କେହି ସମ୍ପର୍କୀୟ ଆସିଲେନି, ବୃଦ୍ଧାଙ୍କ ମୃତଦେହ ସତ୍କାର କଲେ ସମାଜସେବୀ
କର୍ଲାମୁଣ୍ଡା,୯ା୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗେଡ଼ା ପଞ୍ଚାୟତସ୍ଥିତ ଭୋଇପଡ଼ାଠାରେ ଶନିବାର ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ଉକ୍ତ ଗ୍ରାମର ବୃଦ୍ଧା ଯଶୋଦା ଭୋଇ(୮୫)ଙ୍କର ବିୟୋଗ ଘଟିବାର ଦୀର୍ଘ ସମୟ ପର୍ଯ୍ୟନ୍ତ ମୃତଦେହଟି ଘରେ ପଡ଼ିରହିଥିଲା। କେହି…
ଘଞ୍ଚ ଜଙ୍ଗଲକୁ ଗଲା ବାଘୁଣୀ ଯମୁନା
ବାରିପଦା,୯ା୧୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍କ୍ଲୋଜରରେ ଥିବା ବାଘୁଣୀ ‘ଯମୁନା’କୁ ଶନିବାର ବନ ବିଭାଗ ପକ୍ଷରୁ ଶିମିଳିପାଳ ଅଭୟାରଣ୍ୟର କୋର ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ଯମୁନା ଉପରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍ ନଜର ରଖିବେ ବୋଲି ଶିମିଳିପାଳ…
ମାଣ୍ଡିପଙ୍କାରେ ପରିସ୍ଥିତି ଭୟାବହ: ବିଜୟ ମହାପାତ୍ର
ଦାରିଙ୍ଗବାଡି, ୯।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାକୁ ଶନିବାର ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର ଗସ୍ତ କରିଛନ୍ତି। ସେ ମୃତକଙ୍କ ପରିବାର ଲୋକଙ୍କୁ ଭେଟିବା ସହ ଅସୁସ୍ଥ ଥିବା ପରିବାର ଲୋକଙ୍କୁ ଭେଟିଛନ୍ତି। ମାଣ୍ଡିପଙ୍କାରେ କେଉଁ…
ଏହି ୩ କାରଣ ଯୋଗୁ ହାରିଲା ବିଜେଡି: ନିଜ ଦଳର ଗୁମର ଖୋଲିଲେ ବିଧାୟକ
ଭୁବନେଶ୍ୱର,୯।୧୧: ଗତ ନିର୍ବାଚନରେ ଦଳର ପରାଜୟକୁ ନେଇ ବିଜେଡିର ବରିଷ୍ଠ ନେତା ତଥା ନୂଆପଡ଼ା ବିଧାୟକ ରାଜୁ ଢୋଲକିଆ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ତିନୋଟି କାରଣ ଯୋଗୁ ବିଜେଡି ୨୦୨୪ ନିର୍ବାଚନରେ ଖରାପ ପ୍ରଦର୍ଶନ କରି ପରାଜୟର ସମ୍ମୁଖୀନ…
ଝିଅକୁ ମାରି ଟାଙ୍ଗି ଦେଲେ ଶାଶୁ ଘର ଲୋକେ
ବାରିପଦା,୯।୧୧: ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ମାଠିଆଭଙ୍ଗା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହକୁ କେନ୍ଦ୍ର କରି ଝିଅକୁ ଶାଶୁଘର ଲୋକେ ହତ୍ୟା କରି ଫ୍ୟାନରେ ଟାଙ୍ଗି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ…
କପଡ଼ା ଗୋଦାମରେ ବଡ଼ ଧରଣର ଅଗ୍ନିକାଣ୍ଡ
ଭୁବନେଶ୍ୱର,୯।୧୧: ଭୁବନେଶ୍ୱର ବଡଗଡ଼ ସ୍ଥିତ ଏକ କପଡ଼ା ଗୋଦାମରେ ଶନିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି…
କାଲି ଅଁଳାନବମୀ: ରାଧା ପାଦ ଦର୍ଶନ ପାଇଁ ଲାଗିବ ଶ୍ରଦ୍ଧାଳୁଙ୍କ ଭିଡ଼
ପୁରୀ,୯।୧୧: ରବିବାର ଅଁଳାନବମୀ । ପୁରୀ ସାକ୍ଷୀଗୋପାଳରେ ରାଧାରାଣୀଙ୍କ ପାଦ ଦର୍ଶନ ପାଇଁ ଜମିବ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିବ। ଏଥିପାଇଁ ସମସ୍ତ ନୀତିକାନ୍ତି ସମାପ୍ତ ହୋଇଛି । ରାତି ୧ଟାରୁ ମନ୍ଦିର ଖୋଲାଯାଇ ମଙ୍ଗଳ ଆଳତୀ କରାଯିବ। ପରେ ନଟବର ବେଶରେ…
