତିକ ମାସ ଶେଷ ସୋମବାର ପାଇଁ ଜି. ଉଦୟଗିରି ଧବଳେଶ୍ବର ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବାକୁ ମିଳିଛି। ଭୋର ୪ ଘଣ୍ଟାଠାରୁ ଲମ୍ବା ଲାଇନ ଦେଖିବାକୁ ମିଳିଛି। ପ୍ରଭୁ ଧବଳେଶ୍ବର ଏହି ଅଞ୍ଚଳର ପ୍ରସିଦ୍ଧ ଶୈବ ପୀଠ…
ପୋଲିସର ଚଢ଼ାଉ ପରେ ନାମଫଳକରେ ଢଙ୍କାଗଲା କପଡ଼ା
ଗଞ୍ଜାମ,୧୧ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଥିବା ଲଜ୍ ଓ ରେସିଡେନ୍ସିଗୁଡ଼ିକରେ କିଛିଦିନ ତଳେ ଚଢ଼ାଉ କରିଥିଲା ଗଞ୍ଜାମ ଥାନା ପୋଲିସ। ଫଳରେ ତ୍ରିବେଣୀ ମଠ ଛକସ୍ଥିତ ରେସିଡେନ୍ସିରେ କପଡ଼ା ଢଙ୍କା ଯାଇଥିବା ଦେଖିବାକୁ ମିଳିଥିବା ବେଳେ କିଛି…
ବ୍ୟାଙ୍କ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଜଳେଶ୍ୱର,୧୧ା୧୧(ନବୀନ ସାହୁ): ବାଲେଶ୍ବର ଜିଲା ବାଲିଆପାଳ ଥାନା ଅନ୍ତର୍ଗତ ଖପରାପଦା ଛକରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି। ରବିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବ୍ୟାଙ୍କର ଉପର ମହଲାରେ ଥିବା ଝରକାର ଲୁହା…
ବିକାଶର ପ୍ରୟୋଗଶାଳା ଏବେ ଦିଗହରା ଧର୍ମଶାଳା
ଧର୍ମଶାଳା/କାଏମା,୧୧ା୧୧(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବିଜେଡିର ଏକ ଜନସମ୍ପର୍କ ପଦଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ବିଧାୟକ ପ୍ରଣବ କୁମାର ବଳବନ୍ତରାୟଙ୍କ ନେତୃତ୍ୱରେ ଧର୍ମଶାଳା ବ୍ଲକର ଶାନ୍ତିବାଜରଠାରେ ପୂର୍ବାହ୍ନରେ ଶତାଧିକ ବିଜେଡି କର୍ମୀ ଏକତ୍ରିତ ହୋଇ ବଡ଼ମଙ୍ଗଳପୁର, ବାଲିଗରି, ନରସିଂହପୁର, ଚୋରମୁହାଁ,…
ଅଦିନରେ ହ୍ୟୁଷ୍ଟନରେ ଗଡ଼ିଲା ନନ୍ଦିଘୋଷ ରଥ
ପୁରୀ/ଭୁବନେଶ୍ୱର, ୧୧ା୧୧ (ଅଜିତ୍ କୁମାର ମହାନ୍ତି/ ବନ୍ଦନା ସେଠୀ): ଆମେରିକାର ହ୍ୟୁଷ୍ଟନ ସହରରେ ନଭେମ୍ବର ୯ରେ ଅଦିନରେ ନନ୍ଦିଘୋଷ ରଥ ଗଡ଼ିଛି। ତେବେ ଉକ୍ତ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବିଗ୍ରହ ନ ଥିବାବେଳେ ରାଧାକୃଷ୍ଣ ଏବଂ ନିତାଇଗୌରଙ୍କ ମୂର୍ତ୍ତି ବିରାଜମାନ କରିଥିବା ଦେଖିବାକୁ…

