ଓଡ଼ିଶାରେ ଲାଗିଛି ଆନ୍ଧ୍ରର ଫଳକ
ଗୁଣପୁର,୧୦।୧୧(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍ର ଆନ୍ଧ୍ର ସୀମାନ୍ତ ମାରମା ପଞ୍ଚାୟତ କାମନାଗୁଡା ଏବଂ ତୋଟାଗୁଡା ଅଞ୍ଚଳରେ ଆନ୍ଧ୍ରର ଏକ ବେସରକାରୀ ସଂସ୍ଥାର ଫଳକ ଲାଗିଛି। ଆନ୍ଧ୍ରର କେତେଜଣ ଲୋକ ଆସି ଏପରି କରିଥିବା ଜଣାପଡ଼ିଛି। ଏହି ଫଳକଗୁଡିକ…
ସ୍ଲରି ପାଇପ୍ଲାଇନ ଫାଟି ଫସଲ ନଷ୍ଟ
କେନ୍ଦୁଝର/ଯୋଡ଼ା,୧୦।୧୧: (ମାନସ ମହାନ୍ତି/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ୍ ନୟାଗଡ଼ ପଞ୍ଚାୟତ କୋଟୁପାଲି ଗାଁରେ ସ୍ଲରି ପାଇପ୍ ଲାଇନ କୌଣସି କାରଣରୁ ଫାଟିଯାଇଛି। ଫଳରେ ଜଳ ମିଶ୍ରିତ ଖଣିଜ ଧାନ କ୍ଷେତରେ ମାଡ଼ିଛି। ଏବେ ଧାନ ଅମଳ ସମୟ…
ବାଇକରୁ ଖସି ପଡ଼ି ମହିଳାଙ୍କ ମୃତ୍ୟୁ
ଜୁନାଗଡ଼,୧୦।୧୧(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ନିକଟରେ ବାଇକରୁ ପଡି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ ଅଦିତି ପଣ୍ଡା (୫୩)। ତାଙ୍କ ଘର ପିଲିକିଆ ଗ୍ରାମରେ ବୋଲି ଜଣାପଡିଛି। ଶନିବାର ପୂର୍ବାହ୍ନରେ ସ୍ବାମୀ…
ଘରେ ପଶି ଓକିଲଙ୍କୁ ଏସିଡ୍ ମାଡ କରି ଚାଲିଗଲେ ଦୁର୍ବୃତ୍ତ
ଗଜପତି,୯।୧୧(ଗିରିଧାରୀ ପରିଛା)-ଗଜପତି ଜିଲା ପାରଳାଖେମୁଣ୍ଡିର ଜଣେ ପ୍ରତିଷ୍ଠିତ ଓକିଲଙ୍କ ଉପରକୁ ଏସିଡ ମାଡ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ବାର୍ ଆସୋସିଏଶନର ବରିଷ୍ଠ ଓକିଲ ପି. ରାମରାଓ । ଏଥିରେ ତାଙ୍କ ଦେହ ସହ ମୁହଁରେ ଅଧିକାଂଶ ଜାଗାରେ କ୍ଷତ ବିକ୍ଷତ…
କାଉନସିଲରଙ୍କ ଘରୁ ଉଦ୍ଧାର ହେଲା ୪ ମାସର ଶିଶୁ ପୁତ୍ର
ବାଲେଶ୍ୱର,୯।୧୧(ବାଞ୍ଛାନିଧି ଦେ):ବାଲେଶ୍ୱର ଜିଲା ରେମୁଣା ଏନ୍ଏସି ଅଧୀନ ୧୧ ନଂ ୱାର୍ଡର କାଉନସିଲର ପାନମଣି ମୁର୍ମୁଙ୍କ ଘରୁ ଶନିବାର ଜଣେ ୪ ମାସର ଶିଶୁ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଶିଶୁ ପୁତ୍ରର ପରିଚୟ ଜଣାପଡ଼ିନାହିଁ । ଜିଲାପାଳ ସୂର୍ଯ୍ୟବଂଶୀ…
କଥା ଦେଇ କଥା ରଖିଲେ ଜିଲାପାଳ: ମାଣ୍ଡିପଙ୍କାରେ ସୋଲାର ୱାଟର ପମ୍ପ କାର୍ଯ୍ୟ ଆରମ୍ଭ
ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ମାଣ୍ଡିପଙ୍କାରେ ଆମ୍ବ ଟାକୁଆ ଯାଉଖାଇ ୨ ଜଣଙ୍କ ମତ୍ୟୁ ଓ ୬ ଗୁରୁତର ଘଟଣା ପରେ ଜିଲାପାଳ ସୋମବାର ମାଣ୍ଡିପଙ୍କା ଗସ୍ତ କରିଥିଲେ। ସେଠାରେ ପିଡିଏସ୍ ଚାଉଳ ବଣ୍ଟନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେବାସହ ଲୋକଙ୍କ…
ବାଣ ଭିଡୁଥିଲେ ସ୍ବାମୀ-ସ୍ତ୍ରୀ: ଘଟିଲା ବିସ୍ଫୋରଣ
ନୟାଗଡ଼,୯।୧୧: ନୟାଗଡ଼ ଜିଲା ଶରଣକୂଳ ଥାନା ଗୋଲଗାଁରେ ଶନିବାର ଏକ ଅଘଟଣ ଘଟିଛି। ବାଣ ଭିଡ଼ୁଥିବା ବେଳେ ବିସ୍ଫୋରଣ ଘଟି ସ୍ବାମୀ-ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହ ଦମ୍ପତିଙ୍କୁ ଉଦ୍ଧାର କରି…
ସମ୍ବଲପୁରରେ ଯୁବକଙ୍କୁ ହତ୍ୟା
ସମ୍ବଲପୁର: ସମ୍ବଲପୁର ଟାଉନ ଥାନା ଠେଲ୍କୋପଡ଼ାରେ ଶନିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ୪ରୁ ୫ଜଣ ଯୁବକ ସଂଘବଦ୍ଧ ଭାବେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ହାଣି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଝଗଡ଼ାକୁ କେନ୍ଦ୍ର କରି ଏହି ହତ୍ୟା କାଣ୍ଡ…
ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇବା ଦେବାକୁ ଉଠିଲା ଦାବି
ବାଲିଗୁଡ଼ା,୯ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଞ୍ଚଳବାସୀ। ବାଲିଗୁଡ଼ା ବ୍ଳକ ତଥା କନ୍ଧମାଳ ଜିଲାର ସୀମାନ୍ତ ପଞ୍ଚାୟତ ହେଉଛି ଖମନଖୋଲ ଓ ଲଣ୍ଡାଗାଁ। ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ର…
ଆମ୍ବଟାକୁଆ ଜାଉ ଖାଇ ଗୁରୁତରଙ୍କ ମଧ୍ୟରୁ ସୁସ୍ଥ ହୋଇ ଘରକୁ ଫେରିଲେ ୩
ଦାରିଙ୍ଗବାଡ଼ି,୯ା୧୧(ଅରୁଣ ସାହୁ): ରାଜ୍ୟରେ ଚହଳ ପକାଇଥିବା ମାଣ୍ଡିପଙ୍କାରେ ଆମ୍ବଟାକୁଆ ଜାଉ ଖାଇବା ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୬ ଜଣ ବ୍ରହ୍ମପୁର ଓ କଟକରେ ଚିକିତ୍ସାଧୀନ ଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇ ଘରକୁ…