ତାରାତାରିଣୀ ମନ୍ଦିରରୁ ଚୋରି ନେଇ ମନ୍ତ୍ରୀ-ବିଧାୟକଙ୍କ ତଦାରଖ, ଚୋରିକୁ ନେଇ ରାଜନୀତି କରିବା…
ପୁରୁଷୋତ୍ତମପୁର,୯ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ପଶି ଦୁର୍ବୃତ୍ତମାନେ ମା’ଙ୍କ ଅଳଙ୍କାରକୁ ଲୁଟି ନେଇଥିଲେ। ଏହାକୁ ନେଇ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଖଣି ଓ ପରିବହନ ମନ୍ତ୍ରୀ ବିଭୂତି ଜେନା,ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର,…
ଶିଳାନ୍ୟାସ ନ କରି ବାଟରୁ ଫେରିଗଲେ ବିଧାୟକ
ମଙ୍ଗୁଳି-ଜଗତପୁର,୯ା୧୧(ମାନସ ସାମଲ):କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଆଗ୍ରାହାଟ ପଞ୍ଚାୟତ ଅଧୀନ ଯାଜଭୈରବ ନୂଆଗଁାରେ ଯାଜଭୈରବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଶିଳାନ୍ୟାସ କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ହେଲେ ସ୍ଥାନୀୟ ବିଧାୟକ ସୌଭିକ୍ ବିଶ୍ୱାଳ ଏହାର ଶିଳାନ୍ୟାସ ନ କରି ବାଟରୁ ଫେରିଯାଇଥିବାବେଳେ…
ବନ୍ଧୁଙ୍କ ଅନ୍ତିମ ସଂସ୍କାର ଯାଉଥିଲେ, ଓଲଟିଲା ଅଟୋ: ଜଣେ ମୃତ ୪ ଆହତ
ଜି.ଉଦୟଗିରି,୯।୧୧(ଚିନ୍ମୟ କୁମାର ସେଠୀ):ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ କାନବାଗେରି ଗ୍ରାମ ନିକଟରେ ଅଟୋ ଓଲଟି ଜଣଙ୍କର ମୃତ୍ୟୁ ଘଟିଛି ଏବଂ ପାଞ୍ଚ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତ ଙ୍କୁ ଜି.ଉଦୟଗିରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ…
କଚ୍ଛପ ଗତିରେ ଚାଲିଛି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର
ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୯।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): ସ୍ବାସ୍ଥ୍ୟସେବାରେ ସୁଧାର ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଉପସ୍ବାସ୍ଥ୍ୟକେନ୍ଦ୍ରରେ ପରିବର୍ତ୍ତନ ଆଣି ରୋଗୀଙ୍କ ପାଇଁ ଅଧିକା ସୁବିଧା କରାଯାଉଛି। ହେଲେ ସରକାର କରୁଥିବା ଯୋଜନା ସଠିକ ଭାବେ ତୃଣମୂଳ ସ୍ତରରେ କାର୍ଯ୍ୟକୁ…
ଧାନକିଣା ବିଳମ୍ବିତ, ଚାଷୀ ଅସନ୍ତୋଷ
ବରଗଡ଼,୯।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀମାନେ ଖରିଫ୍ ଧାନ ଅମଳ ଆରମ୍ଭ କରି ଦେଇଛନ୍ତି। ଜିଲାର ଉଭୟ ହୀରାକୁଦ ଜଳସେଚିତ ଏବଂ ଅଣଜଳସେଚିତ ଅଞ୍ଚଳରେ ଅମଳ ପ୍ରକ୍ରିୟା ଆଗେଇ ଚାଲିଛି। ଅନେକ ଚାଷୀ କ୍ଷେତରୁ ଧାନ ଫସଲ କାଟିଛନ୍ତି। ସେମାନଙ୍କ ମଧ୍ୟରୁ କେତେକ…

